ସମ୍ବଲପୁର,୨୬।୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଦନ୍ତିରି ଗ୍ରାମର ଜଣେ ବ୍ୟକ୍ତିଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଶ ଡୁଙ୍ଗଡୁଙ୍ଗ(୫୦)। ନୂଆଶ ବିଲକୁ ଧାନ କାଟିଯାଇଥିବା ସମୟରେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା। ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବରପାଇ ବନ ବିଭାଗ ଓ ଯୁଯୁମୁରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
Posted inHome Left, ଆମ ଜିଲା ଖବର, ସମ୍ବଲପୁର View All
ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ
ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…
ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍ଅପ୍! ଖୁବ୍ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା
ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍ଅପ୍ ହୋଇଯାଇଛି। ଉଭୟ ଖୁବ୍ଶୀଘ୍ର ବିବାହ କରିବେ ବୋଲି…
ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା
ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…
ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ
ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…
ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ
ପ୍ର- ଅର୍ଗାନିକ୍ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…
ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ
ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
Archives

