ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏହି ଚୋପା…

ଡାଳିମ୍ବ ଖାଇସାରିବା ପରେ ଏହାର ଚୋପାକୁ ଫିଙ୍ଗି ଦିଆ ଯାଇଥାଏ। କିନ୍ତୁ ଏହାର ବହୁ ଉପକାରୀ ଗୁଣ ରହିଛି। ଏହାର ଚୋପାକୁ ପାଣିରେ ଭିଜାଇ ଜୁସ୍‌ କରି ନିୟମିତ ପିଇଲେ ସୁଫଳ ମିଳିଥାଏ । ଡାଳିମ୍ବ ଚୋପାରେ ଫେନାଲିକ୍ସ ନାମକ ରାସାୟନିକ ପଦାର୍ଥ ରହିଥାଏ। ଏହାଛଡା ଏଥିରେ ରହିଥାଏ ଆଣ୍ଟି ଅକ୍ସିଡାଣ୍ଟ୍‌, ଖଣିଜ ପଦାର୍ଥ, ଭିଟାମିନ୍‌ ପ୍ରଭୃତି ଉପାଦେୟ ଉପାଦାନ । ଏହା କୋଲେଷ୍ଟରଲସ୍ତର କମାଇବା ସହିତ ହାର୍ଟଆଟାକରୁ ଦୂରେଇ ରଖେ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ନିୟମିତ ଏହାର ବ୍ୟବହାର ଦ୍ୱାରା କର୍କଟ ରୋଗରୁ ମଧ୍ୟ ମୁକ୍ତି ମିଳିଥାଏ। ଡାଳିମ୍ବ ଚୋପା ଜୁସ୍‌କୁ ସପ୍ତାହରେ ୨ରୁ ୩ ଥର ପିଇଲେ ଶରୀର ସୁସ୍ଥ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ଗୁଣ ଥିବା ବ୍ୟକ୍ତିଙ୍କ ପାଖରେ ରୁହେ ନାହିଁ ଧନର ଅଭାବ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ସର୍ବଶ୍ରେଷ୍ଠ ବିଦ୍ୱାନମାନଙ୍କ ମଧ୍ୟରୁ ଜଣେ ହେଲେ ଚାଣକ୍ୟ। ସେ ଜଣେ କୁଶଳ ରାଜନୀତିଜ୍ଞ, ସଫଳ ଅର୍ଥଶାସ୍ତ୍ରୀ ଥିଲେ। ତାଙ୍କର ସବୁ ବିଷୟରେ ଜ୍ଞାନ ଥିବା କୁହାଯାଏ।...

ମେଡିକାଲ ଅକ୍ସିଜେନ୍‌

ଏବେ ଆମ ଦେଶରେ ମେଡିକାଲ ଅକ୍ସିଜେନ୍‌ର ସଙ୍କଟ ଯୋଗୁଁ ବହୁ କରୋନା ରୋଗୀ ମୃତ୍ୟୁର ଶିକାର ହେଉଛନ୍ତି। ଏପରିକି ସରକାର ବିଦେଶରୁ ୫୦ ହଜାର ମେଟ୍ରିକ...

ଏପରି ପିଲା କେବେବି ହାସଲ କରିପାରନ୍ତିନି ଶିକ୍ଷା

ଜୀବନ ସହ ଜଡ଼ିତ ସମସ୍ୟାର ସମାଧାନ ପାଇଁ ଚାଣକ୍ୟ ଅନେକ ନୀତି ବର୍ଣ୍ଣନା କରିଛନ୍ତି। ଏଥିରେ ଏକ ଶ୍ଳୋକ ମାଧ୍ୟମରେ ସେ କହିଛନ୍ତି, କେଉଁ ପ୍ରକାରର...

ଗର୍ଭାବସ୍ଥାରେ ଟର୍ଚ୍ଚ ସଂକ୍ରମଣ

ଗର୍ଭାବସ୍ଥା ଉଭୟ ମା’ ଏବଂ ଗର୍ଭସ୍ଥ ଶିଶୁ ଲାଗି ବେଶ୍‌ ସମ୍ବେଦନଶୀଳ ସମୟ। ଏ ସମୟରେ ସାମାନ୍ୟ ଅସୁବିଧା ଉଭୟଙ୍କ ଜୀବନ ପ୍ରତି ବିପଦପୂର୍ଣ୍ଣ। ଠିକ୍‌...

କମ୍ପ୍ୟୁଟର ସାମ୍ନାରେ ଅଧିକ ସମୟ ବସୁଥିଲେ ହୋଇପାରେ ଏହି ସମସ୍ୟା

ଆଜିକାଲି ଅଧିକାଂଶ ଲୋକ ଅଫିସରେ ଅଧିକ ସମୟ କମ୍ପ୍ୟୁଟର ସାମ୍ନାରେ ବସି କାର୍ଯ୍ୟ କରିଥା’ନ୍ତି। ମାତ୍ର ଏହା ଦ୍ୱାରା ଚକ୍ଷୁ ଉପରେ କୁପ୍ରଭାବ ପଡ଼ିଥାଏ। ତେଣୁ...

ଚକ୍ଷୁଦାନ ସମ୍ପର୍କରେ..

”ଚକ୍ଷୁ ଦାନ ପାଇଁ ଆପଣ ନିଜକୁ କୌଣସି ଚକ୍ଷୁ ବ୍ୟାଙ୍କ୍‌ ବା ଚକ୍ଷୁ ଡାକ୍ତରଖାନା ମାଧ୍ୟମରେ ଠିକ୍‌ ଫର୍ମାଟ୍‌ରେ ନିଜକୁ ରେଜିଷ୍ଟର୍‌ କରାଇ ନିଅନ୍ତୁ। ଯଦି...

ହୋଲିରେ ଆଖିର ସୁରକ୍ଷା

ରଙ୍ଗର ଉତ୍ସବ ହୋଲିରେ ଭଳିକିଭଳି ରଙ୍ଗ ଖେଳର ମଜା ନେବାକୁ ସମସ୍ତଙ୍କ ଭିତରେ ଉତ୍କଣ୍ଠା ଭରି ରହିଥାଏ। ହେଲେ କେବେକେବେ ଏହି ରଙ୍ଗ ଖେଳ ପରବର୍ତ୍ତୀ...

କ୍ୟାନ୍‌ସର ଠାରୁ ଦୂରେଇ ରଖିବ ବ୍ରୋକୋଲି

ବ୍ରୋକୋଲିକୁ ପରିବା ଭାବରେ ବ୍ୟବହାର କରାଯାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଓ ପଲିଫେନଲ ଥିବାରୁ ଏହା କ୍ୟାନସର ବିରୋଧୀ ଅଟେ। ଏହାବ୍ୟତିତ ଏଥିରେ ଜଣେ ବୟସ୍କ ଲୋକଙ୍କ...

Advertisement
Archives

Model This Week