Posted inଜାତୀୟ

ହିଜବୁଲର ୩ ଆତଙ୍କବାଦୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ଘୋଷଣା କଲା ପୋଲିସ

ଜମ୍ମୁ,୨୮।୧୦: ଘାଟିରୁ ଆତଙ୍କବାଦୀ ମୂଳୋତ୍ପାଟନ କରିବାକୁ ସେନା ଓ ଜମ୍ମୁ-କଶ୍ମୀର ପୋଲିସ ଯେମିତି ଏକ ପ୍ରକାର ଶପଥ ନେଇଛି ବୋଲି କୁହାଯାଉଛି ଏହି କ୍ରମରେ ରାଜ୍ୟର କିଶତଓ୍ବୋଡ ପୋଲିସ ହିଜବୁଲ ମୁଜାହୁଦ୍ଦିନ ଆତଙ୍କବାଦୀ ସଂସ୍ଥା ସହ ସମ୍ପୃକ୍ତ ୩ ଜଣଙ୍କ ମୁଣ୍ଡ ଜାମିନ ପାଇଁ ୩୦ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷରା କରିଛି। ଏoଡି ଆତଙ୍କବାଦୀ ହେଲେ ମୋହମ୍ମଦ ଅମିନ ଯାହାଙ୍କୁ ଧରାଇଦେଲେ ୧୫ ଲକ୍ଷ ଟଙ୍କା ପୁରସ୍କାର ରାଶି ମିଳିବ ବୋଲି ପୋଲିସ ଘୋଷଣା କରିଛି। ସେହିପରି ରିୟାଜ ଅହମ୍ମଦ ଓ ମୁଦ୍ଦସିର ହୁସେନଙ୍କ ମୁଣ୍ଡ ପାଇଁ ମଧ୍ୟ ୧୫ ଲକ୍ଷ ଟଙ୍କା ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ବିଧାନସଭା ସଚିବଙ୍କୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ, ୭।୧୧(ପି.ଟି.):ରିପବ୍ଲିକାନ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ବିଧାନସଭା ନୋଟିସକୁ ସୁପ୍ରିମକୋର୍ଟଙ୍କୁ ହସ୍ତାନ୍ତର କରି ଗୋପନୀୟତା ଉଲ୍ଲଂଘନ କରିଥିବା ଅଭିଯୋଗରେ ମହାରାଷ୍ଟ୍ର ବିଧାନସଭା ସଚିବ ତାଙ୍କୁ...

‘ଗୋଆରେ ସରକାରକୁ ଆସିଲେ ମାଗଣାରେ ବିଦ୍ୟୁତ୍‌ ଦେବୁ’

ପଣନୀ,୧୪।୭: ଯଦି ଦିଲ୍ଲୀ ବାସୀ ମାଗଣାରେ ବିଦ୍ୟୁତ ପାଉଛନ୍ତି, ତେବେ ଗୋଆ ଲୋକେ କାହିଁକି ନୁହେଁ। ଗୋଆରେ ସରକାରକୁ ଆସିଲେ ପ୍ରତ୍ୟେକ ପରିବାରକୁ ମାସକୁ ୩୦୦...

ଛପା ଯାଉନି ଦୁଇ ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ, ୧୫।୩ – ଦୁଇ ବର୍ଷ ହେଲା ଦୁଇ ହଜାର ଟଙ୍କିଆ ନୋଟ୍‌ ଛପା ପ୍ରକ୍ରିୟା ବନ୍ଦ ଅଛି। ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ...

ସଭରକରଙ୍କୁ ସେବାଦଳର ଆକ୍ଷେପ: କଂଗ୍ରେସ ଉପରେ ବର୍ଷିଲେ ଭାଜପା, ଶିବସେନା

ମୁମ୍ବାଇ, ନୂଆଦିଲ୍ଲୀ,୪ା୧(ପି.ଟି.): ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କ ସହ ସ୍ବାଧୀନତା ସଂଗ୍ରାମୀ ବୀର ସଭରକରଙ୍କର ଶାରୀରିକ ସମ୍ପର୍କ ରହିଥିଲା ବୋଲି କଂଗ୍ରେସ ସେବାଦଳ ପକ୍ଷରୁ...

ଭୂତମେଳା

ଉତ୍ତର ପ୍ରଦେଶ ମିର୍ଜାପୁର ଅହୋରାହ ଥାନା ଅଞ୍ଚଳରେ ବରହି ଗାଁରେ ଦେଖିବାକୁ ମିଳେ ଏକ ଅଜବ ମେଳା। ସ୍ଥାନୀୟ ଲୋକେ ଏହାକୁ ଭୂତଙ୍କ ମେଳା ବୋଲି...

ଦେଶବାସୀଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୫: ଇଦ-ଉଲ-ଫିତର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ବାର୍ତ୍ତାରେ ମୋଦି କହିଛନ୍ତି, ଏହି ପର୍ବ ପ୍ରେମ, ଶାନ୍ତି, ଭାତୃତ୍ୱ...

ଭୁଲ ମାଗିଲା ଗୁଗଲ

ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ...

କଂଗ୍ରେସରେ ଚାଲିଛି ମ୍ୟୁଜିକାଲ ଚେୟାର ଖେଳ: ସୋନିଆଙ୍କ ପରେ ରାହୁଲ ଏବେ ପୁଣି ସୋନିଆ; କହିଲେ ସମ୍ବିତ୍‌ ପାତ୍ର

ନୂଆଦିଲ୍ଲୀ,୧୧।୮: କଂଗ୍ରେସ ଦିଗହରା ହୋଇ ଅଧ୍ୟକ୍ଷ ପଦ ପାଇଁ ଯୋଗ୍ୟ ପ୍ରାର୍ଥୀ ଖୋଜି ପାଇପାରୁନି ବୋଲି ଭାଜପା ମୁଖପାତ୍ର ସମ୍ବିତ ପାତ୍ର ରବିବାର କହିଛନ୍ତି। ଦଳରେ...

Advertisement


Archives

Model This Week