ହାତୀ ଶାବକର ମୃତଦେହ ଉଦ୍ଧାର

ଦେବଗଡ଼,୨୬।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଅଧୀନ ବରଡ଼ାନାଳି ଗ୍ରାମରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀ ଶାବକର ଆନୁମାନିକ ବୟସ ପ୍ରାୟ ୩ ବର୍ଷ ହେବ। ଶାବକଟିର ମୃତ୍ୟୁ କିପରି ଘଟିଛି ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଶରୀରରେ କୌଣସି କ୍ଷତ ଚିହ୍ନ ମଧ୍ୟ ମିଳିନାହିଁ। ଏଣୁ କୌଣସି ବୟସ୍କ ହାତୀର ଆକ୍ରମଣରେ ଉକ୍ତ ଶାବକଟିର ମୃତ୍ୟୁ ଘଟିଥିବା ବନ ବିଭାଗ ଅନୁମାନ କରୁଛି।
ଖବର ମୁତାବକ, ଆଜି ସକାଳେ ବରଡ଼ାନାଳି ଗ୍ରାମର ଫକୀର ଗଡ଼ନାୟକଙ୍କ ଗୁହାଳ ଘର ପଛପଟେ ଏକ ହାତୀ ଶାବକର ମୃତଦେହ ଦେଖିବାକୁ ପାଇ ଗ୍ରାମବାସୀ ପଳସମା ସେକ୍ସନର ଫରେଷ୍ଟର ଓ ରିଆମାଳ ରେଞ୍ଜ ଅଫିସରଙ୍କୁ ଖବର ଦେଇଥିଲେ। ଖବର ପାଇ ରେଞ୍ଜ ଅଫିସର ଭବାନୀ ଶଙ୍କର ଦାଶ ଓ ପଳସମା ଫରେଷ୍ଟର ଘଟଣାସ୍ଥଳରେ ପହଞ୍ଚି ମୃତ ହାତୀ ଶାବକଟିକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରୁ ଅପହରଣ, ନୟାଗଡ଼ରେ ହତ୍ୟା

ନୂଆଗାଁ,୧୨।୧୨ (ଡି.ଏନ.ଏ.): କଟକ ସହର ଲାଲବାଗ ଥାନା ଅଧୀନ ମହାନ୍ତିପଡ଼ା ଅଞ୍ଚଳର ଶୈଳେନ୍ଦ୍ରନାଥ ଜେନା ନାମକ ଜଣେ ଯୁବକଙ୍କୁ ଅପହରଣ କରି ନେଇ ନୟାଗଡ଼ ଜିଲା...

ଝରକା ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଅଳଙ୍କାର

ନିରାକାରପୁର,୫।୭(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନିରାକାରପୁର ସାହି ରେ ରହିଥିବା ଜୈନିକ ବୃଦ୍ଧ ଦମ୍ପତି ଙ୍କ ଘରୁ ଦୃବୃର୍ତ୍ତମାନେ ଲକ୍ଷାଧିକ...

ସହପାଠୀ, ସିନିୟରଙ୍କ ଆକ୍ରମଣରେ ଯୁକ୍ତ ଦୁଇ ଛାତ୍ର ଗୁରୁତର

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟରେ ସାମାନ୍ୟ କଥାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟଣାରେ ଜଣେ ଯୁକ୍ତ ୨ ଛାତ୍ର ଗୁରୁତର...

ଲକ୍ଷ୍ମୀସାଗର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ‘ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି’

ଭୁବନେଶ୍ୱର, ୧୭-୧୧(ବ୍ୟୁରୋ) ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି। ଯେତେବେଳେ ସମାଜ ନିଜ ଅଧିକାର ସହ ଦାୟିତ୍ୱ ପ୍ରତି ସଚେତନ ହୁଏ ସେତେବେଳେ ସମାଜ ଆଗକୁ...

ହିଡ୍‌ମାଙ୍କ ସହଯୋଗୀଙ୍କୁ ଏନ୍‌କାଉଣ୍ଟର

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଭଦ୍ରାଦ୍ରି କୋଥାଗୁଡେମ୍‌ ଜିଲାରେ ରବିବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ...

୨ ମୋଟରସାଇକେଲ ଲୁଟ୍‌, ଥାନାରେ ଅଭିଯୋଗ

ବାହାନଗା, ୪ା୧୦(ଡି.ଏନ.ଏ.)-୧୬ ନମ୍ବର ଜାତୀୟ ରାଜପଥ ଉପରୁ ପୃଥକ ସ୍ଥାନରୁ ଦୁଇ ଯୁବକଙ୍କଠାରୁ ୨ ମୋଟରସାଇକେଲ ଲୁଟ୍‌ ହେବା ଘଟଣା ସାଧାରଣରେ ଭୟର ବାତାବରଣ ସୃଷ୍ଟି...

ଭାଜପା ନେତାଙ୍କ ଝୁଲନ୍ତା ମୃତଦେହ ଜବତ

ଜଟଣୀ,୩୦।୩(ଡି.ଏନ୍‌.ଏ.): ଜଟଣୀ ପୌରାଞ୍ଚଳ ୧୪ ନମ୍ବର ୱାର୍ଡରେ ରହୁଥିବା ଜଣେ ଭାଜପା ନେତାଙ୍କ ଝୁଲନ୍ତା ମୃତଦେହକୁ ମଙ୍ଗଳବାର ତାଙ୍କୁ ଘରୁ ଜଟଣୀ ଥାନା ପୋଲିସ ଜବତ...

ଦିଗପହଣ୍ଡିରେ ସ୍ଥିତି ସମୀକ୍ଷା କଲେ ଜିଲାପାଳ: ବିଭିନ୍ନ ପ୍ରକଳ୍ପ ବୁଲିଦେଖିଲେ, ସରକାରୀ ସହାୟତା ନେଇ ପଚାରି ବୁଝିଲେ

ଦିଗପହଣ୍ଡି,୧୮।୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ନିୟମ ନ ମାନିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ଶନିବାର...

Advertisement
Archives

Model This Week