ହାତୀ ଆକ୍ରମଣରେ ୨ ମୃତକ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା

ବଡ଼ଗାଁ,୨୬ା୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ହାତୀ ଉପଦ୍ରବ ପ୍ରତିବର୍ଷ ଦେଖିବାକୁ ମିଳିଥାଏ। ଏଥିଯୋଗୁ ବହୁ ଧନ, ଜୀବନ ହାନି ହୋଇଥାଏ। ଗତବର୍ଷ ହାତୀ ଆକ୍ରମଣରେ ମୃତ ଫରେଷ୍ଟ ରେଞ୍ଜ ଅଧୀନ ଶିଆଳଜୋର ଗାଁର ଗୋବିନ୍ଦ ସାଙ୍କ ସ୍ତ୍ରୀ ଅନିତା ଓ ଟାଙ୍ଗରାବାହାଲ ଗାଁର କିଶୋର ପ୍ରଧାନଙ୍କ ସ୍ତ୍ରୀ ବୀଣାଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଦିଆଯାଇଛି। ରେଞ୍ଜର ରୁନେନ୍ଦ୍ର କୁମାର ସ୍ବାଇଁ ଉଭୟଙ୍କୁ ଚେକ୍‌ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନରେ ଭୋଟ ଦେବାକୁ ମନା କରୁଛନ୍ତି ଗ୍ରାମବାସୀ

ପଟ୍ଟାଙ୍ଗୀ,୧୨ା୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ତଥା ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତର ଫଗୁଣସିନେରି ଗ୍ରାମବାସୀ ଆନ୍ଧ୍ର ସହ ଅଛୁ ଓ ରହିବୁ...

ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗରେ ଦୁର୍ନୀତି

ଡେରାବିଶ, ୨୭।୭ (ସ୍ବ.ପ୍ର.): କୋମଳମତି ଶିଶୁଙ୍କ ଶାରୀରିକ, ମାନସିକ ଅଭିବୃଦ୍ଧି ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ ହେବାରେ ଲାଗିଛି। ରାଜ୍ୟ ସମନ୍ବିତ ମହିଳା...

୯ କାଉନସିଲର ପ୍ରାର୍ଥୀପତ୍ର ନାକଚ

ଧାମନଗର,୧୦ା୩: ନୂଆ କରି ଗଠିତ ଧାମନଗର ଏନ୍‌ଏସି ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ଅଧ୍ୟକ୍ଷ ପଦ ପାଇଁ କୌଣସି ନାମାଙ୍କନ...

ବଡ଼ପୁଟରେ କଙ୍ଗାରୁ କୋର୍ଟ

ନୟାଗଡ଼ ଅଫିସ,୧୦।୬: ନୟାଗଡ଼ ଜିଲା ଶରଣକୂଳ ଥାନା ବଡ଼ପୁଟ ଗାଁରେ ବ୍ୟକ୍ତିଗତ ଜମିରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ...

ବରଗଡ଼ରେ ୯୨ ନୂଆ ପଜିଟିଭ୍‌, ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ

ବରଗଡ଼ ଅଫିସ,୧୧ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଜିଲାରେ ପୁଣି ୯୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ...

ଶପଥ ନେଲେ ସରପଞ୍ଚ: ‘ନିଜେ ବାହାରୁ ଆସିଥିବା ଶ୍ରମିକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବୁ’

ଶେରଗଡ଼, ୨୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଭିଡିଓ କନଫେରନ୍ସି ହଲ୍‌ରେ ଶେରଗଡ଼ ବ୍ଲକର ସମସ୍ତ ସରପଞ୍ଚମାନେ ଏକ ଶପଥ ନେଇଛନ୍ତି। ସରପଞ୍ଚ ଭାବେ...

‘ପ୍ରତ୍ୟେକ ବ୍ୟକ୍ତି ଚାରାରୋପଣ କରିବା ଦରକାର’

ବାରିପଦା ଅଫିସ, ୧୫ା୨- ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ (ଜଳବାୟୁ ପରିବର୍ତ୍ତନ ସେଲ) ପକ୍ଷରୁ ଜଳବାୟୁ ପରିବତ୍ତର୍ର୍ନ ସମ୍ପର୍କିତ ଆଞ୍ଚଳିକସ୍ତରୀୟ ଦୁଇ ଦିନିଆ...

କିନ୍ନରଙ୍କୁ କଲେ ଜୀବନସାଥୀ

ଅନୁଗୋଳ ଅଫିସ,୨୩ା୧୨: ୫ ବର୍ଷ ତଳୁ ଭଲ ପାଉଥିବା କିନ୍ନରଙ୍କୁ ମଙ୍ଗଳବାର ଜୀବନସାଥୀ କରିଛନ୍ତି ଜଣେ ଯୁବକ। ଏହି ଚର୍ଚ୍ଚିତ ବିବାହ ହୋଇଛି ଅନୁଗୋଳ ସହରସ୍ଥିତ...

Advertisement
Archives

Model This Week