ହାର୍ଟଆଟାକ୍‌ ଓ ମେଦବହୁଳତାରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୨ ଥର…

ଛତୁରେ ବହୁ ମାତ୍ରାରେ ପୋଷକତ୍ବ ରହିଛି। ଏହା ଶରୀର ପାଇଁ ବେଶ୍‌ ଲାଭଦାୟକ। ଛତୁ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ। ସପ୍ତାହରେ ୨ଥର ଛତୁ ଖାଇଲେ ହାର୍ଟଆଟାକ୍‌ ଓ ମେଦବହୁଳତା ହେବା ଆଶଙ୍କା ଦୂର ହୋଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ଛତୁରେ ବହୁମାତ୍ରାରେ ସୋଡିୟମ, ପ୍ରୋଟିନ୍‌, କ୍ୟାଲିସିୟମ୍‌, ମ୍ୟାଗ୍ନେସିୟମ୍‌ ରହିଥାଏ। ଯାହା ଶରୀରରେ କୋଲେଷ୍ଟରଲ ଓ ଶର୍କରାକୁ କମ୍‌ କରିଥାଏ। ଫଳରେ ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ ସମସ୍ୟା ମଧ୍ୟ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମା ମାଗିଲେ ହରିଶ ରାଓ୍ବତ

ଚଣ୍ଡିଗଡ,୧।୯: ପଞ୍ଜାବରେ କଂଗ୍ରେସ ନେତୃତ୍ୱକୁ ‘ପଞ୍ଜ ପ୍ୟାରେ’ ବୋଲି ବର୍ଣ୍ଣନା କରି ଏକ ବିବାଦରେ ଛନ୍ଦି ହୋଇପଡିଛନ୍ତି ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ସାଧାରଣ...

କେନ୍ଦ୍ରୀୟ ଏସିଆରେ ବ୍ଲାକଆଉଟ୍‌

ନୂଆଦିଲ୍ଲୀ, ୨୬ା୧: କେନ୍ଦ୍ରୀୟ ଏସିଆର ୩ ଦେଶରେ ମଙ୍ଗଳବାର ବଡ଼ ଧରଣର ବ୍ଲାକଆଉଟ୍‌ ହୋଇଛି। ଏକ ପ୍ରମୁଖ ପାଓ୍ବାର ଲାଇନରେ ସମସ୍ୟା ଯୋଗୁ କାଜାଖସ୍ତାନ, ଉଜ୍‌ବେକିସ୍ତାନ...

ଦିଲ୍ଲୀ ପରେ ଏହି ରାଜ୍ୟରେ ଆରମ୍ଭ ହେଲା ଅନ୍‌ଲକ ପ୍ରକ୍ରିୟା

ଲକ୍ଷ୍ନୌ, ୩୦।୫: କଣ୍ଟେନମେଣ୍ଟ ଜୋନ୍‌ ବାହାରେ ଅର୍ଥନୈତିକ କାରବାର ଆରମ୍ଭ କରିବା ନେଇ ଉତ୍ତରପ୍ରଦେଶରେ ପର୍ଯ୍ୟାୟ କ୍ରମେ ଲକ୍‌ଡାଉନ କଟକଣା କୋହଳ କରିବାକୁ ରାଜ୍ୟ ସରକାର...

ପ୍ରଶ୍ନର କାଠଗଡ଼ାରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୪(ପି.ଟି.): ସାଧାରଣ ନିର୍ବାଚନ ପାଇଁ ଉଭୟ ଶାସକ ଓ ବିରୋଧୀ ପ୍ରସଙ୍ଗ ଖୋଜୁଥିବାବେଳେ କଂଗ୍ରେସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମିଳିଯାଇଛି ଏକ ‘ବ୍ରହ୍ମାସ୍ତ୍ର’। ମୋଦି...

ଗୁରୁଭାୟୁର ମନ୍ଦିରରେ ମୋଦିଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା: ୧୧୨ କେଜି ପଦ୍ମ ଫୁଲରେ କରାଗଲା ଓଜନ

ଥିରୁଭାନନ୍ତପୁରମ୍‌,୮।୬: ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର କେରଳ ଗସ୍ତ କରିଛନ୍ତି ନରେନ୍ଦ୍ର ମୋଦି। ଶନିବାର କେରଳର ପ୍ରସିଦ୍ଧ ଗୁରୁଭାୟୁର କୃଷ୍ଣ ମନ୍ଦିର ଦର୍ଶନ ପାଇଁ...

‘ରାଫେଲ ଚୁକ୍ତିରେ ଦୁର୍ନୀତି ସ୍ପଷ୍ଟ’

ନୂଆଦିଲ୍ଲୀ, ୩ା୭- ଭାରତ ସହ ଫ୍ରାନ୍ସର ୫୯ ହଜାର କୋଟି ଟଙ୍କାର ରାଫେଲ ଫାଇଟର ଜେଟ୍‌ ଚୁକ୍ତିରେ ଦୁର୍ନୀତି ଓ ପକ୍ଷପାତିତା ଅଭିଯୋଗର ତଦନ୍ତ ଆରମ୍ଭ...

ମାଗଣା ବିଜୁଳି-୫ ଲକ୍ଷଙ୍କୁ ରୋଜଗାର-ମହିଳାଙ୍କୁ ୨ହଜାର: ରାହୁଲଙ୍କ ୫ ନିର୍ବାଚନୀ ପ୍ରତିଶ୍ରୁତି

ମୁମ୍ବାଇ,୨୦।୩: ଆସାମରେ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରଚାର କାର୍ଯ୍ୟ ଜୋର୍‌ସୋର୍‌ରେ କରାଯାଉଛି। ଏହି ମର୍ମରେ ରାହୁଲ ଗାନ୍ଧୀ ଜୋରହାଟରେ ଏକ ନିର୍ବାଚନୀ ରାଲିରେ...

୧୦ ରାଜ୍ୟରେ ହିନ୍ଦୁଙ୍କୁ ସଂଖ୍ୟାଲଘୁ ମାନ୍ୟତା, ସୁପ୍ରିମ୍‌କୋର୍ଟରେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୧୦।୫ : ଦେଶର ୧୦ଟି ରାଜ୍ୟରେ ହିନ୍ଦୁମାନଙ୍କୁ ସଂଖ୍ୟାଲଘୁ ମାନ୍ୟତା ଦେବା ପ୍ରସଙ୍ଗରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କଠାରୁ ଅଧିକ ସମୟ ମାଗିଛନ୍ତି। ସୋମବାର କେନ୍ଦ୍ର...

Advertisement
Archives

Model This Week