ହାପି ବାର୍ଥ ଡେ ଭାମିକା, ବର୍ଷକର ହେଲେ ବିରୁଷ୍କାଙ୍କ ଝିଅ

ମୁମ୍ବାଇ,୧୧ ।୧: ବଲିଉଡ୍ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲିଙ୍କ ଝିଅ ଭାମିକା କୋହଲି ବର୍ଷକର ହୋଇଛନ୍ତି । ୧୧ ଜାନୁୟାରୀ ୨୦୨୧ରେ ଜନ୍ମ ନେଇଥିବା ଭାମିକାଙ୍କ ଜନ୍ମଦିନକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି ବିରୁଷ୍କା । ଭାମିକା ବର୍ଷକର ହୋଇଥିଲେ ବି ଏପର୍ଯ୍ୟନ୍ତ ତାଙ୍କର ମୁହଁ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ କେବେ ଶେୟାର କରି ନାହାନ୍ତି କୋହଲି ଦମ୍ପତି । ବେଳେ ବେଳେ ଭାମିକାଙ୍କ ବ୍ୟାକ ସାଇଡ ଫଟୋ ଦେଖିବାକୁ ମିଳିଛି । ଏବେ ଭାମିକାଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ହାପି ବାର୍ଥ ଡେ ଭାମିକା ଟ୍ରେଣ୍ଡ କରୁଛି । ଗୋଟିଏ ପଟେ ଝିଅ ଜନ୍ମଦିନକୁ ନେଇ କୋହଲି ଦମ୍ପତି ଖୁସି ଥିବା ବେଳେ ଅନ୍ୟପଟେ ବିରାଟ ଖେଳିବାକୁ ଯାଉଛନ୍ତି ତାଙ୍କ କ୍ରିକେଟ କ୍ୟାରିୟରର ୯୯ତମ ମ୍ୟାଚ । ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଶେଷ ଟେଷ୍ଟ ମ୍ୟାଚ କେପଟାଉନରେ ଅନୁଷ୍ଠିତ ହେବାକୁ ଯାଉଛି । ଏହା କୋହଲିଙ୍କ କ୍ୟାରିୟରର ୯୯ ତମ ଟେଷ୍ଟ ମ୍ୟାଚ ହୋଇଥିବାରୁ ସେ ଏଥିରେ ନିଶ୍ଚିତ ଭାବେ ଭଲ ପ୍ରଦର୍ଶନ କରିବାକୁ ଚେଷ୍ଟା କରିବେ ବୋଲି ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri