Posted inପୁରୀ

ହିତାଧିକାରୀଙ୍କୁ ରାଶନ, ୧ ହଜାର ଟଙ୍କା ବଣ୍ଟନ

କାକଟପୁର,୫।୪(ଡି.ଏନ.ଏ)- କାକଟପୁର ବ୍ଲକ ଅଧୀନସ୍ଥ କାକଟପୁର ପଞ୍ଚାୟତର ନଂ୧, ୨, ୩, ୪, ୫, ୬, ୧୨, ୧୩ ଆଦିି ଓାର୍ଡରେ ୩ ମାସର ଅଗ୍ରୀମ ରାଶନ ସାମଗ୍ରୀ ସହ ପ୍ରତି କାର୍ଡ ପିଛା ହିତାଧିକାରୀମାନଙ୍କୁ ୧ ହଜାର ଟଙ୍କା ଲେଖାଁଏ ବଣ୍ଟନ କରାଯାଇଛି। ବ୍ଲକ ଯୋଗାଣ ନିରୀକ୍ଷକ ସୁଧାକର ମଲ୍ଲିକଙ୍କ ନେତୃତ୍ୱରେ ସରପଞ୍ଚ ସୌଦାମିନୀ ବରାଳ, ନୋଡାଲ ଅଫିସର ଶିକ୍ଷକ ପବିତ୍ର ସେଠୀ, ଅଙ୍ଗନବାଡି କର୍ମୀମାନଙ୍କ ଉପସ୍ଥିତିରେ ଡିଲର କୈଳାସ ସେନାପତି ଘର ଘର ବୁଲି ରାଶନ ସାମଗ୍ରୀ ଓ ଟଙ୍କା ବଣ୍ଟନ କରିଥିଲେ। ରାଶନ ସାମଗ୍ରୀ ସହ ଟଙ୍କା ନେବାକୁ ଆସୁଥିବା ହିତାଧିକାରୀଙ୍କ ହାତକୁ ହ୍ୟାଣ୍ଡଓ୍ବାଶ ଦ୍ୱାରା ଧୋଇବା ସହ ୧ ମିଟରରୁ ଅଧିକ ଦୂରରେ ରହି ଧାଡିରେ ହିତାଧିକାରୀମାନେ ରାଶନ ସାମଗ୍ରୀ ନେଇଥିଲେ। ଏଥିସହ ପଞ୍ଚାୟତର କେତେକ ସ୍ଥାନରେ କରୋନା ସମ୍ପର୍କରେ ଲୋକମାନଙ୍କୁ ସଚେତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri