ହାର୍ଟଆଟାକ୍‌ ଓ ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୨ଥର…

ଛତୁରେ ବିଭିନ୍ନ ପୋଷକତ୍ବ ରହିଥାଏ। ଏହାକୁ ପ୍ରତିଦିନ ଖାଇଲେ ଶରୀରର ବହୁ ଉପକାର ହୁଏ। ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ଏହା ସହାୟକ ହୋଇଥାଏ । ଅଭ୍ୟାସ କରି ସପ୍ତାହରେ ୨ ଥର ଛତୁ ଖାଇଲେ ହାର୍ଟଆଟାକ୍‌ ଓ ଡାଇବେଟିସ୍‌ ସମସ୍ୟା ଦୂର ହୋଇଥାଏ। ଶରୀରରେ କୋଲେଷ୍ଟରଲ ଓ ଶର୍କରାସ୍ତରକୁ ଛତୁ କମାଏ ବୋଲି ନିକଟରେ ଟ୍ରିନିଟି ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଛତୁରେ ଲିନ୍‌ ପ୍ରୋଟିନ୍‌ ରହିଥାଏ। ଫଳରେ ଏହା ମେଦବହୁଳ ଓ ହୃଦ୍‌ରୋଗୀଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇଥାଏ। ଛତୁରେ ସୋଡିୟମ, ପ୍ରୋଟିନ୍‌, କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌ ଆଦି ପୋଷକ ତତ୍ତ୍ୱ ରହିଥାଏ। ସାକ୍‌ଟେକ ପ୍ରଜାତିର ଛତୁରେ ବହୁମାତ୍ରାରେ ରୋଗପ୍ରତିରୋଧକ ଶକ୍ତି ରହିଥାଏ। ସେହିଭଳି ଭାବେ ରେଶୀ ପ୍ରଜାତିର ଛତୁ ଉଚ୍ଚରକ୍ତଚାପକୁ ହ୍ରାସ କରିବାରେ ସହାୟକ ହୋଇଥାଏ। ମାଇଟେକ୍‌ ପ୍ରଜାତିର ଛତୁ ଦ୍ୱାରା ରକ୍ତଚାପ ଓ ଲିଭର ଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ । ଏଥିରେ ବହୁମାତ୍ରାରେ ଲୌହସାର ରହିଥିବାରୁ ଏହା ଖାଇବା ଦ୍ୱାରା ଶରୀରରେ ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇଥାଏ। ଏହା ମେଦବହୁଳତା ଦୂର କରିବାରେ ସହାୟକ ହୋଇଥାଏ । ଛତୁରେ ଥିବା ଭିଟାମିନ ବି’ ଖାଦ୍ୟକୁ ଗ୍ଲୁକୋଜ୍‌ରେ ପରିଣତ କରେ। ଛତୁୁ ଖାଇବା ଦ୍ୱାରା କ୍ୟାନସର, ଏଚ୍‌ଆଇଭି ସଂକ୍ରମଣର ଆଶଙ୍କା କମ ହୋଇଥାଏ ବୋଲି ଏହି ରିପୋର୍ଟ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri