ହାତୀ ଶାବକର ମୃତଦେହ ଉଦ୍ଧାର

ଦେବଗଡ଼,୨୬।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଅଧୀନ ବରଡ଼ାନାଳି ଗ୍ରାମରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀ ଶାବକର ଆନୁମାନିକ ବୟସ ପ୍ରାୟ ୩ ବର୍ଷ ହେବ। ଶାବକଟିର ମୃତ୍ୟୁ କିପରି ଘଟିଛି ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଶରୀରରେ କୌଣସି କ୍ଷତ ଚିହ୍ନ ମଧ୍ୟ ମିଳିନାହିଁ। ଏଣୁ କୌଣସି ବୟସ୍କ ହାତୀର ଆକ୍ରମଣରେ ଉକ୍ତ ଶାବକଟିର ମୃତ୍ୟୁ ଘଟିଥିବା ବନ ବିଭାଗ ଅନୁମାନ କରୁଛି।
ଖବର ମୁତାବକ, ଆଜି ସକାଳେ ବରଡ଼ାନାଳି ଗ୍ରାମର ଫକୀର ଗଡ଼ନାୟକଙ୍କ ଗୁହାଳ ଘର ପଛପଟେ ଏକ ହାତୀ ଶାବକର ମୃତଦେହ ଦେଖିବାକୁ ପାଇ ଗ୍ରାମବାସୀ ପଳସମା ସେକ୍ସନର ଫରେଷ୍ଟର ଓ ରିଆମାଳ ରେଞ୍ଜ ଅଫିସରଙ୍କୁ ଖବର ଦେଇଥିଲେ। ଖବର ପାଇ ରେଞ୍ଜ ଅଫିସର ଭବାନୀ ଶଙ୍କର ଦାଶ ଓ ପଳସମା ଫରେଷ୍ଟର ଘଟଣାସ୍ଥଳରେ ପହଞ୍ଚି ମୃତ ହାତୀ ଶାବକଟିକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣାଧୀନ କୋଠାରୁ ମିଳିଲା ଝୁଲନ୍ତା ମୃତଦେହ

ଭଦ୍ରକ ଅଫିସ, ୨୨।୯- ଭଦ୍ରକ ଜିଲା ବନ୍ତ ଛକ ନିକଟ ଏକ ନିର୍ମାଣାଧୀନ କୋଠାର ୩ ମହଲାରୁ ରବିବାର ଅପରାହ୍ନରେ ଜଣେ ଅଚିହ୍ନା ଯୁବକଙ୍କ ଝୁଲନ୍ତା...

ଟ୍ରେନ୍‌ ଧକ୍କାରେ ଜଣକ ଜୀବନ ଗଲା

ଛତ୍ରପୁର,୭ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଛତ୍ରପୁର ଥାନା ବ୍ରାହ୍ମଣିଆପଲ୍ଲୀ ରେଳ ଫାଟକ ନିକଟରେ ଟ୍ରେନ ଧକ୍କାରେ ଗୁରୁବାର ଜଣେ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଛି। ମୃତକ ଜଣକ...

ସଡ଼କ ଦୁର୍ଘଟଣାରେ ବୃଦ୍ଧଙ୍କ ଜୀବନ ଗଲା

ପାଟଣା,୯।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଚାକୁଣ୍ଡାପାଳ ପଞ୍ଚାୟତ ସରଧାପୁର ବାୟା ମୁଣ୍ଡା ସାହିର ପାଣୁ ନାଏକ (୭୩) ନାମକ ଜଣେ ବୃଦ୍ଧଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ...

ସ୍ବାସ୍ଥ୍ୟସେବା ବନ୍ଦ ପ୍ରତିବାଦରେ ତହସିଲ ଅଫିସ ଘେରାଉ

ଜଳେଶ୍ୱର, ୨୦।୮-ବାଲେଶ୍ୱର ଜିଲା ଜଳେଶ୍ୱର ଜିକେଭଟ୍ଟର ହସ୍‌ପିଟାଲରେ ଗତ ୧୫ତାରିଖଠାରୁ ଅଦ୍ୟାବଧି ସ୍ବାସ୍ଥ୍ୟସେବା ବନ୍ଦ ପ୍ରତିବାଦରେ ସୋମବାର ପୂର୍ବାହ୍ନ ୧୦ଟାରୁ ଶତାଧିକ ଜନସାଧାରଣ ଜଳେଶ୍ୱର ତହସିଲ...

ସାହସିକତା ପୁରସ୍କାର ପାଇଁ ୨ ଛାତ୍ରଙ୍କ ନାମ ସୁପାରିଶ

ଯାଜପୁର ଟାଉନ,୮।୯(ଡି.ଏନ.ଏ.)- କୋରେଇ ବ୍ଲକ ସାଦକପୁର ପ୍ରାଥମିକ ବିଦ୍ୟାଳୟର ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ଗଣେଶ ପୂଜାଦିନ ପୋଖରୀରେ ବୁଡ଼ି ଯାଉଥିବାବେଳେ ୨ଜଣ ୮ମ ଣ୍ରେଣୀ...

ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା

ଖଇରା, ୧୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲର ବିଜ୍ଞାନ ଶିକ୍ଷକଙ୍କୁ ବଦଳି ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ବିରୋଧ...

ଦାଦନ ଖଟିବାକୁ ଯାଇ ପୁଅ ନିଖୋଜ, ଫେରିବା ବାଟକୁ ଚାହିଁ ବସିଛନ୍ତି ମା’ବାପା

ଖପା୍ରଖୋଲ,୧୧।୧୧(ଡି.ଏନ୍‌.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଗାଁର ରଞ୍ଜିତ ଭୁଏଙ୍କ ପୁଅ ଯୁଗେନ୍ଦ୍ର ଭୁଏ(୨୧)। ଦେଢବର୍ଷ ତଳେ ଚେନ୍ନାଇକୁ ଦାଦନ...

ଜିଲା କଂଗ୍ରେସ ପକ୍ଷରୁ ଅଗଷ୍ଟ କ୍ରାନ୍ତି ଦିବସ

କେନ୍ଦୁଝର,୯ା୮(ସ୍ବ.ପ୍ର.): ଦେଶର ମହାପୁରୁଷଙ୍କ ତ୍ୟାଗ ଓ ବଳିଦାନ ପାଇଁ ରବିବାର ସ୍ଥାନୀୟ କଂଗ୍ରେସ ଭବନଠାରେ ଜିଲା କଂଗ୍ରେସ କମିଟି ପକ୍ଷରୁ ‘ଅଗଷ୍ଟ କ୍ରାନ୍ତି ଦିବସ’ ପାଳିତ...

Coronavirus Update


Archives

Model This Week

Why Dharitri