ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ଚାମୁଚେ…

ପ୍ରତିଦିନ ସକାଳେ କିଛି ସମୟ ବ୍ୟାୟାମ ପରେ ଚାମୁଚେ ଆଲୋଭେରା ବା ଘିକୁଆଁରୀ ରସ ପିଇଲେ ବହୁ ସୁଫଳ ମିଳିଥାଏ । ଏହା ରକ୍ତସଞ୍ଚାଳନ ବୃଦ୍ଧି କରି ହାର୍ଟ ଆଟାକ୍‌ ଆଶଙ୍କାକୁ ଦୂର କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହି ରସ ନିୟମିତ ଆବଶ୍ୟକ ପରିମାଣରେ ପିଇଲେ ମେଦବହୁଳତାରୁ ମୁକ୍ତି ମିଳେ। ଆଲୋଭେରା ରସରେ ପ୍ରଚୁର ପରିମାଣରେ ଭିଟାମିନ୍‌ ଏ,ବି, ସି ତଥା ଇ ରହିଥାଏ। ଏଥିରେ ଥିବା ଆଣ୍ଟିଅକ୍ସିଡାଣ୍ଟ୍‌ ଶରୀର ଲାଗି ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଥିବା ଏସିମାନାନ୍‌ ଶରୀରର କୋଷିକାର କାର୍ଯ୍ୟରେ ପରିବର୍ତ୍ତନ ଆଣିଥାଏ। ଫଳରେ ଏଜିଂ ସମସ୍ୟାରୁ ମୁକ୍ତି ମିଳିବା ସହିତ ଅକାଳବାର୍ଦ୍ଧକ୍ୟ ଦୂରହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ଡାଇବେଟିସକୁ ନେଇ କିଛି ଭ୍ରମାତ୍ମକ ତଥ୍ୟ

ବିଶ୍ୱରେ ଡାଇବେଟିସ(ମଧୁମେହ)ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୟସ୍କମାନଙ୍କୁ ମଧ୍ୟ କବଳିତ କରୁଛି। ଅନିୟମିତ ଜୀବନଶୈଳୀ ଓ ଖାଦ୍ୟପେୟ ଲାଗି...

ଆଜି ନିର୍ଜଳା ଏକାଦଶୀ: ବ୍ରତଧାରୀଙ୍କୁ ମିଳିଥାଏ ଅନେକ ଫଳ; ଜାଣନ୍ତୁ ମହତ୍ତ୍ୱ

ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଏକାଦଶୀ ତିଥିକୁ ‘ନିର୍ଜଳା ଏକାଦଶୀ’ କୁହାଯାଏ। ବର୍ଷକୁ ପଡ଼ିଥିବା ୨୪ ଏକାଦଶୀଠାରୁ ନିର୍ଜଳା ଏକାଦଶୀ ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ଏହି...

ଟାଇପ-୧ ଡାଇବେଟିସ୍‌ ପାଇଁ ରୋଟାଭାଇରସ ଇନ୍‌ଫେକ୍‌ଶନ ଦାୟୀ

ଡାଇବେଟିସ୍‌ ଏବେ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟିଗଲାଣି। ଆମ ଦେଶରେ ଏହି ରୋଗୀଙ୍କ ସଂଖ୍ୟା ଏପରି ବଢ଼ି ଚାଲିଛି ଯେ, ଭାରତକୁ ‘ଡାଇବେଟିସ୍‌ର ରାଜଧାନୀ’...

ମେଦବହୁଳତାକୁ ନେଇ ଚିନ୍ତିତ କି….ଖାଆନ୍ତୁ ଏହା

ଥଣ୍ଡାପାଗରେ ଚିନାବାଦାମ ଖାଇବାକୁ ଅନେକେ ପସନ୍ଦ କରିଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ପୋଷକତତ୍ତ୍ୱ ମିଳିଥାଏ, ଯାହାକି ବିଭିନ୍ନ ସମସ୍ୟା ଦୂର କରିଥାଏ। ବିଶେଷ ଭାବେ ଚିନାବାଦାମ...

ଲକ୍‌ଡାଉନ୍‌ରେ ବ୍ରେକ୍‌ଅପ୍‌ ହୋଇଗଲେ, ଏହି ୪ ପନ୍ଥା ଆପଣାଇ ସମ୍ଭାଳନ୍ତୁ ନିଜକୁ

ବ୍ରେକଅପ ଯନ୍ତ୍ରଣାରୁ ବାହାରିବା ଏତେ ସହଜ କାମ ନୁହେଁ। ଯେତେବେଳେ ପ୍ରେମ ସମ୍ପର୍କ ହଠାତ୍‌ ସମାପ୍ତ ହୁଏ, ନିଜକୁ ସମ୍ଭାଳିବା କଷ୍ଟକର ହୋଇଯାଏ। ବିଶେଷ ଭାବରେ,...

ଉପକାରୀ ଭିଟାମିନ୍‌ ‘ଇ’

ଭିଟାମିନ୍‌ ଆମ ସ୍ବାସ୍ଥ୍ୟ ପାଇଁ କେତେ ଲାଭପ୍ରଦ ତାହା କହିବା ଅନାବଶ୍ୟକ। ଏହାର ପରିମାଣ ଶରୀରରେ ଅସନ୍ତୁଳିତ ରହିଲେ ତାହା ବିଭିନ୍ନ ପ୍ରକାର ରୋଗକୁ ପରୋକ୍ଷରେ...

ତାରବିହୀନ ବିଦ୍ୟୁତ୍‌

ସାଧାରଣତଃ ବିଦ୍ୟୁତ ସଞ୍ଚାରଣ ପାଇଁ ତାରର ଆବଶ୍ୟକତା ପଡ଼ିଥାଏ। ହେଲେ ଏଣିକି ଏଥିପାଇଁ ତାର ଆବଶ୍ୟକ ପଡିବ ନାହିଁ। ଏ କ୍ଷେତ୍ରରେ ଗବେଷଣା କରି ସଫଳତା...

ଚିକେନ୍‌ ଅଙ୍ଗାରା

ସମ୍ବଲପୁର ସହର ବୀର ସୁରେନ୍ଦ୍ର ସାଏ ମାର୍ଗସ୍ଥିତ ହୋଟେଲ ଅପ୍‌ସରା ପରିସରରେ ଅର୍ବାନ ତଡକା ରେଷ୍ଟୁରାଣ୍ଟ ରହିଛି। ଆଜିର ଗ୍ରାହକଙ୍କ ମନ ମୁତାବକ ଡିଶ୍‌ ପ୍ରସ୍ତୁତିରେ...

Advertisement
Archives

Model This Week