ହିଙ୍ଗୁଳା ମନ୍ଦିରରୁ ଚୋରି: ତାଲା ଭାଙ୍ଗି ହୁଣ୍ଡିବାକ୍ସରୁ ଟଙ୍କା ନେଇଗଲେ ଦୁର୍ବୃତ୍ତ

ବଅଁରପାଳ,୧୦।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ ବଳରାମ ପ୍ରସାଦଠାରେ ଥିବା ହିଙ୍ଗୁଳା ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିର ତାଲା ଭାଙ୍ଗି ହୁଣ୍ଡି ବାକ୍ସରୁ ଚୋରି କରିଥିବା ନେଇ ସକାଳେ ପୂଜାରୀ ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ। ଗ୍ରାମବାସୀ ଥାନାକୁ ଖବର ଦେବାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଇରାନକୁ ଟ୍ରମ୍ପଙ୍କ ସାଂଘାତିକ ଧମକ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri