Posted inରାଜ୍ୟ

ହାତୀ ମୃତ୍ୟୁ ଘଟଣା: ବିଦ୍ୟୁତ୍‌ ତାର ଜବତ, ଶିକାରୀ ଗିରଫ

ଢେଙ୍କାନାଳ ଅଫିସ,୧୭।୬-ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ କଡଲା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗତ ୧୨ରେ ଏକ ଦନ୍ତାହାତୀ ବିଦ୍ୟୁତ ସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିଲା। ଏହି ଘଟଣାରେ ବନବିଭାଗ ସୋମବାର ଉକ୍ତ ଗ୍ରାମର ଶିକାରୀ ବିଶ୍ୱନାଥ ସାମଲ(୫୮)ଙ୍କୁ ଗିରଫ କରିଛି। ତାଙ୍କଠାରୁ ଘଟଣାସ୍ଥଳରେ ବିଛା ଯାଇଥିବା ବିଦ୍ୟୁତ୍‌ ତାର ଓ ଖୁଣ୍ଟ ଜବତ କରାଯାଇଛି। ବନବିଭାଗ କର୍ମଚାରୀମାନେ ବିଶ୍ୱନାଥଙ୍କୁ ଜିଲା ବନଖଣ୍ଡ କାର୍ଯ୍ୟାଳୟକୁ ଆଣି ପଚରାଉଚରା କରିବାପରେ ସେ ବନବିଭାଗ ଅଧିକାରୀଙ୍କ ସମ୍ମୁଖରେ ସମସ୍ତ ଘଟଣା ସ୍ବୀକାର କରିଥିବା ସହକାରୀ ବନ ସଂରକ୍ଷକ ଜିତେନ୍ଦ୍ରନାଥ ଦାସ ସୂଚନା ଦେଇଛନ୍ତି। ବାର୍‌ହା ଶିକାର ପାଇଁ ବିଦ୍ୟୁତ୍‌ ତାର ଚାର୍ଜ କରି ବିଛାଯାଇଥିବାବେଳେ ଏକ ଦନ୍ତା ହାତୀ ସେହି ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଗିରଫ ହେଲେ କଲେଜ ଅଧ୍ୟକ୍ଷ

ହାଟଡିହୀ,୧୧l୧(ଡି.ଏନ.ଏ.): ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ବଉଳା କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଶିବ ଚରଣ ଖମୁରାଇଙ୍କୁ ମଙ୍ଗଳବାର...

ମାର୍କେଟ ବିଲ୍ଡିଂ ବନ୍ଦ କଲା ବ୍ୟବସାୟୀ ସଂଘ

ଭୁବନେଶ୍ୱର, ୫।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଉଠା ଦୋକାନୀଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି। ଏମାନଙ୍କ ପାଇଁ ମାର୍କେଟ ପରିସରରେ ଅନେକ ସମୟରେ ଆଇନଶୃଙ୍ଖଳା ପରିସ୍ଥିତି...

ପାହାଡ଼ ଭିତରେ ପ୍ରାଚୀନ ଗୁମ୍ପା ଠାବ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଓଡ଼ିଶାରେ ଏବେ ବି ବହୁ ଐତିହାସିକ କୀର୍ତ୍ତିରାଜ ଲୁକ୍କାୟିତ ହୋଇ ରହିଛି। ସେଗୁଡ଼ିକୁ ଖୋଜିବା ସହ ଲୋକଲୋଚନ ତଥା ସରକାରଙ୍କ ଦୃଷ୍ଟିକୁ ଆଣିବା ପାଇଁ...

ବଢୁଛି ଓମିକ୍ରନ: ଆଜି ୩୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଶନିବାର ରାଜ୍ୟରୁ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...

ତେଲିଙ୍ଗିରି ପ୍ରକଳ୍ପ: କାର୍ଯ୍ୟକ୍ଷମ ସତ୍ତ୍ୱେ ଚାଷଜମିକୁ ମାଡୁନି ଜଳ

ଜୟପୁର,୧ା୧୦(ନି.ପ୍ର.): ତେଲିଙ୍ଗିରି ପ୍ରକଳ୍ପ ହେବ ଆଉ ହଜାର ହଜାର ହେକ୍ଟର ଚାଷଜମିକୁ ପାଣି ମାଡ଼ିବ। ଫସଲ ଦୁଇଗୁଣା ହେବ। ଚାଷୀଙ୍କ ମୁହଁରେ ହସ ଫୁଟିବ। ଏହି...

ରାଜଧାନୀରେ ଯୋଜନାବଦ୍ଧ ଜବରଦଖଲ: ଗଳାବାଟ ଦେଖାଉଛନ୍ତି ଅଧିକାରୀ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଦିନ ଆସିବ ଭୁବନେଶ୍ୱରର ସରକାରୀ ଜମି ଆଉ ସରକାରଙ୍କ ହାତରେ ନ ଥିବ। ସରକାରଙ୍କ ନାଁରେ ରେକର୍ଡ ଥିବ, ହେଲେ ଉପଭୋଗ କରୁଥିବେ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର,୨।୭: ଭୁବନେଶ୍ୱର ସାମପୁର ଓ୍ବାର୍ଡ ନମ୍ବର-୨୩ ସ୍ଥିତ ଜିମଖାନା ପାମ୍‌ ହାଇଟ୍‌ ଆପାର୍ଟମେଣ୍ଟର ବ୍ଲକ ‘ଇ’କୁ ସିଲ କରିଛି ବିଏମ୍‌ସି। ଉକ୍ତ ବ୍ଳକରୁ ଏକାଧିକ କୋଭିଡ୍‌...

Advertisement
Archives

Model This Week