ରାଇନାଳୀ ଗ୍ରାମରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

ବଇଣ୍ଡା,୧୫।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ରାଇନାଳୀ ଗ୍ରାମରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ନିକଟସ୍ଥ ଜଙ୍ଗଲରୁ ହାତୀମାନେ ଗ୍ରାମାଭିମୁଖୀ ହୋଇ ଧାନ, ପନିପରିବା ଫସଲ ନଷ୍ଟ କରୁଛନ୍ତି। ଏଥିଯୋଗୁ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ବନବିଭାଗ ପକ୍ଷରୁ ହାତୀକୁ ଘଉଡ଼ାଯାଉ ନ ଥିବା ଯୋଗୁ ଗ୍ରାମବାସୀ ନିଆଁ ହୁଳା ଧରି ରାତ୍ରି ଉଜାଗର ରହୁଛନ୍ତି। ତୁରନ୍ତ ଏଥିପ୍ରତି ବନବିଭାଗ ପଦକ୍ଷେପ ନେଇ କ୍ଷତିପୂରଣ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ବଡ଼ ରାୟ: ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…

କଟକ,୨।୨: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ବିବାହ ବିଚ୍ଛେଦ ଅଥବା ଛାଡପତ୍ର ହୋଇ ସାରିଥିବା ନିର୍ଭରଶୀଳ ଝିଅଙ୍କୁ ପରିବାର ପେନସନ ମିଳିବ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ…

ବଡ଼ ଧରଣର ଚଢାଉ: ଧରାପଡ଼ିଲେ ଦୁର୍ଦ୍ଦାନ୍ତ ଗୋ ମାଫିଆ

ରାଉରକେଲା,୨।୨: ରାଉରକେଲା ପୋଲିସ ସୋମବାର ବିଶ୍ରା ଥାନା ଗୁଡଗୁଡ ଜୋର ଅଞ୍ଚଳରେ ଏକ ବଡ଼ ଧରଣର ଚଢାଉ କରିଛି। ପୋଲିସ ଏକ ଗୋମାଫିଆଙ୍କ ଭଡା ଘରେ ଚଢାଉ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ରାୟଗଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜିଲାର ଯୁବତୀ-ଯୁବକଙ୍କୁ ୮୦% ନିଯୁକ୍ତି..

ରାୟଗଡ଼ା,୨ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ଦିନିକିଆ ଗସ୍ତରେ ଆସି ସୁଭଦ୍ରା ଶକ୍ତି ମେଳା ଉଦଘାଟନ…

ଆସନ୍ତାକାଲି ଏହି ଜିଲାରେ ସବୁ ସ୍କୁଲ୍‌ ଛୁଟି, ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ…

ଯାଜପୁର,୨ା୨: ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ରାତ୍ରିଯାପନ କରିବେ । ରାଷ୍ଟ୍ରପତି ଆସୁଥିବାରୁ କମିଶନରେଟ ପୋଲିସ…

ଦୁର୍ଘଟଣା ମୁହାଁ କେଲୁଅ ନଦୀବନ୍ଧ: ନିର୍ବାଚନ ପରେ ସଠିକ୍‌ ଢଙ୍ଗରେ ହେଉନି ପୂର୍ତ୍ତ ବିଭାଗ କାମ

ଧର୍ମଶାଳା,୨।୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କାଏମା ବ୍ରିଜ ଠାରୁ ମିର୍ଜାପୁର ନଦୀବନ୍ଧ ରାସ୍ତାର ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଏ ନେଇ ପ୍ରତ୍ୟେକ…

ଟ୍ରେନ୍‌ରେ ହଠାତ୍ ଲାଗିଲା ନିଆଁ, ତୁରେକେଲା ରୋଡ୍ ଷ୍ଟେସନରେ…

ବଲାଙ୍ଗୀର,୨।୨(ସୁନିଲ କୁମାର ମହାନ୍ତି/ଗୁରୁଦ୍ୱାଲ ହିଂସ): କଣ୍ଟାବାଞ୍ଜି ଷ୍ଟେସନରୁ ରାୟପୁର ବିଶାଖପାଟଣା ଦେଇ ଯାଉଥିବା ଏକ ମାଲବାହୀ ଟ୍ରେନରେ ନିଆଁ । ତୁରେକେଲା ରେଳ ଷ୍ଟେସନରେ ସୋମବାର ଏକ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ

ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri