ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଏହା ବହୁ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ ଶଣ୍ଢା ରସ ପିଇଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଏଥିରେ ବହୁ ପ୍ରକାର ପୋଷକ ତତ୍ତ୍ୱ ରହିଛି। ଏଥିରେ ପର୍ଯ୍ୟାପ୍ତ ମାତ୍ରାରେ ଭିଟାମିନ-ସି, ଭିଟାମିନ ଡି-୨, ଭିଟାମିନ-ଏ ଆଦି ରହିଥାଏ। ଏସବୁ ଶରୀର ପାଇଁ ଆବଶ୍ୟକ। ଏହା ସହିତ ଏଥିରେ ଫସଫରସ, ମ୍ୟାଗ୍ନେସିୟମ, ପଟାସିୟମ, କ୍ୟାଲସିୟମ, ମାଙ୍ଗାନିଜ ଏବଂ ଫାଇବର ଆଦି ଥାଏ। ଦୈନନ୍ଦିନ ଖାଦ୍ୟରେ ଏହାକୁ ସାମିଲ କଲେ ହାର୍ଟ ଆଟାକ୍‌ଠାରୁ ଆରମ୍ଭ କରି କ୍ୟାନସରକୁ ମଧ୍ୟ ନିୟନ୍ତ୍ରଣ କରା ଯାଇପାରିବ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri