ହାତୀ ଶାବକର ମୃତଦେହ ଠାବ

ସେରଗଡ,୧୭।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଦା ସେକ୍ସନ ଓ ବିଟ୍‌ ପୋରଗେଲ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀ ଶାବକର ମୃତଦେହ ଠାବ କରାଯାଇଛି । ଖବର ପାଇ ନର୍ଲା ବନ ବିଭାଗ, ରେଞ୍ଜର ନୃତରାଜ ମାଝି, କଳାହାଣ୍ଡି ଉତ୍ତରାଖଣ୍ଡ ବନ ବିଭାଗ ଡିଏଫ୍‌ଓ ନିତେଶ କୁମାର, ସିଇଏଫ୍‌ ବଂଶୀଧର ସ୍ବାଇଁ ଓ ଗଜାନନ ଲାଡେ, କମର୍ଦା ବନାଞ୍ଚଳ ଫରେଷ୍ଟର ନବୀନ ମାଝି, ଆଣ୍ଟି ଡିଫରେଶନ ସ୍କ୍ବାଡ୍‌ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ । ସେଠାରେ ମୃତ ଶାବକକୁ ବ୍ୟବଚ୍ଛେଦ କରାଯାଇଥିଲା। ପରେ ସ୍ଥାନୀୟ ସରପଞ୍ଚ, ବନ ସୁରକ୍ଷା କର୍ମକର୍ତ୍ତାଙ୍କ ଉପସ୍ଥିତିରେ ୫ ଫୁଟ୍‌ର ଗାତ ଖୋଳି ପୋତି ଦିଆଯାଇଛି। ହାତୀ ଶାବକ ମୃତାବସ୍ଥାରେ ଜନ୍ମ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଛି ବୋଲି ନର୍ଲା ରେଞ୍ଜର ନୃତରାଜ ମାଝି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ସମ୍ବଲପୁର,୧୪।୨(ବ୍ୟୁରୋ): ସମ୍ବଲପୁରର ଜିଲାର ମୁଖ୍ୟ ଯନ୍ତ୍ରୀ ସୁନିଲ କୁମାର ପଣ୍ଡା ସୋମବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଏହି ଚଢ଼ାଉ...

ଲାଞ୍ଚ ନେଇ ଥାନା ଅଧିକାରୀ ଗିରଫ

ଢେଙ୍କାନାଳ ଅଫିସ,୨୬।୨: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଯୌତୁକ ଜନିତ ନିର୍ଯାତନା ମାମଲାରେ ୩୦୭...

ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ ଅଫିସ,୨୭ା୧୦: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି...

ଏକାଧିକ ଟ୍ରେନ୍‌ ସମ୍ପୂର୍ଣ୍ଣ, ଆଂଶିକ ବାତିଲ

ଭୁବନେଶ୍ୱର,୬।୯ (ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ପାଇଁ ପୂର୍ବତଟ ରେଳପଥର ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। କେତେକ ଟ୍ରେନକୁ ବାତିଲ କରାଯାଇଥିବାବେଳେ ଆଉକିଛି ଆଂଶିକ...

ଶିଷ୍ୟଙ୍କ ସହ ୩ ରଥରେ ବିଗ୍ରହମାନଙ୍କୁ ଦର୍ଶନକଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୩।୬: କଟକଣାଯୁକ୍ତ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ଚଳଚଞ୍ଚଳ ହୋଇଉଠିଛି ବଡ଼ଦାଣ୍ଡ। ସକାଳୁ ସକାଳୁ ଶେଷ ହୋଇଛି ଚତୁର୍ଦ୍ଦା ମୂର୍ତ୍ତିଙ୍କ ପହଣ୍ଡି...

ଜନତା ମୋର ଷ୍ଟାର ପ୍ରଚାରକ: ରାଜେନ୍ଦ୍ର

ଭଦ୍ରକ ଅଫିସ, ୧୮।୧୦:ଧାମନଗର ଉପନିର୍ବାଚନ ପାଇଁ ବିଜେଡି ବିଦ୍ରୋହୀ ତଥା ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା ନିଷ୍ପତ୍ତିରେ...

୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଦୁର୍ବଳ ହୋଇ ଛତିଶଗଡ଼ ଏବଂ ପୂର୍ବ ମଧ୍ୟପ୍ରଦେଶ ଉପରେ ରହିଛି। ଆସନ୍ତା ୧୨...

ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ମହାମାରୀ କରୋନା ଭିତରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମ୍‌ଡେସିଭିର୍‌। ଏ ନେଇ ସ୍ବାସ୍ଥ୍ୟ...

Advertisement
Archives

Model This Week