ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍‌ ଆଶଙ୍କା ଦୂର ହୋଇଥାଏ। ସେହିପରି ନିୟମିତ ଏପରି କଲେ ମେଦବହୁଳତାରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।  ଉଷୁମ ପାଣି ପିଇଲେ ଶରୀରରୁ ବିଷାକ୍ତ ପଦାର୍ଥ ବାହାରିଯିବା ସହିତ ତ୍ୱଚା ସତେଜ ରହିଥାଏ। ପ୍ରତିଦିନ ସକାଳେ ଖାଲି ପେଟରେ ଏବଂ ରାତିରେ ଶୋଇବା ପୂର୍ବରୁ ଏକ ଗ୍ଲାସ ଉଷୁମ ପାଣି ପିଇଲେ କୋଷ୍ଠ କାଠିନ୍ୟରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକରେ ମିଳିଥିବା ୧୧ ଲକ୍ଷ ଫେରାଇ କନ୍ୟା ପିତାଙ୍କଠାରୁ ଟଙ୍କାଏ ନେଇ ବିବାହ କଲେ ଯୁବକ

ଜୟପୁର,୨୫।୪: ଦେଶରେ ଯୌତୁକ ବିରୋଧରେ ଜାରି ରହିଛି ସଚେତନତା। ଏହି ମର୍ମରେ ରାଜସ୍ଥାନ ସିକର ଜିଲାରେ ଜଣେ ଯୁବକ ସୃଷ୍ଟି କରିଛନ୍ତି ଏକ ନିଆରା ଉଦାହରଣ।...

୭.୩୪ ଲକ୍ଷ କୋଟି ଆଦାୟ ବ୍ୟାଙ୍କ ଋଣରୁ ୫ ବର୍ଷରେ ୧୪% ଅସୁଲ ହୋଇଛି

ନୂଆଦିଲ୍ଲୀ,୨୯ା୩: ୨୦୨୧-୨୨ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୫ ବର୍ଷ ମଧ୍ୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଡୁବିଥିବା ୭.୩୪ ଲକ୍ଷ କୋଟି ଟଙ୍କା ଋଣରୁ ମାତ୍ର ୧୪ ପ୍ରତିଶତ...

ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୨ ପାଇଲଟ ମୃତ

ବାନ୍ଦିପୋରା,୧୧।୩: ଉତ୍ତର କାଶ୍ମୀର ବାନ୍ଦିପୋରା ଜିଲାର ଗୁରେଜ ସେକ୍ଟରରେ ଶୁକ୍ରବାର ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ପାଇଲଟଙ୍କ...

ଶରୀର ପାଇଁ ଉପକାରୀ

ରୋଷେଇ ଘରେ ନିତ୍ୟ ବ୍ୟବହୃତ ହେଉଥିବା ଏଭଳି କେତେକ ଖାଦ୍ୟଦ୍ରବ୍ୟ ରହିଛି, ଯାହା ଶରୀରକୁ ସୁସ୍ଥ ରଖିବାରେ ବିଶେଷ ସହାୟକ ହୋଇଥାଏ। ଯେମିତିକି: ଅଦା-ରସୁଣ: ଭୋକ...

ଡେଙ୍ଗୁ ରୋକିବା ପାଇଁ ପୋଖରୀରେ ଛଡ଼ାଗଲା ୨୫ ହଜାର ମାଛ…

ଫିରୋଜାବାଦ,୬।୯: ଉତ୍ତରପ୍ରଦେଶର ଫିରୋଜାବାଦ ଜିଲାରେ ଡେଙ୍ଗୁ ସଂକ୍ରମଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ଶେଷରେ ମାଛର ସହାୟତା ନିଆଯାଇଛି। ଡେଙ୍ଗୁ ରୋକିବା ପାଇଁ ’ଗମ୍ବୁସିଆ’ ମାଛକୁ...

ଫେରିପାରେ ବରଫ ଯୁଗ

ପୃଥିବୀର ଜଳବାୟୁ ଦିନକୁ ଦିନ ପରିବର୍ତ୍ତନ ହେବାରେ ଲାଗିଛି। ତା’ସହ ବାୟୁମଣ୍ଡଳରେ ପ୍ରଦୂଷଣ ମଧ୍ୟ ବଢ଼ିବାରେ ଲାଗିଛି। ଏହି ଧାରା ଯଦି ଲାଗି ରହେ ତେବେ...

କନ୍ୟାଙ୍କ ଇଚ୍ଛା ପୂରଣ କରିବାକୁ ଏମିତି କଲେ ବର, ଖର୍ଚ୍ଚ ହେଲା…

ଜୟପୁର,୨୯।୪: ରାଜସ୍ଥାନର ଭରତପୁରରୁ ଭିନ୍ନ ଏକ ମାମଲା ସାମ୍ନାକୁ ଆସିଛି। ଯେଉଁଠି କନ୍ୟାଙ୍କ ସ୍ବପ୍ନ ପୂରା କରିବାକୁ ହେଲିକପ୍ଟରରେ ଶ୍ୱଶୁର ଘରେ ପହଞ୍ଚିଲେ ବର। ବିବାହ...

ଟିକାକରଣ ପ୍ରମାଣପତ୍ରରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ…

ନୂଆଦିଲ୍ଲୀ, ୯।୧ : ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟିବ। ବିଧାନସଭା ନିର୍ବାଚନ ହେବାକୁ ଥିବା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ, ପଞ୍ଜାବ, ମଣିପୁର...

Advertisement
Archives

Model This Week