ସମ୍ବଲପୁର,୨୬।୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଦନ୍ତିରି ଗ୍ରାମର ଜଣେ ବ୍ୟକ୍ତିଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଶ ଡୁଙ୍ଗଡୁଙ୍ଗ(୫୦)। ନୂଆଶ ବିଲକୁ ଧାନ କାଟିଯାଇଥିବା ସମୟରେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା। ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବରପାଇ ବନ ବିଭାଗ ଓ ଯୁଯୁମୁରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
Posted inଆମ ଜିଲା ଖବର, ସମ୍ବଲପୁର View All

ବିରଜା ରିଂରୋଡ୍ବାସୀ ବାଲି, ଧୂଳିରେ ନୟାନ୍ତ
ଯାଜପୁର ଟାଉନ,୨ା୨(ଡି.ଏନ.ଏ.): ଯାଜପୁର ସହର ଏକ ପୁରାତନ ସହର। ଏହି ସହରକୁ ଟ୍ରାଫିକ୍ ମୁକ୍ତ କରିବା ପାଇଁ ବିରଜା ରିଂରୋଡ ନିର୍ମାଣ କରାଯାଇଛି। ଯାଜପୁରର ମୁଖ୍ୟ...

ଡାଙ୍ଗମାଳରେ ପର୍ଯ୍ୟଟକଙ୍କୁ ମିଳିବ ନୌବିହାର ସୁବିଧା
ରାଜନଗର,୬ା୮(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକାକୁ ପରିଭ୍ରମଣରେ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଚଳିତବର୍ଷ ରାଜନଗର ବନ ବିଭାଗ ପକ୍ଷରୁ ନୌବିହାର ନିମିତ୍ତ ସ୍ବତନ୍ତ୍ର ସୁବିଧା...

ସରକାରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି
ବାରିପଦା ଅଫିସ,୧୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ବଡ଼ବଜାରସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟରେ ସୋମବାର ଛାତ୍ରୀ ଅଶାନ୍ତି ଦେଖା ଦେଇଛି। ମହାବିଦ୍ୟାଳୟରେ ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମ...
ପୋଲିସ ଏସ୍ଆଇଙ୍କ ବିରୋଧରେ ବଳାତ୍କାର ମାମଲା
ପଦ୍ମପୁର,୧୮ା୫(ଡି.ଏନ.ଏ): ବରଗଡ଼ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ ସବ୍ଇନ୍ସପେକ୍ଟର(ଏସ୍ଆଇ)ଙ୍କ ବିରୋଧରେ ପଦ୍ମପୁର ଥାନାରେ ବଳାତ୍କାର ଅଭିଯୋଗ ହୋଇଛି। ସେ ହେଲେ ଅତାବିରା ଥାନାରେ କାର୍ଯ୍ୟରତ ଏସ୍ଆଇ...

ପୌରାଧ୍ୟକ୍ଷଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ
ସୁନାବେଡ଼ା/ସେମିଳିଗୁଡା, ୧୫।୧(ସ୍ବ.ପ୍ର.): ସୁନାବେଡା ପୌରାଧ୍ୟକ୍ଷ ଡ. ରାଜେନ୍ଦ୍ର କୁମାର ପାତ୍ରଙ୍କ ବିରୋଧରେ ଶନିବାର ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୁନାବେଡ଼ା ଥାନା ଅଧୀନ ସେମିଳିଗୁଡା...

ବାଇକ୍ରେ ୧୦ କି.ମି. ବୋହିଲେ ମା’ଙ୍କ ମୃତଦେହ
ଭବାନୀପାଟଣା,୧୯।୧୧(ସ୍ବ.ପ୍ର.): କଳାହାଣ୍ଡିରେ ପୁଣି ମୃତଦେହକୁ ଅସମ୍ମାନ ଦେବା ଘଟଣା ଦୃଷ୍ଟିକୁ ଆସିଛି। ମା’ଙ୍କ ମୃତଦେହକୁ ବାଇକ୍ରେ ୧୦ କି.ମି. ବୋହିଛନ୍ତି ପୁଅ। ଏଭଳି ଅଭବାନୀୟ ଘଟଣା...

ମୋରମ ଖୋଳିବା ବେଳେ ଦୁର୍ଘଟଣା, ଅତଡ଼ା ଧସି ମହିଳା ମୃତ
ରାୟଗଡ଼ା ଅଫିସ, ୧୪।୧୦: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଦୁଲୁଣିଗୁଡ଼ାରେ ମୋରମ ଖୋଳିବାବେଳେ ଦୁର୍ଘଟଣା ଘଟିଛି। ଅତଡ଼ା ଧସି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ...

ପୋଡି ହୋଇ ଯୁବତୀଙ୍କ ଜୀବନ ଗଲା
ତିହିଡି,୫।୪(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡି ଥାନା ବାରସର ପଞ୍ଚାୟତ ଅଧୀନ ମୁଟୁରିଗଡ ଗ୍ରାମରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ତ ଘଟି ଭାବଗ୍ରାହୀ ରାଉତଙ୍କର ୩ବଖରା ଘର ଜଳିଯାଇଛି।...