ହାର୍ଟଆଟାକ୍‌ରୁ ଦୂରେଇ ରଖେ ଏହି ରସ…

ସକାଳେ ଅଧାକପ୍‌ କାକୁଡ଼ି ଜୁସ୍‌ ପିଇଲେ ଶରୀରର ବହୁ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଜଳ, ଶ୍ୱେତସାର,ସ୍ନେହସାର, ପୁଷ୍ଟିସାର, ତନ୍ତୁଜ ରହିଥାଏ। ଏହାଛଡ଼ା ଏଥିରେ ଫସଫରସ୍‌, କ୍ୟାଲସିୟମ, ଲୌହ ଆଦି ରହିଛି। ନିୟମିତ ଏହାକୁ ପିଇଲେ ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ହାର୍ଟଆଟାକ୍‌ ଆଶଙ୍କା ଦୂର ହୋଇଥାଏ। ସେହିପରି ଏହା ର୍ଶକରାସ୍ତରକୁ ମଧ୍ୟ ନିୟନ୍ତ୍ରିତ କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। କାକୁଡ଼ି କୋଷ୍ଠକାଠିନ୍ୟ ଦୂର କରିବାରେ ସହାୟକ ହୋଇଥାଏ। ପ୍ରତିଦିନ କାକୁଡ଼ି ଖାଇଲେ ପେଟ ପରିଷ୍କାର ଓ ଥଣ୍ଡା ରୁହେ। କାକୁଡ଼ିରେ କ୍ଷାର ଓ ଏସିଡ଼ ସୃଷ୍ଟିକାରୀ ଖଣିଜ ପଦାର୍ଥ ରହିଛି। ଫଳରେ ଏହା ବିଭିନ୍ନ ପ୍ରକାର ପରିସ୍ରା ସମସ୍ୟା ଦୂର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଶିଶୁକନ୍ୟାଙ୍କୁ କ୍ଷତବିକ୍ଷତ କଲେ ୫ ବୁଲା କୁକୁର…

ଭୋପାଳ, ୨।୧ : ବୁଲା କୁକୁରଙ୍କ ଦୌରାତ୍ମ୍ୟ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୃଦ୍ଧି ପାଇବାରେ ଲାଗିଛି। ସ୍ଥାନୀୟ ବାଗସଓ୍ବେନିଆର ଅଞ୍ଜଳି ବିହାର ଫେଜ୍‌-୨ରେ ତିନି ବର୍ଷର...

କଶ୍ମୀରକୁ ନେଇ ପୁଣି ଥରେ ସମସ୍ତଙ୍କୁ ଚମକାଇ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଥର କିଛି ନା କିଛି ବଡ ପଦକ୍ଷେପ ନେଇ ସମସ୍ତଙ୍କୁ ଚମକାଇ ଦେଇଥାଆନ୍ତି। ବିମୁଦ୍ରିକରଣ ହେଉ ଅବା ତିନ୍‌ ତଲାକ...

ଦିଲ୍ଲୀ ପୋଲିସ୍‌ର ୨ କନେଷ୍ଟବଳ: ରକ୍ତଦାନ କରିବା ତାଙ୍କର ନିଶା

ନୂଆଦିଲ୍ଲୀ,୧।୭: ରକ୍ତଦାନ ହେଉଛି ମହତ୍‌ ଦାନ। ଏନେଇ ଦେଶରେ ସଚେତନତା ଜାରି ରହିଛି। ତେବେ ଦିଲ୍ଲୀ ପୋଲିସ୍‌ର ୨ କନେଷ୍ଟବଳ ଦୀର୍ଘ ବର୍ଷ ଧରି ରକ୍ତଦାନ...

ଦିଲ୍ଲୀ-ପଞ୍ଜାବ-କେରଳରେ କରୋନାର ଦୋହରା ମାଡ଼: ପାର୍ବଣଋତୁରେ ଅଧିକ ସଂକ୍ରମଣ ଆଶଙ୍କା

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଇତିମଧ୍ୟରେ ଦିଲ୍ଲୀ, ପଞ୍ଜାବ ଏବଂ କେରଳରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଥିବା ବିଶେଷଜ୍ଞ ମତପୋଷଣ...

ଦୀପ ସିଦ୍ଧୁ ଫେରାର

ଜଳନ୍ଧର,୨୯।୧: ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ହିଂସାର ମାଷ୍ଟରମାଇଣ୍ଡ୍‌ କୁହାଯାଉଥିବା ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ ଗୁରୁବାର ଫେରାର ହୋଇଯାଇଛନ୍ତି। ଦିଲ୍ଲୀ ପୋଲିସ ପକ୍ଷରୁ ତାଙ୍କ ବିରୋଧରେ...

ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୨।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଦିଲ୍ଲୀ ହିଂସା: ୨୦୦ ଅଟକ

ନୂଆଦିଲ୍ଲୀ,୨୮।୧: ଟ୍ରାକ୍ଟର ରାଲି ହିଂସା ଘଟଣାରେ ଦିଲ୍ଲୀ ପୋଲିସ ୨୦୦ ଲୋକଙ୍କୁ ଅଟକ ରଖିଛି। ଏପର୍ଯ୍ୟନ୍ତ ୨୫ ଏତଲା ଦାଏର ହୋଇଥିବାବେଳେ ସେଥିରେ ୧୩ କୃଷକ...

ମନ କି ବାତରେ ଘଣ୍ଟା ଘଣ୍ଟା ଧରି କହୁଥିବା ପ୍ରଧାନମନ୍ତ୍ରୀ, ମଣିପୁର ଘଟଣାକୁ ନେଇ ୩୬ ସେକେଣ୍ଡରେ କହିଦେଲେ: ପୂର୍ବତନ ରାଜ୍ୟପାଳ ମଲିକ

ନୂଆଦିଲ୍ଲୀ,୨୧।୭: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ କିଛିଦିନ ହେବ ବିଭିନ୍ନ ପ୍ରସଙ୍ଗରେ ନିଜର ବୟାନ ରଖି ଆସୁଛନ୍ତି ଚର୍ଚ୍ଚାକୁ। ଏଥର ମଣିପୁର ହିଂସାରେ କୁକି...

Advertisement
Archives

Model This Week