ହାତୀ ମୃତଦେହ ଠାବ

ହିନ୍ଦୋଳ, ୧୫।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡ ସାତମାଇଲ ନିକଟସ୍ଥ ଗୁରିଲୋ କାଜୁ ପଡିଆରେ ବୁଧବାର ଏକ ଦନ୍ତାହାତୀର ମୃତଦେହ ଦେଖିବାକୁ ମିଳିଛି। ହାତୀଟିର ବୟସ ପ୍ରାୟ ୧୪ ବର୍ଷ ହୋଇଥିବା ଅନୁମାନ କରାଯାଉଛି। ଶିକାରୀମାନଙ୍କ ଦ୍ୱାରା ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ସ୍ଥାନୀୟ ଲୋକେ ଏ ନେଇ ବିଭାଗକୁ ଖବର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନରେ ସେବା ଭରିଦେଲା ପ୍ରେମ

ପୁରୀ ଅଫିସ,୧୪।୨: ଦରିଆ ସେପାରିର ପ୍ରେମ। ଏହି ପ୍ରେମ ଭିତରେ ମାଇଲ ମାଇଲର ଦୂରତା। ଭାଷା, ଚାଲିଚଳଣି ଓ ପରମ୍ପରା ଦୃଷ୍ଟିକୋଣରୁ ଉଭୟ ଏକଦମ୍‌ ଭିନ୍ନ।...

ଜବରଦଖଲ ଉଚ୍ଛେଦରେ ପୋତି ହୋଇଗଲା ଡ୍ରେନ, ଘରେ ପଶିଲା ପାଣି

ବଲାଙ୍ଗୀର ଅଫିସ, ୬ା୮:  ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାକଡର ସରକାରୀ ଜମିକୁ ଜବରଦଖଲ ମୁକ୍ତ କରାଯାଇଥିଲା। ଜେସିବି ମେଶିନ୍‌ ଲଗାଇ...

ରେଢ଼ାଖୋଲରେ ଆଉ ଏକ ଦନ୍ତାହାତୀ ମୃତ

ରେଢ଼ାଖୋଲ,୨୮ା୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ବଡ଼ବାହାଳ ରେଞ୍ଜ ଅଧୀନ କର୍ଡାପାଳ ଗ୍ରାମ ନିକଟ ଲାଙ୍ଗରତୈଳା ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଶନିବାର ସକାଳେ...

ମହୁଲଡ଼ିହା ଥାନା ଏଏସ୍‌ଆଇ ନିଲମ୍ବିତ

ଠାକୁରମୁଣ୍ଡା,୨୧ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳରେ ଅଣ୍ଟା ବ୍ୟଥା ହେଉଥିବା ରୋଗୀଙ୍କୁ ଜଣେ କ୍ୱାକ୍‌ ପ୍ରାଣୀ ଇଞ୍ଜେକ୍ସନ ଦେବା ଘଟଣା ଭିନ୍ନମୋଡ଼ ନେଇଛି। କାର୍ଯ୍ୟରେ...

ସ୍କୁଲରେ ରହିଲା ନାହିଁ ସମାଜିକ ଦୂରତା – ମାଗଣା ବହି ପାଇଁ ପ୍ରବଳ ଭିଡ଼

ସମ୍ବଲପୁର,୨୭ା୪ (ବ୍ୟୁରୋ)-ରବିବାର ସମ୍ବଲପୁର ମହାନଗର ନିଗମ ଅଧୀନ ବୀର ସୁରେନ୍ଦ୍ର ସାଏ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ...

ଲକ୍‌ଡାଉନ୍‌ରେ ଦୋକାନ, ଗାଁଠାରୁ ଜରିମାନା ଆଦାୟ

ପଦ୍ମପୁର, ୧୪।୪(ଡି.ଏନ.ଏ.): ଦେଶରେ କରୋନା ମହାମାରୀ ପାଇଁ ଓ ଲକ୍‌ଡାଉନ୍‌ ଜାରି ରହିଛି। ଏଭଳି ସ୍ଥିତିରେ କିଛି ଅସାଧୁ ବ୍ୟବସାୟୀ ଗ୍ରାହକଙ୍କଠାରୁ ଅଧିକ ଦାମ୍‌ରେ ଜିନିଷ...

ସୁଧୁରୁନି ପରିମଳ ବ୍ୟବସ୍ଥା

କଟକ ଅଫିସ,୧୪ା୧୦:କଟକ ସହରର ୫୯ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଳିଆ ଆବର୍ଜନା ପଡ଼ି ରହୁଥିଲେ ମଧ୍ୟ କେହି ଉଠାଇବାକୁ ଆସୁନାହାନ୍ତି। ଆଲୋକୀକରଣ...

ଜରିମାନା ଆଦାୟକୁ ବିରୋଧ: ଦୋକାନ ବନ୍ଦ କଲେ ବ୍ୟବସାୟୀ

ଉଦଳା,୩ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବଜାରରେ ପୋଲିସ୍‌ର ଚେକିଂ ଏବଂ ଜରିମାନା ଆଦାୟକୁ ସ୍ଥାନୀୟ ବଣିକ ସଂଘ ବିରୋଧ କରିଛି। ଏନେଇ ଶନିବାର ପୋଲିସ୍‌ ଏବଂ...

Advertisement
Archives

Model This Week