ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌…

ଖାଦ୍ୟପେୟରେ ଅନିୟମିତତାଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୨-୩ଥର ଡାଳିମ୍ବ ଜୁସ୍‌ ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ। ଏହା କୋଲେଷ୍ଟ୍ରରଲସ୍ତରକୁ କମାଇଥାଏ। ଡାଳିମ୍ବ ରସ ପିଇବା ଦ୍ୱାରା ରକ୍ତ ସଞ୍ଚାଳନ ଠିକ୍‌ ହୁଏ। ଫଳରେ ହାର୍ଟ ଷ୍ଟ୍ରୋକ ହେବାର ଆଶଙ୍କା ମଧ୍ୟ କମ୍‌ ହୁଏ। ଡାଳିମ୍ବ ଜୁସ୍‌ରେ ଭିଟାମିନ-ଏ, ସି, ଇ, ଫୋଲିକ ଏସିଡ୍‌ ଓ ଆଣ୍ଟି ଅକ୍ସିଡାଣ୍ଟ ପ୍ରଚୁର ପରିମାଣରେ ରହିଥାଏ। ରକ୍ତରେ ଆଇରନ କମ ଥିଲେ ନିୟମିତ ଡାଳିମ୍ବ ରସ ପିଇଲେ ସୁଫଳ ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ନେଇ ମନରେ ଅନେକ ପ୍ରଶ୍ନ ଉଠୁଛି କି? ସବୁର ଉତ୍ତର ପାଇବା ନେଇ ନିଶ୍ଚିତ ପଢ଼ନ୍ତୁ…

ସାରା ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟହ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ପାର କରୁଥିବା ବେଳେ କିଛି ସ୍ଥାନରେ...

କର୍ମଜୀବୀ ମା’ଙ୍କ ଲାଗି…

କେତେଜଣ କର୍ମଜୀବୀ ମା’ଙ୍କୁ ପ୍ରସବର କିଛି ମାସ ମଧ୍ୟରେ କର୍ମକ୍ଷେତ୍ରରେ ଯୋଗଦେବାକୁ ହେଉଥିବାରୁ ଶିଶୁକୁ ନିୟମିତ ସ୍ତନ୍ୟପାନ କରାଇବାରେ ଅବହେଳା ହୋଇଥାଏ। କିନ୍ତୁ ଏଭଳି ପରିସ୍ଥିତିରେ...

କର୍କଟରୁ ଦୂରେଇ ରଖେ ଏହି ଚଟଣି…

ଅନେକ ସମୟରେ ଆମେ ବିଭିନ୍ନ ପ୍ରକାର ଚଟଣିକୁ ଖାଦ୍ୟରେ ସାମିଲ କରିଥାଉ। ଯାହା ଖାଦ୍ୟର ସ୍ବାଦ ବଦଳାଇ ଦେବା ସହ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର...

ଟିପ୍ସ: ହୋଲିରେ ଲାଗିବେ ଖାସ୍‌

ହୋଲି ଖେଳିବାର ମଜା ହିଁ କିଛି ନିଆରା। କିନ୍ତୁ କେବଳ ହୋଲି ଖେଳିଲେ ତ ହେବନାହିଁ, ଏହି ଖାସ୍‌ ଦିନରେ ଟିକେ ସ୍ପେଶାଲ୍‌ ଦେଖାଯିବା ବି...

ଫ୍ରିଜ୍‌ରେ ରଖିବେନି

ବଜାରରୁ ଆଣିଥିବା ଅନେକ ସାମଗ୍ରୀକୁ କିଛି ଦିନ ତାଜା ରଖିବା ପାଇଁ ଫ୍ରିଜରେ ରଖାଯାଇଥାଏ। କିନ୍ତୁ ଏମିତି କିଛି ଖାଦ୍ୟପଦାର୍ଥ ରହିଛି, ଯାହାକୁ ଫ୍ରିଜରେ ରଖିଲେ...

ସଂଗୀତ ଶୁଣିଲେ ଦୂର ହୋଇଥାଏ ଏହି ରୋଗ

ପ୍ରତିଦିନ ୩୦ ମିନିଟ୍‌ ସଂଗୀତ ଶୁଣିଲେ କ୍ୟାନସର ପରି ମାରାତ୍ମକ ରୋଗ ଭଲ ହୋଇଥାଏ ବୋଲି ତାଇବାନ୍‌ର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ବିଶେଷଜ୍ଞଙ୍କ ମତରେ କ୍ୟାନସର...

ଘରେ ଏମିତି ଯଦି ହେଉଥାଏ…

କେତେଥର ଏମିତି ହୋଇଥିବ, ଘରେ କୌଣସି ଜିନିଷର ଅଭାବ ନଥିବ, କିନ୍ତୁ କଳହ ସବୁବେଳେ ଲାଗି ରହୁଥିବ। ଏପରିକି ଘରର ଉନ୍ନତି ପଥରେ ବାରମ୍ବାର ବାଧା...

ତଳିପାଦ ମୋଡ଼ି ହୋଇଯାଇଥିଲେ କରନ୍ତୁ ଏପରି, ମିଳିବ ଆରାମ

ତଳିପାଦ ମୋଡ଼ି ହୋଇଗଲେ ଏହାକୁ ହାଲୁକା ମନେ କରନ୍ତୁ ନାହିଁ। କାରଣ ଭବିଷ୍ୟତରେ ଏହା ଅନେକ ସମସ୍ୟା ସୃଷ୍ଟି କରିବ। ଦୀର୍ଘଦିନ ଧରି ଦରଜ ରହିବା...

Advertisement
Archives

Model This Week