ହିଞ୍ଜିଳିରେ ମତଦାନ ବ୍ୟାହତ

ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ ହୋଇଛି। ତୃଟି ସୁଧାର ପରେ ମଧ୍ୟ ଲୋକଙ୍କ ମଧ୍ୟରେ ମତଦାନକୁ ନେଇ ଉତ୍ତେଜନା ପ୍ରକାଶ ପାଇବାରୁ ଭୋଟ ଗ୍ରହଣ ବନ୍ଦ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଫ୍‌ କଲୋନୀରୁ ସୁନାଗହଣା ଲୁଟ୍‌ ଘଟଣା: ସିକ୍ୟୁରିଟି ଅଟକ

ଗଞ୍ଜାମ,୨ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ସହର ନିକଟସ୍ଥ ଗ୍ରାସୀମ କମ୍ପାନୀ ଷ୍ଟାଫ୍‌ କଲୋନୀରେ ଦୀର୍ଘଦିନ ହେବ ରହି ଆସୁଥିବା ସନଟେକ କମ୍ପାନୀ ପରିଚାଳକ ହିମାଂଶୁ ମିଶ୍ରଙ୍କ କ୍ୱାର୍ଟର୍ସରୁ...

ବେଳାଭୂମିରେ ଶୀତତାପ ନିୟନ୍ତ୍ରିତ ରେଷ୍ଟୁରାଣ୍ଟ: ୭ରୁ ୧୦ ହଜାର ଟଙ୍କାରେ ବୁକ୍‌ ହେଉଛି ରୁମ୍‌

ଚିକିଟି,୧ା୧୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୁନାପୁର ବେଳାଭୂମିରେ ଚଳିତ ବର୍ଷର ଇକୋ ରିଟ୍ରିଟ ଆରମ୍ଭ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ...

ସ୍ତ୍ରୀଙ୍କୁ ପଥରରେ ଛେଚି କରିଥିଲେ ହତ୍ୟା: ଅଭିଯୁକ୍ତ ସ୍ବାମୀଙ୍କୁ ୧୫ ବର୍ଷ କାରାଦଣ୍ଡ

ବ୍ରହ୍ମପୁର,୧।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌(ଏଡିଜେ- ୩ )ରାଜକୁମାର ଦାଶ ସ୍ତ୍ରୀ ହତ୍ୟା ମାମଲାର ବିଚାର କରି ଗୁରୁବାର ରାୟ ପ୍ରକାଶ କରିଛନ୍ତି।...

କୁମାରୀ ମାତୃତ୍ୱ ପରେ ଆଖି ବୁଜିଲେ ମା’

ବ୍ରହ୍ମପୁର,୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ଜଣେ ନାବାଳିକା ଗର୍ଭବତୀଙ୍କ ଯତ୍ନ ଅଭାବରୁ ପ୍ରସବ ପରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି।...

ଦର ଅଧିକରୁ ମଟନ ବ୍ୟବସାୟ ମାନ୍ଦା

ବ୍ରହ୍ମପୁର,୨୯।୧୧(ତନୁଶ୍ରୀ ନାହାକ): ଧର୍ମ ମାସ କାର୍ତ୍ତିକ ସରିଛି। ମାସେ ହେଲା ରେଶମ ସହରର ଆମିଷ ବଜାର ମାନ୍ଦା ଥିବାବେଳେ ମଙ୍ଗଳବାର ଛାଡ଼ଖାଇ ପାଇଁ ଚଳଚଞ୍ଚଳ ହୋଇ...

ହାତୀ ଉପଦ୍ରବ: ବ୍ୟାପକ ଫସଲ

ଭଞ୍ଜନଗର,୨୭ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ହାତୀ ଉପଦ୍ରବ ଦିନକୁ ଦିନ ବଢିବାରେ ଲାଗିଛି। ସନ୍ଧ୍ୟା ପୂର୍ବରୁ ହାତୀପଲ...

କରୋନା ପରେ ନିମୋନିଆକୁ ନେଇ ବଢିଲା ଚିନ୍ତା

ବ୍ରହ୍ମପୁର,୨୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): କରୋନା ପରେ ଏବେ ଚୀନରେ ପିଲାମାନେ ନିମୋନିଆ ଆକ୍ରାନ୍ତ ହେଉଥିବାରୁ ଚାରିଆଡେ ଚିନ୍ତା ବଢିଛି। ଭାରତ ସରକାର ରାଜ୍ୟଗୁଡିକୁ ସତର୍କତା ଅବଲମ୍ବନ...

ବିଜେଡିରେ ଯୋଗଦେବା ପରେ ମା’ ତାରାତାରିଣୀଙ୍କ ଆଶିଷ ନେଲେ ଭି.କେ ପାଣ୍ଡିଆନ

ପୁରୁଷୋତ୍ତମପୁର,୨୭।୧୧(ସିମାଞ୍ଚଳ ମିଶ୍ର): ଅବସରପ୍ରାପ୍ତ ଆଇଏଏସ ତଥା ୫ଟି-ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଜଦରେ ସାମିଲ ହୋଇଛନ୍ତି। ବିଜେଡିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri