ହାତୀ ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର

ଉଦଳା,୨୮।୧୨(ଡି.ଏନ୍‌.ଏ.): ଉଦଳା ବନଖଣ୍ତ ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଶନିବାର ହାତୀପଲଙ୍କ ଆକମ୍ରଣରେ ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ଉଦଳା ବ୍ଲକ ଅଧିନରେ ଥିବା ଖଲାଡି ଓ କୋଚିଳା ଡିହା ପଞ୍ଚାୟତ ଅଞ୍ଚଳରେ ସକାଳେ କିଛି ହାତୀପଲ ଗଁାମୁହାଁ ହୋଇଛନ୍ତି। ଏହାକୁ ଦେଖି ସ୍ଥାନୀୟବାସିନ୍ଦା ବନବିଭାଗକୁ ଖବର ଦେଇଥିଲେ। ଖବରପାଇ ବନ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀପଲଙ୍କୁ ଘଉଡାଇବାକୁ ଉଦ୍ୟମ କରିଥିଲେ। ସେହି ସମୟରେ ନରହୋରିପୁର ଗାଁର ହାରାମଣି କିସ୍କୁ ନାମକ ଜଣେ ବୃଦ୍ଧାଙ୍କୁ ହାତୀ ଆକ୍ରମଣ କରି ତାଙ୍କ ଗୋଡକୁ ଦଳି ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ଉଦଳା ପରେ ବାରିପଦା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଅପରପକ୍ଷେ ଗାଁରୁ ଏବେ ବି ହାତୀପଲଙ୍କୁ ଘଉଡାଯାଇପାରିନାହିଁ ବୋଲି ବନଖଣ୍ତ ଅଧିକାରୀ ଅଜୟ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ

ଜୟପୁର, ୩୦।୬ (ନି.ପ୍ର.): ଜୟପୁର ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥ ପାର୍ଶ୍ୱରୁ ବୁଧବାର ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଛି ା ଗାନ୍ଧୀଛକଠାରୁ ଗ୍ଲୋକାଲ...

ପୁନରୁଦ୍ଧାର ହେବ ପେଟାନାଳ

କଟକ ଅଫିସ,୨ା୨: ତାଳଦଣ୍ଡା କେନାଲ ଭଳି ସିଡିଏ ମର୍କତନଗରସ୍ଥିତ ପେଟାନାଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୩୬ କୋଟି ଟଙ୍କା...

ବେଗ ଉପରେ ଲାଗୁନି ବ୍ରେକ୍‌

ଅନୁଗୋଳ ଅଫିସ, ୧୩।୧୨: ସହର, ବଜାର କିମ୍ବା କଲୋନୀ ଅଞ୍ଚଳ ରାସ୍ତାରେ ଦ୍ରୁତଗତିରେ ଗାଡ଼ି ଚାଳନା ଉପରେ କଟକଣା ରହିଛି। ଏପରି କି ଡାକ୍ତରଖାନା, ସ୍କୁଲ...

ମେଡିକାଲ କଲେଜ ସ୍ଥାପନ ଦାବି ତେଜୁଛି :୧୧ରେ ନୂଆପଡା ବନ୍ଦ ଡାକରା

ନୂଆପଡା ଅଫିସ,୧୦ା୯ ନୂଆପଡା ରାଜ୍ୟର ଏକ ଉପାନ୍ତ ଜିଲା । ଏଠାରେ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା ଲୋକଙ୍କୁ ଉପଲବ୍ଧ ହୋଇପାରୁନାହିଁ । ବିଭିନ୍ନ...

ମକର ସଂକ୍ରାନ୍ତିରେ କାଇଟ୍‌ ଫେଷ୍ଟିଭାଲ୍‌

ସମ୍ବଲପୁର,୧୩ା୧(ବ୍ୟୁରୋ) ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ କାଇଟ୍‌ ଫେଷ୍ଟିଭାଲ୍‌ – ୨୦୨୩ ପାଳନ କରାଯିବ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏଥିରେ ସାମିଲ...

ସରପଞ୍ଚ, ସମିତିସଭ୍ୟ ପ୍ରାର୍ଥୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାସୁଦେବପୁର, ୧୩।୨(ଡି.ଏନ.ଏ.)-ବାସୁଦେବପୁର ବ୍ଲକର ବରଣ୍ଡୁଆ ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ମଳିକ ଓ ସମିତିସଭ୍ୟ ପ୍ରାର୍ଥୀ ପ୍ରଭାସ ଚନ୍ଦ୍ର ମହାନ୍ତି ଶ୍ରୀମଦ୍‌ ଭଗବଦ୍‌ ଗୀତା...

ଡାଲା ଅଟୋ- ବାଇକ୍‌ ଧକ୍କା: ଜଣେ ମୃତ, ୭ ଆହତ

ଆସିକା,୧୦।୩(ଡି.ଏନ୍‌.ଏ.)- ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଗାଙ୍ଗପୁର ଥାନା ନିମିନା ଗ୍ରାମ ନିକଟରେ ସୋମବାର ରାତିରେ ଏକ ଡାଲା ଅଟୋ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାରୁ...

ପଟ୍‌ଲାଇନ ପୂଜା କମିଟି ମେଢ଼: ଆକର୍ଷଣୀୟ ସାଜସଜ୍ଜାକୁ ଗୁରୁତ୍ୱ

ବଅଁରପାଳ, ୧୪।୯ (ଡି.ଏନ୍‌.ଏ) – ଦିନ କେଇଟା ପରେ ନାଲ୍‌କୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା। ଏଥିପାଇଁ ସମଗ୍ର ନାଲକୋ ନଗର ଏବେଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ...

Advertisement
Archives

Model This Week