ହିଞ୍ଜିଳି ଥାନା ଅଞ୍ଚଳରେ ବଢ଼ୁଛି ଚୋରି

ହିଞ୍ଜିଳିକାଟୁ, ୪ା୬(ଡ଼ି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଏକାଧିକ ଚୋରି ହୋଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କୁ କାବୁ କରିବାରେ ପୋଲିସ ସଫଳ ହୋଇପାରୁନାହିଁ। ସୋମବାର ରାତିରେ ଆର୍‌ଏମ୍‌ସି ପରିସରରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ରହୁଥିବା କୃଷି ବିଭାଗର ଅଫିସ ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଗ୍ୟାସ ସିଲିଣ୍ଡର, ୧୨ ହଜାର ଟଙ୍କା, ମୋବାଇଲ ଫୋନ ଓ ଅନ୍ୟାନ୍ୟ ସାମଗ୍ରୀ ଲୁଟି ନେଇଛନ୍ତି। ଆମ୍ବୁଲାନ୍ସ କର୍ମଚାରୀମାନେ ବ୍ରହ୍ମପୁର ବଡ଼ ମେଡିିକାଲରେ ରୋଗୀଙ୍କୁ ଛାଡି ଫେରିବା ପରେ ରାତି ପ୍ରାୟ ୧୦ଟାରେ ଚୋରି ସମ୍ପର୍କରେ ଜାଣିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେହିପରି ରବିବାର ରାତିରେ ସୋମପୁର ଗ୍ରାମରୁ ସୁରେନ୍ଦ୍ର ଗୌଡ଼ଙ୍କ ୫ଟି ମେଣ୍ଢା ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଘରୁ ଚୋରି ଘଟଣାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀ ଉପରେ ପୋଲିସ ସନ୍ଦେହ କରୁଛି। ଦୁର୍ବୃତ୍ତଙ୍କୁ ଧରିବା ପାଇଁ ତନାଘନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମଝିରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ଗଞ୍ଜାମ,୧୩।୯(ଡି.ଏନ.ଏ.) ଗାଁ ମଝିରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ। ଉକ୍ତ ଖୁଣ୍ଟକୁ ଲାଗି ରହିଛି ଏକ ବିରାଟ ଉଚ୍ଚତା ସମ୍ପନ୍ନ ହାଇମାକ୍ସ ଲାଇଟ ପୋଲ। ତାହା...

ସୋସୋ ଥାନା ଅଞ୍ଚଳରୁ ମଦ ଜବତ, ୩ ଗିରଫ

ହାଟଡ଼ିହୀ,୨୯।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ସୋସୋ ଥାନା ଅଞ୍ଚଳରୁ ବୁଧବାର ପୋଲିସ ୨୮ଲିଟର ମହୁଲି ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩...

ଜେଲ୍‌ ଗଲେ ବିଡିଏ ସେକ୍ସନ ଅଫିସର

କଟକ ଅଫିସ,୨୦।୧୨: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିଷମେଣ୍ଟ) ବିଭୂତି ଭୂଷଣ ରାୟଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର...

ଓଡ଼ିଶା ଡ୍ରାଇଭର ସଂଘର ନିଆରା ଆନ୍ଦୋଳନ, ରାସ୍ତାରେ ଶୋଇ ମୁଣ୍ଡିଆ ମାରିଲେ

ଛତ୍ରପୁର,୪ା୧୧(ଡି.ଏନ୍‌.ଏ.): ଓଡ଼ିଶା ଡ୍ରାଇଭର ସଂଘ ପକ୍ଷରୁ ରାସ୍ତାରେ ତଳେ ଶୋଇ ଅଭିନବ ଉପାୟରେ ଶୁକ୍ରବାର ନିଆରା ଆନ୍ଦୋଳନ କରିଛନ୍ତି। ଶତାଧିକ ଡ୍ରାଇଭର ଏକ ବିରାଟ ଶୋଭାଯାତ୍ରାରେ...

କଲେଜ ସମ୍ମୁଖରେ ଅଳିଆ ପକାଇବା ମହଙ୍ଗା ପଡିଲା ଆବର୍ଜନା ଭର୍ତ୍ତି ଟ୍ରାକ୍ଟର ଚାବି ଛଡାଇ ନେଲେ କାଉନସିଲର

ଗଞ୍ଜାମ,୨୦ା୯(ଡି.ଏନ.ଏ.): ଗଞ୍ଜାମ ସହର ପୁରୁଣା ଜାତୀୟ ରାଜପଥ ପାର୍ଶ୍ୱରେ ଥିବା କଲେଜ ସମ୍ମୁଖରେ ଗଞ୍ଜାମ ଏନଏସିର ଏକ ଅଳିଆ ବୋଝେଇ ଟ୍ରାକ୍ଟର ଅଳିଆ ପକାଉଥିଲେ। ଏହା...

ମନ୍ଦିର ହୁଣ୍ଡି, ଆଲମାରି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି

ନିରାକାରପୁର, ୨୬।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାମ ମନ୍ଦିର ଓ ସାଇ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ...

ଏସିଆ ବୁକ୍‌ ଅଫ୍‌ ରେକଡର୍‌ସରେ ଆଇଟିଆଇର ସର୍ବବୃହତ୍‌ ହକି ଫିଲ୍ଡ ଲୋଗୋ

ବ୍ରହ୍ମପୁର ଅଫିସ୍‌, ୩୧ା୧:ୱେଷ୍ଟ ଟୁ ହେଲ୍‌ଥ ଦକ୍ଷତାକୁ ନେଇ ବ୍ରହ୍ମପୁର ଆଇଟିଆଇ ପୁଣି ଏକ ରେକର୍ଡ ହାସଲ କରିଛି। ଆଇଟିଆଇ ବିଦ୍ୟାର୍ଥୀଙ୍କ ଦ୍ୱାରା ନିର୍ମିତ ବୃହତ୍ତମ...

ଭୀଷ୍ମଗିରିରୁ ଭୁବନେଶ୍ୱର ଗଞ୍ଜେଇ ଚାଲାଣ: ୨ ଛାତ୍ର ଗିରଫ

ବ୍ରହ୍ମପୁର ଅଫିସ୍‌,୨୧ା୧୧- ଅବକାରୀ ବିଭାଗ ବୁଧବାର ପୃଥକ୍‌ ଭାବେ ଦୁଇଟି ସ୍ଥାନରେ ଚଢାଉ କରି ୨୨.୨୨୦ କେଜି ଗଞ୍ଜେଇ ଜବତ କରିଛି। ୨ ଜଣ ଗଞ୍ଜେଇ...

Advertisement
Archives

Model This Week