Posted inଖେଳ

ହାର୍ଦ୍ଦିକ ନୁହେଁ, ଉର୍ବଶୀଙ୍କ ସହ ଚାଲିଛି ଅନ୍ୟ କ୍ରିକେଟରଙ୍କ ଚକ୍କର

ଭାରତୀୟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପରେ ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌଟେଲାଙ୍କ ଅନ୍ୟ ଜଣେ କ୍ରିକେଟରଙ୍କ ସହ ଚକ୍କର ଚାଲିଛି। ସେହି କ୍ରିକେଟର ହେଉଛନ୍ତି ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ। ‘ସ୍ପଟ୍‌ବୟଇ’ରେ ପ୍ରକାଶ ପାଇଥିବା ଏକ ରିପୋର୍ଟ ମୁତାବକ, ଉର୍ବଶୀଙ୍କୁ ବିଳମ୍ବିତ ରାତିରେ ପନ୍ତଙ୍କ ସହ ଏକ ବଡ଼ ରେଷ୍ଟୁରାଣ୍ଟରେ ଦେଖିବାକୁ ମିଳିଛି। ପନ୍ତ ବଲିଉଡ୍‌ ସୁନ୍ଦରୀଙ୍କୁ ଡିନର ଡେଟ୍‌ରେ ନେଇଥିଲେ। ଏହା ଭାରତ ଓ ଓ୍ବେଷ୍ଟଇଣ୍ଡିଜ ଟି୨୦ ସିରିଜର ପୂର୍ବଦିନ ଘଟିଥିଲା। ପୂର୍ବରୁ ଉର୍ବଶୀଙ୍କ ସହ ହାର୍ଦ୍ଦିକଙ୍କ ଚକ୍କର ଥିବା କେତେକ ରିପୋର୍ଟରେ ପ୍ରକାଶ ପାଇଥିଲା। ନିକଟରେ ହାର୍ଦ୍ଦିକ ଗିଫ୍ଟ ଭାବେ ଏକ ଡଗି ଦେଇଥିଲେ। କିନ୍ତୁ ଏକ ବୈଦ୍ୟୁତିକ ଗଣମାଧ୍ୟମ ଚ୍ୟାନେଲକୁ ଦେଇଥିବା ସାକ୍ଷାତ୍‌କାରରେ ରିଲେଶନଶିପକୁ ଉର୍ବଶୀ ଏହାକୁ ଅସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟେଷ୍ଟ: ଇନ୍ଦୋରରେ ପହଞ୍ଚିଲେ ଭାରତ, ବାଂଲାଦେଶ ଦଳ

ଇନ୍ଦୋର,୧୧।୧୧(ପି.ଟି.)- ଆସନ୍ତା ୧୪ ତାରିଖରେ ଆରମ୍ଭ ହେବାକୁ ଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଭାରତ ଓ ବାଂଲାଦେଶ କ୍ରିକେଟ ଦଳ ସୋମବାର ଇନ୍ଦୋରରେ ପହଞ୍ଚିଛନ୍ତି।...

କୋହଲି ଶୀର୍ଷ ସ୍ଥାନ ବଜାୟ ରଖିଲେ

ଦୁବାଇ,୮।୧(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାରେ ପୂର୍ବପରି ଶୀର୍ଷ ସ୍ଥାନ ବଜାୟ...

ଏଫ୍‌ଆଇଏଚ୍‌ ସଭାପତି ନିର୍ବାଚନ: ଦ୍ୱିତୀୟ ଥର ପ୍ରତିଦ୍ୱନ୍ଦ୍ୱିତା କରିବେ ବାତ୍ରା

ନୂଆଦିଲ୍ଲୀ, ୨୧ା୨(ପି.ଟି.)-ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌)ର ସଭାପତି ଭାବେ ପୁନଃନିର୍ବାଚିତ ହେବା ଲାଗି ପ୍ରତିଦ୍ୱନ୍ଦ୍ୱିତା କରିବା ଲାଗି ନିଷ୍ପତ୍ତି ନେଇଛନ୍ତି ଭାରତର ନରିନ୍ଦର ବାତ୍ରା। ମେ...

ରାଜ୍ୟଗୋଷ୍ଠୀ ଟିଟି: ଆସିବନି ପାକିସ୍ତାନ

କଟକ ଅଫିସ,୧୬ା୭- ବୁଧବାରଠାରୁ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆରମ୍ଭ ହେବାକୁ ଥିବା ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ (ଟିଟି) କ୍ରୀଡ଼ାର ୨୧ତମ ସଂସ୍କରଣରୁ ଏବେ ସୁଦ୍ଧା...

ଜାତୀୟ ମହିଳା କୁସ୍ତି ପ୍ରତିଯୋଗିତା ବିଜେତାଙ୍କୁ ମିଳିବ ମଇଁଷି

ଆଗ୍ରା,୩୧ା୧- ଆମ ଦେଶରେ କ୍ରିକେଟକୁ ଆଗ୍ରାଧ୍ୟକାର ଦିଆଯାଏ। ଏକଥା କାହାକୁ ଅଛୁପା ନୁହେଁ। କିନ୍ତୁ ଅନ୍ୟ ଖେଳ ପ୍ରତି ଭାରତୀୟମାନେ ବିମୁଖ ହେଉଛନ୍ତି। ଏହାର ଜ୍ୱଳନ୍ତ...

ଫାଙ୍କା ସମୟରେ ଏହି ପୁସ୍ତକ ପଢନ୍ତି ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଆଇପିଏଲ୍‌ ଖେଳିବା ପାଇଁ ୟୁଏଇ ଗସ୍ତରେ ଅଛନ୍ତି। ଏଥର ନିଜ ଦଳ ରୟାଲ୍‌ ଚ୍ୟାଲେଞ୍ଜର୍ସକୁ ବିଜୟ...

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ରଙ୍ଗାରଙ୍ଗ ଉଦ୍‌ଘାଟନ ଉତ୍ସବ ପାଇଁ ପ୍ରସ୍ତୁତି

ଗୁଆହାଟୀ,୯।୧(ପି.ଟି.)- ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ତୃତୀୟ ସଂସ୍କରଣକୁ ସଫଳ କରିବା ପାଇଁ ଆୟୋଜକମାନେ...

ଆଇପିଏଲ୍‌ ପାଇଁ ନୂଆ ବ୍ୟାଟ୍‌ କିଣିଲେ ରାଇନା, ପନ୍ତ

ମିରଟ, ୨୬।୭: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ନେଇ ତାରିଖ ସ୍ପଷ୍ଟ ହୋଇଯିବା...

Advertisement
Archives

Model This Week