ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହାକୁ…

ଶୀତଦିନେ ମଟର ମିଳିଥାଏ। କଞ୍ଚା ମଟର ଖାଇଲେ ଶରୀରର ବହୁ ସମସ୍ୟା ଦୂରହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ତନ୍ତୁଜ, ପୋଟାସିୟମ୍‌, କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌ ଏବଂ ଅନ୍ୟ ଖଣିଜ ଲବଣ ରହିଥାଏ। ଏହା ଦ୍ୱାରା କୋଲେଷ୍ଟରଲସ୍ତର ନିୟନ୍ତ୍ରଣ ହୋଇଥାଏ। ରକ୍ତ ସଞ୍ଚାଳନ ସ୍ବାଭାବିକ ଭାବେ ହେବା ଯୋଗୁ ହାର୍ଟଆଟାକ୍‌ ଆଶଙ୍କାରୁ ମୁକ୍ତି ମିଳିଥାଏ। ସପ୍ତାହରେ ୩ ଥର ମୁଠାଏ କଞ୍ଚା ମଟର ଖାଇଲେ ସ୍ବାସ୍ଥ୍ୟ ଉପରେ ଭଲ ପ୍ରଭାବ ପଡ଼ିଥାଏ। ଗର୍ଭବତୀ ମହିଳା ଅଭ୍ୟାସ କରି ଏହାକୁ ଖାଇଲେ ଗ୍ୟାସ୍‌ ସମସ୍ୟା ଦୂର ହେବା ସହିତ ପାଚନ କ୍ରିୟା ସ୍ବାଭାବିକ ଭାବେ କାର୍ଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଟପିଲା ସହ ଓ୍ବାର୍କ ଫ୍ରମ୍‌ ହୋମ୍‌

ଘରୁ ବାହାରି ଅଫିସ ଗଲେ ରୋଗ ସଂକ୍ରମଣର ଭୟ। ଯାହାର ବିକଳ୍ପ ସାଜିଛି ଓ୍ବାର୍କ ଫ୍ରମ୍‌ ହୋମ। ହେଲେ ଏପଟେ ଘରେ ଛୋଟ ପିଲା। କାମ...

ବ୍ୟକ୍ତିତ୍ୱର ପ୍ରଭାବ

କୁହାଯାଏ, ଜଣଙ୍କର ବ୍ୟକ୍ତିତ୍ୱ ବି ଅନ୍ୟମାନଙ୍କ ଉପରେ ଅନେକ ପ୍ରଭାବ ପକାଇଥାଏ। ଯେମିତି କି: ଜଣେ ଗୃହିଣୀଙ୍କ ନିକଟରେ ୧୦ ମିନିଟ୍‌ ବସିପଡିଲେ ଲାଗିବ, ଜୀବନଟା...

‘ସମସ୍ତଙ୍କ ପାଇଁ ହାତର ସ୍ବଚ୍ଛତା’

୨୦୦୮ ମସିହାଠାରୁ ପ୍ରତିବର୍ଷ ଅକ୍ଟୋବର ୧୫ରେ ପାଳିତ ହେଉଛି ବିଶ୍ୱ ହାତଧୁଆ ଦିବସ। ହାତଧୁଆକୁ ବିଶେଷ ଗୁରୁତ୍ୱ ଦିଆଯିବା ସହ ବିଶ୍ୱବ୍ୟାପୀ ଏହାର ସଚେତନତାକୁ ବ୍ୟାପକ...

ସବୁ ଦୁଃଖର କାରଣ ହେଉଛି ପ୍ରେମ: ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ...

ଦିଆସିଲି ଆକାରର ଡିଭାଇସ୍‌ ଦୂର କରିବ ଅଣ୍ଟା ଦରଜ

ଅଧିକାଂଶ ଲୋକଙ୍କଠାରେ ଅଣ୍ଟା ଦରଜ ସମସ୍ୟା ଦେଖାଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଅଷ୍ଟ୍ରେଲିଆର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଦିଆସିଲି ଆକାରର ଏକ ଡିଭାଇସ୍‌ ବାହାର କରିଛନ୍ତି,...

ଗ୍ରୀନ୍‌ ଟି ଫେସ୍‌ ପ୍ୟାକ୍‌

ସ୍ବାସ୍ଥ୍ୟ ପାଇଁ ଗ୍ରୀନ୍‌ ଟି’ର ଉପକାରିତା ସମ୍ପର୍କରେ ପ୍ରାୟ ସମସ୍ତଙ୍କୁ ଜଣା। କେବଳ ଏତିକି ନୁହେଁ,ଏଥିରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟବର୍ଦ୍ଧକ ଗୁଣ। ଏହାକୁ ପିଇବା...

ଉପକାରୀ ଲବଙ୍ଗ ତେଲ

ଲବଙ୍ଗ ତେଲରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ଏହି ତେଲରେ ପ୍ରସ୍ତୁତ ଖାଦ୍ୟ ରକ୍ତକୁ ଆହୁରି ପରିଷ୍କାର କରିଥାଏ। ଏହି ତେଲରେ...

୪-୬ ମାସ ମଧ୍ୟରେ ମିଳିପାରେ ଖୁସି ଖବର: କରୋନା ପ୍ରତିଷେଧକ ଟୀକାର ପ୍ରୟୋଗ ପ୍ରାଣୀଙ୍କଠାରେ ଆରମ୍ଭ !

ନୂଆଦିଲ୍ଲୀ,୮।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ପ୍ରତିଷେଧକ ଟୀକା ପ୍ରସ୍ତୁତି ଉପରେ ଭାରତରେ...

Advertisement


Archives

Model This Week