ହାତୀ ଆକ୍ରମଣରେ ମହିଳାଙ୍କ ଜୀବନ ଗଲା, ପ୍ରତିବାଦରେ ରାସ୍ତା ଅବରୋଧ

ବଇଣ୍ଡା,୧।୮(ଡି.ଏନ୍‌.ଏ.) : ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ପ୍ରତାପପୁର ଗ୍ରାମରେ ହାତୀ ଆକ୍ରମଣରେ ମଞ୍ଜୁଲତା ସାହୁ(୫୫)ଙ୍କ ଜୀବନ ଯାଇଛି। ଏହାର ପ୍ରତିବାଦ ଏବଂ କ୍ଷତିପୂରଣ ଦାବି କରି ଗ୍ରାମବାସୀ ୫୫ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଖବର ଲେଖାହେଲାବେଳକୁ କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri