ହାଫିଜ୍‌ଙ୍କୁ ମିଳିଲା ଆଗୁଆ ଜାମିନ

ଲାହୋର,୧୬ା୭: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଜାମାତ୍‌ ଉଦ୍‌ ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍‌ ସଇଦ ଓ ତାଙ୍କର ୩ ସହଯୋଗୀଙ୍କୁ ପାକିସ୍ତାନର ଲାହୋର ଆତଙ୍କ ନିରୋଧୀ ଅଦାଲତ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ବେଆଇନଭାବେ ଏହି ନିଷିଦ୍ଧ ସଙ୍ଗଠନ ମଦ୍ରାସା ଲାଗି ଜମି ବ୍ୟବହାର କରୁଥିବା ଅଭିଯୋଗ ହୋଇଥିଲା। ହାଫିଜ୍‌ଙ୍କ ବ୍ୟତୀତ ତାଙ୍କ ସହଯୋଗୀ ହାଫିଜ ମସୁଦ, ଅମୀର ହମ୍‌ଜା, ମଲିକ ଜାଫର ପ୍ରତ୍ୟେକଙ୍କୁ ୫୦ ହଜାର ଟଙ୍କାର ସିଓରିଟି ବଣ୍ଡ ମାଧ୍ୟମରେ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ମିଳିଛି। ହାଫିଜ୍‌ଙ୍କ ଓକିଲ କୌଣସି ଜମି ବେଆଇନଭାବେ ଗ୍ରହଣ କରାଯାଇ ନ ଥିବା କହି ଜାମିନ ଲାଗି କୋର୍ଟଙ୍କୁ ଅନୁରୋଧ କରିଥିଲେ। ପ୍ରକାଶଥାଉ କି, ଜେୟୁଡିର ୩୦୦ ମଦ୍ରାସା, ସ୍କୁଲ, ହସ୍ପିଟାଲ, ଆମ୍ବୁଲାନ୍ସ ସର୍ଭିସ, ପବ୍ଲିସିଂ ହାଉସ ରହିଛି। ଗତ ମାର୍ଚ୍ଚରେ ପଞ୍ଜାବ ପୋଲିସ ଜେୟୁଡିର ୧୬୦ ମଦ୍ରାସା, ୩୨ ସ୍କୁଲ, ୨ କଲେଜ, ୪ ହସ୍ପିଟାଲ, ୧୭୮ ଆମ୍ବୁଲାନ୍ସ, ୧୫୩ ହସ୍ପିଟାଲକୁ ସିଜ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଆକ୍ରମଣ ପାଇଁ ରୁଷିଆର ଯୋଜନା, ସୀମାରେ ମହାବିନାଶକ ତୋପ ମୁତୟନ…

ମସ୍କୋ, ୧୩।୨ : ରୁଷିଏ ଏବଂ ୟୁକ୍ରେନରେ ଯୁଦ୍ଧ ସଙ୍କଟ ଜାରି ରହିଛି। ଏହି ପରିସ୍ଥିତି ମଧ୍ୟରେ ରୁଷିଆ ଏହାର ମହାବିନାଶକ ଆଣବିକ ତୋପ ୨-ଏସ୍‌-୭...

ଇସଲାମାବାଦରେ ୧୪୪ ଧାରା ଜାରି

ଇସଲାମାବାଦ,୩ ।୪: ରବିବାର ପାକିସ୍ତାନ ଭବିଷ୍ୟତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ପାକିସ୍ତାନ ସଂସଦରେ ଦେଶର ବଜିର-ଏ-ଆଜମ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ...

ଏକ ଛତ୍ରବାଦୀ ଶାସକଙ୍କ ଓଜନ କମୁଛି, ଦେଶବାସୀଙ୍କ ଚିନ୍ତା ବଢୁଛି…

ପୋୟାଙ୍ଗୟଙ୍ଗ,୨୮।୬: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କୁ ନେଇ ଏବେ ଦେଶବାସୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ କିଛି ମାସ ଧରି ଲଗାତାର...

ମୋଦି-ଶାହାଙ୍କ ବିରୋଧରେ ୧୦ କୋଟି ଡଲାରର ମାମଲା ଖାରଜ

ଓ୍ବାଶିଂଟନ,୧୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଦାଖଲ କରାଯାଇଥିବା ୧୦ କୋଟି ଡଲାରର ଏକ ମାମଲା ଖାରଜ ହୋଇଛି।...

ବ୍ରିଟେନରେ ପିଲାଙ୍କୁ ବିରଳ ରୋଗ

ଲଣ୍ଡନ,୨୯ା୪: କିଛିଦିନ ହେଲା ଆମେରିକା, ଇଟାଲୀ ଓ ସ୍ପେନରେ କରେନା (କୋଭିଡ୍‌-୧୯) ସଂକ୍ରମଣର ସ୍ଥିତିରେ ଧୀରେ ଧୀରେ ସୁଧାର ହେଉଥିବା ଲକ୍ଷ୍ୟ କରାଯାଉଥିବାବେଳେ ବ୍ରିଟେନରେ ଏହି...

ଘୋଷଣା ହେଲା ପୁଲିତ୍‌ଜର ପୁରସ୍କାର, ସାମିଲ ଅଛନ୍ତି ତିନି ଭାରତୀୟ ଖବରଦାତା

ୱାଶିଂଟନ,୧୦ ।୫: ଚଳିତ ବର୍ଷ ଅର୍ଥାତ୍ ୨୦୨୨ ପାଇଁ ପୁଲିତ୍‌ଜର ପୁରସ୍କାର ଘୋଷଣା କରାଯାଇଛି । ସାମ୍ବାଦିକତା କ୍ଷେତ୍ରରେ ଆମେରିକାର ଏହି ସର୍ବୋଚ୍ଚ ପୁରସ୍କାର ପାଇବାରେ...

ଦୁଇ ମହିଳାଙ୍କୁ ଉଦ୍ଧାର କରିବାକୁ ସମୁଦ୍ରକୁ ଡେଇଁଲେ ରାଷ୍ଟ୍ରପତି

ଲିସବନ,୧୮।୮: ପର୍ତ୍ତୁଗାଲର ଏଲଗ୍ରାଭେ ବିଚ୍‌ରେ ଦେଖିବାକୁ ମିଳିଥିଲା ଏକ ଅଦ୍ଭୁତ ଦୃଶ୍ୟ। ଯେତେବେଳେ ପାଣିରେ ବୁଡି ଯାଉଥିବା ୨ ମହିଳାଙ୍କ ଜୀବନ ବଞ୍ଚାଇବାକୁ ପାଣିକୁ ଡେଇଁ...

ଭିଏନା ଚୁକ୍ତିର ଉଲ୍ଲଂଘନ କରିଛି ପାକ୍‌:ଜାତିସଂଘକୁ ଜଣାଇଲେ ଆଇସିଜେ ଅଧ୍ୟକ୍ଷ

ଜାତିସଂଘ,୧।୧୧ (ଆଇଏଏନ୍‌ଏସ୍‌):ନୌସେନାର ପୂର୍ବତନ ଅଧିକାରୀ କୁଳଭୂଷଣ ଯାଦବ ମାମଲାରେ ପାକିସ୍ତାନ ଭିଏନା ଚୁକ୍ତିର ଉଲ୍ଲଂଘନ କରିଛି। ପାକିସ୍ତାନ ଜେଲରେ ଥିବା କୁଳଭୂଷଣଙ୍କୁ ଭାରତୀୟ ଉଚ୍ଚାୟୁକ୍ତଙ୍କ ଜରିଆରେ...

Advertisement
Archives

Model This Week