ହାର୍ଟ ସମସ୍ୟା ଥିଲେ…

ନଡ଼ିଆ ଖାଇବାକୁ ଯେତିକି ଭଲ ଲାଗିଥାଏ ତା’ର ତେଲ ମଧ୍ୟ ସେତିକି ସ୍ବାସ୍ଥ୍ୟ ଉପକାରୀ। ଏହାକୁ ନିୟମିତ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିବା ଫଳରେ ହାର୍ଟଠାରୁ ଆରମ୍ଭ କରି ପାଚନ ତନ୍ତ୍ରରେ କୌଣସି ସମସ୍ୟା ହୋଇ ନ ଥାଏ॥ ତେବେ ଜାଣନ୍ତୁ ନଡିଆ ତେଲର ଉପକାରୀ ଗୁଣ ସମ୍ପର୍କରେ।

ଏହାକୁ ଖାଦ୍ୟରେ ବ୍ୟବହାର କରିବା ଫଳରେ ମେଟାବୋଲିଜମ୍‌ ବଢ଼ିଥାଏ।

ଏଥିରେ ପ୍ରସ୍ତୁତ ଖାଦ୍ୟ ଖାଇବା ଫଳରେ ପାଚନତନ୍ତ୍ର ମଜଭୁତ ହୋଇଥାଏ। ପେଟ ସମସ୍ୟା ଜନିତ ରୋଗରୁ ମୁକ୍ତି ମିଳିଥାଏ।

ନଡିଆ ତେଲ ବ୍ୟବହାରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ି କୌଣସି ସଂକ୍ରମଣ ହୋଇ ନ ଥାଏ।

ଏହାକୁ ଡାଏଟ୍‌ରେ ସାମିଲ କରିବା ଫଳରେ ହାର୍ଟ ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଦିନ ସ୍ବାସ୍ଥ୍ୟଜନିତ ସମସ୍ୟା, ଖାଦ୍ୟପେୟ

ବର୍ଷାଦିନେ ଯେତିକି ଆନନ୍ଦ ଲାଗିଥାଏ, ତା’ଠୁ ବେଶି ଚିନ୍ତାରେ ପକାଇଥାଏ ଏହି ଋତୁରେ ହେଉଥିବା ସ୍ବାସ୍ଥ୍ୟଜନିତ ସମସ୍ୟା। ଏସବୁ ସମସ୍ୟାରୁ ନିଜକୁ ରକ୍ଷା କରିବା ପାଇଁ...

ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ଆମ୍ବପତ୍ର

ଆମ୍ବ ପତ୍ରରେ ଭିଟାମିନ୍‌ ‘ସି’, ‘ବି’ ଏବଂ ‘ଏ’ ପ୍ରଚୁର ମାତ୍ରାରେ ଥାଏ। ଏହାଛଡ଼ା ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ଭରପୂର୍‌ ଥାଏ। ଜାଣନ୍ତି, ଏହି ଆମ୍ବପତ୍ରକୁ ମଧୁମେହ...

ତ୍ୱଚା ପାଇଁ ଟୋନର

ତ୍ୱଚାକୁ ଭଲଭାବେ ସଫା କରିବା ନିମନ୍ତେ ଟୋନର ବ୍ୟବହାର କରାଯାଏ। ଟୋନର ଲଗାଇଲେ ତ୍ୱଚାକୁ ପୋଷଣ ମିଳିବା ସହିତ ଉଜ୍ଜ୍ୱଳତା ବୃଦ୍ଧି ପାଇଥାଏ। ତେବେ କିଭଳି...

ପ୍ରବଳ ମୁଣ୍ଡ ବିନ୍ଧୁଥିଲେ..

ମୁଣ୍ଡବିନ୍ଧା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ଏପରି ସମସ୍ୟାର ସମ୍ମୁଖୀନ ହେବା ସଙ୍ଗେ ସଙ୍ଗେ କେତେକେ ଔଷଧ ଖାଇବାକୁ ପସନ୍ଦ କରିଥାଆନ୍ତି। ହେଲେ କେତୋଟି...

ଡେଲିଭରି ପରେ ମହିଳାଙ୍କୁ ଖୁଆନ୍ତୁ ଏହି ୫ଟି ଜିନିଷ : ମା’ ପିଲା ଉଭୟ ରହିବେ ସୁସ୍ଥ

ଗର୍ଭାବସ୍ଥାରେ ଉଭୟ ମା’ ଓ ଶିଶୁଙ୍କୁ ସୁସ୍ଥ ରହିବା ଜରୁରୀ। ତେଣୁ ଗର୍ଭାବସ୍ଥାରେ ମହିଳାଙ୍କ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦିଆଯାଇଥାଏ। ତେବେ ଆପଣ କ’ଣ...

ବ୍ୟାକ୍ଟେରିଆ ରୋକିବାର ସରଳ ଉପାୟ

ବ୍ୟାକ୍ଟେରିଆ ନିଜର କାୟାବିସ୍ତାର କଲେ ଆମେ କେତେକ ରୋଗର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ନିୟନ୍ତ୍ରଣ କରିବାର ଏକ ସରଳ ଉପାୟ ରହିଛି। ଏ ସମ୍ପର୍କିତ...

ବ୍ୟାକ୍ଟେରିଆକୁ ରୋକିବ ଲାଳ

ସାଧାରଣତଃ ବ୍ୟାକ୍ଟେରିଆ ଯୋଗୁ ଆମେ କେତେକ ରୋଗର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ପ୍ରତିହତ କରିବାରେ ଲାଳର ଭୂମିକା ରହିଛି ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ...

ସ୍ମରଣଶକ୍ତି ବଢ଼ାଇବା ପାଇଁ ପିଲାଙ୍କୁ ଦିଅନ୍ତୁ ଏହି ଖାଦ୍ୟ…

ଭିଟାମିନ୍‌ ବି-୧୨ ବା କୋବାଲାମିନ୍‌ ଛୋଟପିଲାଙ୍କ ଶରୀର ପାଇଁ ବେଶ୍‌ ଉପଯୋଗୀ। ଏହାର ସ୍ତର ହ୍ରାସପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମକଲେ ହାଲିଆ...

Advertisement
Archives

Model This Week