Posted inଜାତୀୟ

ହାରିଗଲେ ରାହୁଲ ଗାନ୍ଧୀ: ସ୍କୃତିଙ୍କୁ ଜଣାଇଲେ ଶୁଭେଚ୍ଛା

ଆମେଠି, ୨୩।୫: ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପରାସ୍ତ ହୋଇଛନ୍ତି। ସେ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ସ୍ମୃତି ଇରାନୀଙ୍କଠାରୁ ପଛରେ ପଡିଯାଇଛନ୍ତି। ସ୍ମୃତି ଇରାନୀ ୧ ଲକ୍ଷ ୪ ହଜାର ୪୯୮ ଖଣ୍ଡ ଭୋଟ ପାଇଥିବା ବେଳେ ରାହୁଲ ଗାନ୍ଧୀ ୯୪, ୭୩୨ ଖଣ୍ଡ ଭୋଟ ପାଇଛନ୍ତି। ୨୦୧୪ରେ ରାହୁଲ ଗାନ୍ଧୀ ପ୍ରାୟ ୨ ଲକ୍ଷରୁ ଅଧିକ ଭୋଟରେ ସ୍ମୃତି ଇରାନୀଙ୍କୁ ପରାସ୍ତ କରିଥିଲେ। ହାତରୁ ଆମେଠି ଯିବା ପରେ ରାହୁଲ ବିଜୟୀ ପ୍ରାର୍ଥୀ ସ୍ମୃତି ଇରାନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମୁଁ ଆଶା କରୁଛି ସ୍ମୃତି ଜୀ ଭଲ ଭାବେର ଆମେଠି ଜନତାଙ୍କ ଯତ୍ନ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅଙ୍କ ବିବାହ ବୟସ ବୃଦ୍ଧି ଆଇନ ଦ୍ୱାରା ସାମାଜିକ-ଆର୍ଥିକ ବିକାଶ ସମ୍ଭବ

ନୂଆଦିଲ୍ଲୀ, ୨୨।୧୦: ଦେଶରେ ମାତୃ ମୃତ୍ୟୁ ହାର ବଢ଼ିବାରେ ଲାଗିଛି। ତେବେ ଏହାକୁ ରୋକିବାରେ ଝିଅଙ୍କ ବିବାହ ବୟସ ବୃଦ୍ଧି ଆଇନ ସକ୍ଷମ ହେବ। ବିବାହ...

ଆସୁଛି ନୂଆ ୨୦୦,୫୦୦ଟଙ୍କିଆ ନୋଟ୍‌

ମୁମ୍ବାଇ,୨୫-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ମହାତ୍ମା  ଗାନ୍ଧୀ ସିରିଜରେ ନୂଆ ୨୦୦ ଓ ୫୦୦ ଟଙ୍କିଆ ନୋଟ୍‌ ଜାରି କରିବାକୁ ଯାଉଛି। ପୂର୍ବରୁ ପ୍ରଚଳିତ...

ଆହୁରି ୧୪ ଦିନ ନ୍ୟାୟିକ ହେପାଜତରେ ରହିବେ ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୨୭।୬: ପୁଣି ଅଢୁଆରେ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ। ସେ ଆହୁରି ୧୪ ଦିନ ନ୍ୟାୟିକ ହେପାଜତରେ ରହିବେ। ସୋମବାର ଦିଲ୍ଲୀର ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ...

ପୁଲଓ୍ବାମାରେ ଏନ୍‌କାଉଣ୍ଟର, ୨ ଆତଙ୍କବାଦୀ ମୃତ…

ଶ୍ରୀନଗର, ୩୦।୫ : ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲ୍‌ ଆଉଟ୍‌ ଅଭିଯାନରେ ମିଳିତସୁରକ୍ଷାର୍କମୀଙ୍କୁ ବଡ଼ ଧରଣର ସଫଳତା ମିଳିଛି। ପୁଲଓ୍ବାମାର ଗୁନ୍ଦିପୋରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ...

ପ୍ରତିଶୋଧର ରାଜନୀତି କରୁଛି କେନ୍ଦ୍ର: ମମତା

କୋଲକାତା, ୨୯।୫: ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ ସାଧାରଣ ଅଭିଯୋଗ ଓ ପେନ୍‌ସନ ମନ୍ତ୍ରଣାଳୟରେ ଅବସ୍ଥାପିତ କରାଇବା ପାଇଁ କେନ୍ଦ୍ର ସରକାର ଶୁକ୍ରବାର...

ଉପସ୍ଥାନ ୭୫%ରୁ କମ୍‌ ହେଲେ ସିବିଏସ୍‌ଇ ବୋର୍ଡ ପରୀକ୍ଷା ମନା

ନୂଆଦିଲ୍ଲୀ,୨ା୧: ଚଳିତ ବର୍ଷ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ରୀଙ୍କ ଉପସ୍ଥାନ ଅନୂ୍ୟନ ୭୫ ପ୍ରତିଶତ ହେବା ଆବଶ୍ୟକ। ୨୦୨୦...

କେରଳରେ ଅଧିକ ଶିକ୍ଷିତ ଥିବାରୁ ଭାଜପାକୁ ମିଳୁନି ଭୋଟ

ଥିରୁଭାନନ୍ତପୁରମ୍‌‌,୨୫।୩: କେରଳରେ ଏପ୍ରିଲ୍‌ ୬ରେ ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟର ୧୪୦ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ପାଖରେ ଜଣେ ମାତ୍ର...

କୁମ୍ଭମେଳାରେ କରୋନା ବିସ୍ଫୋରଣ

ହରିଦ୍ୱାର,୧୫।୪: ହରିଦ୍ୱାର କୁମ୍ଭମେଳାରେ ୫ ଦିନରେ ୧୭୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବିଶ୍ୱର ସର୍ବବୃହତ୍‌ ଧର୍ମୀୟ ସମାବେଶ ସଂକ୍ରମଣକୁ ଆହୁରି ବଢ଼ାଇପାରେ ବୋଲି...

Advertisement
Archives

Model This Week