ହାତ ପାହାନ୍ତାରେ ସେବା ଦେବ ସଚେତକ ଆପ୍‌

ଭୁବନେଶ୍ୱର, ୫ା୬(ବ୍ୟୁରୋ)-ବର୍ତ୍ତମାନ ସମୟରେ ବୟୋଜ୍ୟଷ୍ଠ ବ୍ୟକ୍ତିଙ୍କ ଧ୍ୟାନ ନେବା ନିହାତି ଆବଶ୍ୟକ। ଲକ୍‌ଡାଉନ୍‌ ସମୟରେ କିପରି ଘରେ ରହି ସମସ୍ତ ସେବା ହାତ ପାହାନ୍ତାରେ ଉପଲବ୍ଧ କରାଇହେବ, ସେନେଇ ବିଏମ୍‌ସି ପକ୍ଷରୁ ସଚେତକ୍‌ ଆପ୍‌ ଜାରି କରାଯାଇଛି। ଏହି ଆପରେ କୌରଣସି ଏକ ନିର୍ଦ୍ଧିଷ୍ଟ ରୋଗ ଉପରେ ଜନସାଧାରଣ ବିଶେଷଜ୍ଞଙ୍କ ମତାମତ ନେଇପାରିବେ। ଭୁବନେଶ୍ୱରରେ କରୋନାର କ’ଣ ସ୍ଥିତି ରହିଛି ଓ କେଉଁ କେଉଁ ଅଞ୍ଚଳ ପ୍ରଭାବିତ ହୋଇଛି, ସ୍ବାସ୍ଥ୍ୟ ପରୀକ୍ଷା ପରି ବହୁ ସେବାକୁ ଉକ୍ତ ଆପରେ ବିଏମ୍‌ସି ଉପଲବ୍ଧ କରାଇଛି। ସେହିପରି ଆପରେ ଭୁବନେଶ୍ୱର ନାଗରିକମାନେ ସେମାନଙ୍କର ମତାମତ କିମ୍ବା କୌଣସି ସମସ୍ୟା ବିଏମ୍‌ସିକୁ ଜଣାଇପାରିବେ ଓ କିଛି ପରାମର୍ଶ ଦେଇପାରିବେ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ଆପ ବ୍ୟବହାର କରିବାରେ ସମସ୍ତ ନାଗରିକଙ୍କ ତଥ୍ୟକୁ ଗୋପନୀୟ ରଖାଯିବ ବୋଲି ବିଏମ୍‌ସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଳିଆଗଦାରେ ପଡ଼ିଛି ମହାପ୍ରସାଦ

ପୁରୀ ଅଫିସ,୧୩।୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଯେତିକି ପୁଣ୍ୟ ମିଳେ ମହାପ୍ରସାଦ ସେବନରେ ସେତିକି ପୂଣ୍ୟପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଶ୍ରୀମନ୍ଦିର ନିକଟରେ...

ଭୁଜାଲିରେ ହାଣି ଦେଢ଼ ଲକ୍ଷ ଟଙ୍କା ଲୁଟ୍‌: ୨ ଭାଇ ଆହତ

କେନ୍ଦୁଝର,୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳରେ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଦିନ ଦ୍ବିପ୍ରହରରେ ଲୁଟେରାମାନେ ଲୋକଙ୍କୁ ଆକ୍ରମଣ...

ବନ୍ୟଜନ୍ତୁଙ୍କ ଫଟୋ ପ୍ରସାରିତ ପରେ ବଢ଼ିଲା ସୁରକ୍ଷା ଚିନ୍ତା

କେନ୍ଦୁଝର,୧୨।୩(ସ୍ବ.ପ୍ର.): ଅଟେଇ ସଂରକ୍ଷିତ ଜଙ୍ଗଲରେ ୭ଟି ବିଲୁପ୍ତ ପ୍ରାଣୀଙ୍କୁ ମିଶାଇ ୨୧ ପ୍ରକାରର ପ୍ରାଣୀଙ୍କ ଉପସ୍ଥିତିକୁ ନେଇ ବନ ବିଭାଗ ପକ୍ଷରୁ ଟ୍ରାପ୍‌ କ୍ୟାମେରାରେ ରେକର୍ଡ...

ଏବର୍ଷ ହେବନି ନାଗାର୍ଜୁନ ବେଶ

ପୁରୀ ଅଫିସ, ୧୦।୨: ଚଳିତ ବର୍ଷ ମହାପ୍ରଭୁଙ୍କର ଦୁର୍ଲ୍ଲଭ ନାଗାର୍ଜୁନ ବେଶ ହେବ ନାହିଁ। କାରଣ ଚଳିତବର୍ଷର ପଞ୍ଜିକାରେ ଏହା ପଡୁନାହିଁ। ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ...

ପର୍ଯ୍ୟଟନ ମନ୍ତ୍ରୀଙ୍କୁ କ୍ଲିନ୍‌ଚିଟ୍‌ ମିଳିବା ପ୍ରସଙ୍ଗରେ ବର୍ଷିଲା ଭାଜପା: ପ୍ରମାଣ ଥିବା ସତ୍ତ୍ୱେ ଚ୍ୟାଲେଞ୍ଜ କରିବାକୁ ଦିଆଗଲା ନାହିଁ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଦୁଇଜଣ ମହିଳାଙ୍କୁ ସରକାରୀ ଅର୍ଥରେ ସାଙ୍ଗରେ ନେଇଥିବା ଅଭିଯୋଗ ହୋଇଥିଲା। ହେଲେ ଗୁରୁବାର ବିଧାନସଭାରେ...

ସମିତି ସଭ୍ୟ ନିର୍ବାଚନରେ ହାରିଗଲେ ପୂର୍ବତନ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗିରିଧର ପ୍ରସାଦ ପଞ୍ଚାୟତ ସମିତି ସଭ୍ୟ ନିର୍ବାଚନରେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ...

ବିବାଦରୁ ଦୂରେଇ ରହି ସଙ୍ଗଠନ କଥା ବୁଝ

ଭୁବନେଶ୍ୱର,୭ା୬(ବ୍ୟୁରୋ):ରାଜ୍ୟ ମନ୍ତ୍ରିମଣ୍ଡଳର ବିଦା ହୋଇଥିବା ମନ୍ତ୍ରୀମାନେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମନ୍ତ୍ରୀ ପଦ ଯିବା ପରେ ପ୍ରତାପ ଜେନା, ଦିବ୍ୟଶଙ୍କର...

ଗଛ ଲଗାଇ ସଚେତନତା ବାର୍ତ୍ତା

ଭଦ୍ରକ ଅଫିସ, ୨୭।୮- ଗଛବୃଚ୍ଛ ନ ରହିଲେ ପରିବେଶ ଉଜୁଡ଼ି ଯିବ। ୧୯୯୯ ମହାବାତ୍ୟାରେ ବହୁ ସଂଖ୍ୟାରେ ଗଛ ଭାଙ୍ଗି ପଡ଼ିବା ପରେ ବୃକ୍ଷରୋପଣକୁ ନିଜ...

Advertisement
Archives

Model This Week