ହାମାମାତସୁ ଏୟାର ବେସ୍‌ ବୁଲିଲେ ରାଜନାଥ

ଟୋକିଓ,୩।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଜାପାନ ଗସ୍ତରେ ଅଛନ୍ତି। ମଙ୍ଗଳବାର ସେଠାରେ ସେ ହାମାମାସତୁ ଏୟାର୍‌ ବେସ୍‌ ବୁଲି ଦେଖିଛନ୍ତି। ଏହି ସମୟରେ ସେ ଏଫ୍‌-୧୫ଯୁଦ୍ଧ ବିମାନ ଓ କାଓ୍ବାସାକି ପ୍ରଶିକ୍ଷଣ ବିମାନ ସମ୍ପର୍କରେ ସବିଶେଷ ତଥ୍ୟ ବୁଝିଥିଲେ। ସୂଚନାଯୋଗ୍ୟ, ସୋମବାର ରାଜନାଥ ତାଙ୍କ ଜାପାନି ସମକକ୍ଷ ତାକେସି ଲବେୟାଙ୍କୁ ସାକ୍ଷାତ୍‌ କରିଥିଲେ। ଏହାସହ ସେ ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେଙ୍କ ସହ ମଧ୍ୟ ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ ୨ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ସହ ଜମ୍ମୁ-କଶ୍ମୀର କଥା ମଧ୍ୟ ଉଠିଥିଲା। ସୂଚନାଯୋଗ୍ୟ, ରାଜନାଥ ୫ ଦିନିଆ ଜାପାନ ଓ ଦକ୍ଷିଣ କୋରିଆ ଗସ୍ତରେ ଥିବା ବେଳେ ମଙ୍ଗଳବାର ସେ ସିଓଲ ଗସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଦେଶ ଉପରେ ଚାଇନାର ନଜର…

ଓ୍ବାଶିଂଟନ/ବେଜିଂ, ୧୭।୮ : ଚାଇନା ବହୁ ପୂର୍ବରୁ ସମଗ୍ର ପୃଥିବୀକୁ ନିଜ ଦଖଲରେ ରଖିବାକୁ ଇଚ୍ଛା ପ୍ରକାଶ କରିଥିଲା। ବର୍ତ୍ତମାନ ଏହା ଧୀରେ ଧୀରେ ନିଜ...

ଇମ୍ରାନଙ୍କୁ ଗୁଳି କରିଥିବା ଅଭିଯୁକ୍ତ ଗିରଫ

ଇସଲାମାବାଦ୍‌,୩।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ ଦ୍ୱାରା ଜାରି ରହିଥିବା ଆଜାଦୀ ମାର୍ଚ୍ଚ ଲାହୋର ପଦଯାତ୍ରା ଗୁରୁବାର ଗୁଜରାନଓ୍ବାଲାର ଆଲ୍ଲା...

ପ୍ରାଥମିକ ସ୍କୁଲରେ ଆଖିବୁଜା ଗୁଳିମାଡ଼: ୮ ମୃତ, ୧୨ ଆହତ

ୟାଉଣ୍ଡେ, ୨୫।୧୦: ଆଫ୍ରିକୀୟ ଦେଶ କ୍ୟାମେରୁନ୍‌ରେ କେତେକ ଅଜଣା ବନ୍ଧୁକଧାରୀ ଏକ ପ୍ରାଥମିକ ସ୍କୁଲରେ ପଶି ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ୮ ଜଣ ପିଲାଙ୍କ...

ବାସ ହରାଉଛନ୍ତି ପାଲେଷ୍ଟାଇନ୍‌ବାସୀ

ଜେରୁଜେଲମ,୨୩।୭: ଏବେ ଇସ୍ରାଏଲ ସେନା ଜେରୁଜେଲମରେ ଥିବା ପାଲେଷ୍ଟାଇନବାସୀଙ୍କ ଘର ଭାଙ୍ଗିବାରେ ଲାଗିଛନ୍ତି। ଫଳରେ ଅଧିକାଂଶ ପାଲେଷ୍ଟାଇନବାସୀ ନିଜର ବାସଗୃହ ହରାଇ ବସିଲେଣି। ପୂର୍ବ ଜେରୁଜେଲମର...

ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହେବେ ପ୍ରଥମ ଭାରତୀୟ ବଂଶୋଦ୍ଭବ ଋଷି ସୁନକ: ୧୮୫ ଏମ୍‌ପିଙ୍କ ମିଳିଲା ସମର୍ଥନ

ଲଣ୍ଡନ,୨୪।୧୦: ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କୁ ନେଇ ଚିତ୍ର ସ୍ପଷ୍ଟ ହୋଇଛି। ପ୍ରଥମ ଭାରତୀୟ ବଂଶୋଦ୍ଭବ ଋଷି ସୁନକ ଇତିହାସ ରଚି ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହେବେ। ସୋମବାର...

ପାକିସ୍ତାନରେ ସକ୍ରିୟ ଆତଙ୍କବାଦୀ ସଙ୍ଗଠନ, କଡା କାର୍ଯ୍ୟନୁଷ୍ଠାନ ଜରୁରୀ: ହ୍ୟାରିସ-ମୋଦି

ୱାଶିଂଟନ,୨୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଆମେରିକାର ଉପରାଷ୍ଟ୍ରପତି ତଥା ଭାରତୀୟ ମୂଳ ବାସିନ୍ଦା କମଲା ହ୍ୟାରିସଙ୍କୁ ଭେଟିଛନ୍ତି । ଏହି...

ଚଳିତବର୍ଷ ଶେଷ ସୁଦ୍ଧା ଆସିପାରେ ପ୍ରଭାବଶାଳୀ କରୋନା ଟିକା: ଡବ୍ଲୁଏଚ୍‌ଓ ମୁଖ୍ୟ

ଜେନେଭା,୭।୧୦: ସାରା ବିଶ୍ୱରେ କରୋନା ଭାଇରସ ଟିକା ପରୀକ୍ଷା ଚାଲିଛି। ଏହି ସମୟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଟିକା ବିଷୟରେ ଏକ ଭଲ ଖବର ଦେଇଛି।...

ଉଇଗର ମୁସ୍‌ଲିମ୍‌ଙ୍କୁ ନିର୍ଯାତନା ଅଭିଯୋଗ: ଚାଇନା ଉପରେ ଆମେରିକାର ଭିଜା କଟକଣା

ଓ୍ବାଶିଂଟନ/ବେଜିଂ,୧୦ା୧୦(ପି.ଟି.): ଜିନ୍‌ଜିଆଙ୍ଗ୍‌ ପ୍ରଦେଶରେ ଉଇଗର ମୁସ୍‌ଲିମ ସମ୍ପ୍ରଦାୟ ସମେତ ସଂଖ୍ୟାଲଘୁଙ୍କ ଉପରେ ବେଜିଂର ଦମନକାରୀ ଅଭିଯାନକୁ ନେଇ କ୍ଷୁବ୍ଧ ଆମେରିକା ଚାଇନା ଉପରେ ଭିଜା କଟକଣା...

Advertisement
Archives

Model This Week