Posted inଫୁରସତ

ହାତ ନାହିଁ, ପାଦରେ ଲେଖି ପରୀକ୍ଷାରେ ପାସ୍‌ କଲେ ଛାତ୍ର

ଆମେଠି: କୁହାଯାଏ, ଭଗବାନ ଯାହାକୁ ଯେମିତି ସୃଷ୍ଟି କରିଛନ୍ତି, ତାକୁ ସେମିତି ବୁଦ୍ଧି ବିବେକ ମଧ୍ୟ ଦେଇଛନ୍ତି। ଏହି ଉକ୍ତିଟି ଉତ୍ତରପ୍ରଦେଶର ଅମର ବାହାଦୂର ନାମକ ଜଣେ ଛାତ୍ରଙ୍କଠାରେ ଶତ ପ୍ରତିଶତ ପ୍ରମାଣିତ ହୋଇଛି। ଈଶ୍ୱର ତାଙ୍କୁ ହାତ ଦେଇ ନାହାନ୍ତି ସତ ମାତ୍ର ଅମର ତାଙ୍କ ପାଦରେ ପରୀକ୍ଷା ଦେଇ ଭଲ ନମ୍ବର ରଖି ମାଟ୍ରିକ୍‌ ପାସ୍‌ କରିଛନ୍ତି। ପିଲାଟି ଦିନରୁ ତାଙ୍କର ଦୁଇ ହାତ ନାହିଁ। ସେ ଗୋଡ଼ରେ ସବୁ କାମ ଭଲ ଭାବରେ କରିପାରନ୍ତି। ଏପରିକି ୨୦୧୭ରେ ରାମବଳୀ ଇଣ୍ଟର କଲେଜରେ ଅମର ହାଇସ୍କୁଲ ପରୀକ୍ଷା ଦେଇଥିଲେ। ପରୀକ୍ଷାରେ ସେ ଗୋଡ଼ରେ ଲେଖିଥିଲେ। ମାତ୍ର ଯେତେବେଳେ ରେଜଲ୍ଟ ବାହାରିଲା ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। ୫୯ ପ୍ରତିଶତ ନମ୍ବର ରଖି ଅମର ଗଁାର ସମ୍ମାନ ବଢ଼ାଇ ଦେଇଥିଲେ। ଉଚ୍ଚଶିକ୍ଷା ପାଇଁ ତାଙ୍କର ଇଚ୍ଛା ଅଛି। ମାଆ କେବଳା ଦେବୀ ଏବଂ ବାପା ରମଲଖନଙ୍କ ଇଚ୍ଛା ଦିବ୍ୟାଙ୍ଗ ପୁଅକୁ ଉଚ୍ଚଶିକ୍ଷିତ କରିବେ କିନ୍ତୁ ଅର୍ଥ ବାଧକ ସାଜିଛି ବୋଲି କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?