ହାଲ୍‌ କାରଖାନାରେ କମ୍ପ୍ରେସର ଫାଟି କର୍ମଚାରୀ ମୃତ

କୋରାପୁଟ,୮।୮(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ହାଲ୍‌ ସୁଖୋଇ ଫ୍ୟାକ୍ଟ୍ରିରେ ଗୁରୁବାର ଅପରାହ୍ନ ୩ଟାରେ ଅଘଟଣ ଘଟିଛି। କମ୍ପ୍ରେସର ବିସ୍ପୋରଣ ହେବାରୁ କାର୍ଯ୍ୟରତ ଜଣେ କର୍ମଚାରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେ ହେଲେ ସୁଦାମ ମହାନ୍ତି। ବିସ୍ପୋରଣରେ ସୁଦାମଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଆସିଥିବା ଛାତ୍ରୀଛାତ୍ରଙ୍କୁ ସ୍ବାଗତ କଲେ ବିଧାୟକ, ବିଇଓ

ଛତ୍ରପୁର,୨୬।୭(ଡି.ଏନ୍‌.ଏ.): ସୋମବାର ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ନରେନ୍ଦ୍ରପୁର ହାଇସ୍କୁଲକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫୁଲ...

ଟାୱାର ବସାଇବା ନଁ।ରେ ମାଗୁଥିଲେ ଟଙ୍କା: ଜଣଙ୍କୁ ଧରି ପୋଲିସ ଜିମା

ତିହିଡ଼ି,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଭାଟପଡ଼ା ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମରେ ବୁଧବାର ମୋବାଇଲ ଟାୱାର ବସାଇବା ନଁ।ରେ ଜଣେ ବ୍ୟକ୍ତି ଟଙ୍କା ଆଦାୟ ପାଇଁ...

ପୁରୀକୁ ଚାଲିବ ବନ୍ଦେ ଭାରତ ଟ୍ରେନ୍‌

ପୁରୀ ଅଫିସ୍‌/ ସାକ୍ଷୀଗୋପାଳ (ସ୍ବ.ପ୍ର./ଡି.ଏନ୍‌.ଏ.) ଭୁବନେଶ୍ୱର, ୨୦।୮(ବ୍ୟୁରୋ) ଦେଶରେ ଚାଲିବାକୁ ଥିବା ୭୫ଟି ବନ୍ଦେ ଭାରତ ଟ୍ରେନ ମଧ୍ୟରୁ ଗୋଟିଏ ପୁରୀକୁ ଚଳାଚଳ କରିବ। ପୁରୀ...

ରାଷ୍ଟ୍ରୀୟ ଦଳିତ ପଛୁଆବର୍ଗ ମହାସଂଘର ପୁଣି ଧାରଣା

ବାରଙ୍ଗ, ୨।୧୦(ଡି.ଏନ୍‌.ଏ.): ଜମି ଜାଲିଆତି ନେଇ ନ୍ୟାଯ୍ୟ ଦାବି ନ ମିଳିବା ଓ ପ୍ରଶାସନ ପ୍ରତିଶ୍ରୁତି ଦେଇ ପୂରଣ କରୁ ନ ଥିବା ପ୍ରତିବାଦରେ ରାଷ୍ଟ୍ରୀୟ...

୮୦ ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା

ମାଲକାନଗିରି ଜିଲାର ୮୦ଟି ପଞ୍ଚାୟତରେ ବ୍ୟାଙ୍କ ବ୍ୟବସ୍ଥା ଓ ଟେଲିଫୋନ ସେବା ନାହିଁ। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲାରେ...

ବଧୂହତ୍ୟା ଅଭିଯୋଗ

ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ...

୧୬ରୁ ପୁରୁଷୋତ୍ତମପୁର ସହର ଶଟ୍‌ଡାଉନ: ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ପୁରୁଷୋତ୍ତମପୁର, ୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ କରୋନା ପଜିଟିଭଙ୍କ ସଂଖ୍ୟା ବଢିବାରେ ଲାଗିଛି। କେତେକ ଅମାନିଆ ଦୋକାନ ବଜାରରେ ସାମାଜିକ ଦୂରତ୍ୱ ରକ୍ଷା କରୁ...

ବେପରୁଆ ଚାଲିଛି ବର୍ତ୍ତନା-ଆଗରପଡା ରାସ୍ତା

ଖଇରା, ୨୦।୮(ଡି.ଏନ.ଏ.)-ବାଲେଶ୍ୱର ଭଦ୍ରକ କେନ୍ଦୁଝର ଓ ମୟୂରଭଞ୍ଜ ୪ ଜିଲାକୁ ସଂଯୋଗ କରୁଥିବା ବର୍ତ୍ତନା-ଆଗରପଡା ପୂର୍ତ୍ତ ବିଭାଗ ରାସ୍ତା ଏବେ ବେପରୁଆ ଢଙ୍ଗରେ ଚାଲୁଥିବାରୁ ଯାତ୍ରୀଙ୍କ...

Advertisement
Archives

Model This Week