ହାତୀ ଉପଦ୍ରବ: ଅଭିଯୋଗ ଶୁଣୁନି ବନ ବିଭାଗ

ପଡ଼ିଆବାହାଲ,୧୮।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଦେଦାରନୂଆପାଲି ଅଞ୍ଚଳରେ ସାତଘରିଆ ହାତୀପଲ ୪ ଦିନ ହେଲା ଘୁରିବୁଲି ବ୍ୟାପକ ଧାନ ଚାଷ ନଷ୍ଟ କରୁଛନ୍ତି। ଗୁରୁବାର ସାତଘର ଥିଲାବେଳେ ଆଜି ଦୁଇ ଘର ସନ୍ଧ୍ୟା ସୁଦ୍ଧା କ୍ଷେତରେ ପହଞ୍ଚିଛନ୍ତି। ସ୍ଥାନୀୟ ଲୋକେ ହାତୀ ଘଉଡ଼ାଇ ପାରୁ ନ ଥିଲା ବେଳେ ବନ ବିଭାଗକୁ ଖବର ଦେଇ ମଧ୍ୟ କିଛି ସୁଫଳ ପାଉ ନଥିବା ଚାଷୀ କହିଛନ୍ତି। ଏହା ସହ ଫଟୋ ସହ ନିର୍ଦ୍ଧାରିତ ଫର୍ମରେ ଦରଖାସ୍ତ ଦେଲେ କ୍ଷତି ପୂରଣ ପାଇଁ ପଠାଇବେ ବୋଲି ବନ ବିଭାଗ କହୁଥିବା ସେମାନେ କହିଛନ୍ତି। ହାତୀପଲ ଦଳି ଚକଟି  କରୁଥିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

ନିର୍ବାଚନୀ ଫଳାଫଳ ମଧ୍ୟରେ ମମତାଙ୍କ ପାଇଁ ଆସିଲା ଖୁସିଖବର: ଜାଣିଲେ ଖୁସିରେ ନାବିବେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ସଦ୍ୟତମ ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଧିକାଂଶ ଏକଜିଟ ପୋଲ ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାର ପୂର୍ବାନୁମାନ…

ନିର୍ବାଚନ ଫଳାଫଳ ପୂର୍ବରୁ ମମତାଙ୍କୁ ଟ୍ରିପଲ ଝଟକା! TMC ପାଇଁ ଆସୁଛି…

କୋଲକାତା,୧।୫: ୨୦୨୬ ବଙ୍ଗଳା ନିର୍ବାଚନ ଫଳାଫଳ ପୂର୍ବରୁ ତୀବ୍ର ରାଜନୈତିକ କାର୍ଯ୍ୟକଳାପ ଚାଲିଛି। ଦିନ ହେଉ କି ରାତି, ସମଗ୍ର ବଙ୍ଗଳାରେ ଉତ୍ତେଜନାର ପରିସ୍ଥିତି ସୃଷ୍ଟି ହୋଇଛି।…

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪…

ଶ୍ରମିକ ଦିବସରେ ପୁରୁଣା କଥାକୁ ମନେ ପକାଇଲେ ଶେଖ ହସିନା, କହିଲେ ଆମେ ଦେଢ ଦଶକରେ ଯାହା କରିଥିଲୁ, ୟୁନୁସ ସରକାର…

ଢାକା,୧।୫: ଶୁକ୍ରବାର ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ, ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ତାଙ୍କ ଦେଶର ବର୍ତ୍ତମାନର ପରିସ୍ଥିତିକୁ ଚିନ୍ତାଜନକ ବୋଲି ବର୍ଣ୍ଣନା କରିଥିଲେ। ହସିନା…

Nobel Peace Prize: ଟ୍ରମ୍ପଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର? ୨୮୭ ଜଣଙ୍କ ନାମ ସର୍ଟଲିଷ୍ଟ କରୁଛି କମିଟି

ଓସଲୋ,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ପ୍ରକୃତରେ, ୨୦୨୬ ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ ମନୋନୀତ ହୋଇପାରନ୍ତି।…

୪ ଦୁର୍ଗମ ଗ୍ରାମର ୫୯ ଜଣଙ୍କୁ ମିଳିବ ଜନ୍ମ ପ୍ରମାଣପତ୍ର

ଗୁଡାରି , ୧।୫ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡାରି ତହସିଲଦାର ଏ. ସ୍ନେହଲତାଙ୍କ ନେତୃତ୍ୱରେ କାର୍ଯ୍ୟାଳୟର ଏକ ଟିମ୍‌ ବ୍ଲକର ଦୁର୍ଗମ ଅଞ୍ଚଳ…

୪ ସାଙ୍ଗ ମିଶି ଦୁଇ ବାଇକ୍‌ରେ ଯାଉଥିଲେ, ବାଟରେ ଛକିଥିଲା ଯମ, ଚାଲିଗଲା ୨ ଜୀବନ

ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର-ସୋରଡ଼ା ମୁଖ୍ୟ ରାସ୍ତାର କାଳିଆଗୁଡ଼ା ନିକଟରେ ଗୁରୁବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବାଇକ୍‌ରେ ଯାଉଥିବା ଦୁଇଜଣ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri