ହିଂସାକୁ ଉସୁକାଇବା ଭଳି ମନ୍ତବ୍ୟ ଦେଇ ଅଡ଼ୁଆରେ ପ୍ରଦୀପ ମାଝି, ନିଜ ଆଡ଼ୁ ଏତଲା କଲା ନବରଙ୍ଗପୁର ପୋଲିସ

ନବରଙ୍ଗପୁର,୨୭।୧୨(ବି.ପ୍ର.): ନବରଙ୍ଗପୁର ବନ୍ଦ ପାଳନ ସମୟରେ ହିଂସାକୁ ଉସୁକାଇବା ଭଳି ମନ୍ତବ୍ୟ ଦେଇ ଅଡ଼ୁଆରେ ପୂର୍ବତନ ଏମ୍‌ପି ତଥା କଂଗ୍ରେସ ନେତା ପ୍ରଦୀପ ମାଝି। ନବରଙ୍ଗପୁର ଟାଉନ ଥାନାରେ ନିଜ ତରଫରୁ ପୋଲିସ ପ୍ରଦୀପଙ୍କ ସହ ମୋଟ ୧୫ଜଣଙ୍କ ନାମରେ ଏତଲା ଦେଇଛି। ଏହାପରେ ମାମଲା(ନଂ. ୩୧୦/୧୯) ରୁଜୁ କରି ପୋଲିସ ଛାନ୍‌ଭିନ୍‌ ଜାରି ରଖିଛି। ଦଫା ୧୪୭, ୩୪୧, ୩୫୩,୨୮୩, ୫୦୬,୪୩୫,୧୨୦(ଖ) ଏବଂ ୩ ପିଡିପିପିରେ ମାମଲା ରୁଜୁ ହୋଇଛି। ଆଉ ଅଧିକ ଲୋକଙ୍କ ନାମରେ ମାମଲା ହୋଇପାରେ ବୋଲି ପୋଲିସ କହିଛି।

ପ୍ରକାଶଯୋଗ୍ୟ, କୋଷାଗୁମୁଡ଼ା ବ୍ଲକ ବାମୁଣି ପଞ୍ଚାୟତରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଏହି ସମୟରେ ଶାନ୍ତିପୂର୍ଣ୍ଣ ଭାବେ ନ୍ୟାୟ ନ ମିଳିଲେ ଏହାକୁ ଛଡ଼ାଇନେବୁ। ଗାନ୍ଧୀଙ୍କୁ ଛାଡ଼ି ସୁଭାଷ ବୋଷଙ୍କ ନୀତି ଆପଣାଇବୁ ବୋଲି ମନ୍ତବ୍ୟ ଦେଇଥିଲେ ପ୍ରଦୀପ। ଏହାକୁ ନେଇ ରାଜନୀତି ତେଜିବା ସହ ବିଭିନ୍ନ ମହଲରୁ ଏଭଳି ବୟାନକୁ ନିନ୍ଦା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri