ହିତାଧିକାରୀଙ୍କୁ ୩ମାସର ରାସନ ସାମଗ୍ରୀ ବଣ୍ଟନ

ହାଟଡ଼ିହୀ,୧୬।୪(ଡି.ଏନ୍‌.ଏ.): କରୋନା ରୋଗର ମୁକାବିଲା ପାଇଁ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଢେଙ୍କା ପଞ୍ଚାୟତରେ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଯୋଗାଣ ଅଧିକାରୀ ଶ୍ୟାମ ମାଝୀ ଓ ସରପଞ୍ଚ ନିମାଇଁ ସାମଲଙ୍କ ଉପସ୍ଥିତିରେ ଢେଙ୍କା ପଞ୍ଚାୟତର ହିତାଧିକାରୀଙ୍କୁ ଏପ୍ରିଲ, ମେ’ ଓ ଜୁନ ୩ମାସର ରାସନ ସାମଗ୍ରୀ ଏକାଥରକେ ବଣ୍ଟନ କରାଯାଇଛି। ଏଥିସହ ରାସନ କାର୍ଡ ପିଛା ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ମଧ୍ୟ ପ୍ରଦାନ କରାଯାଇଛି। କିନ୍ତୁ କେତେକ ବ୍ୟକ୍ତିଙ୍କର ରାସନ କାର୍ଡ ନ ଥିବାରୁ ସେମାନଙ୍କୁ ଯୋଗାଣ ସାମଗ୍ରୀ ମଳିପାରୁ ନ ଥିବା ଅଭିଯୋଗ ହୋଇଛି। ପଞ୍ଚାୟତ ପକ୍ଷରୁ ଶହେ ଜଣଙ୍କୁ ଦୁଇ ଓଳି ରନ୍ଧା ଖାଦ୍ୟର ବ୍ୟବସ୍ଥା ମଧ୍ୟ କରାଯାଇଥିବା ଜଣାପଡ଼ିଛି। ସେହିପରି ଜିଆରଏସ୍‌ ପ୍ରଫୁଲ୍ଲ ମାଝୀ ଓ ପିଇଓ ନରହରି ନାୟକ ଘର ଘର ବୁଲି ହିତାଧିକାରୀଙ୍କୁ ଭତ୍ତା, ସାବୁନ, ମାସ୍କ ପ୍ରଦାନ କରିଛନ୍ତି। ଏଥିସହ ନିର୍ମାଣ ଶ୍ରମିକଙ୍କୁ ଦେଢ଼ ହଜାର ଟଙ୍କା ବଣ୍ଟନ କରାଯାଇଛି। ଅପରପକ୍ଷେ ଜିଲାରେ ଆଇସୋଲେଶନ୍‌ କେନ୍ଦ୍ର ଖୋଲା ସରିଥିବା ବେଳେ ବିଡ଼ିଓ ଓ ଯୋଗାଣ ଅଧିକାରୀ ଉକ୍ତ ପଞ୍ଚାୟତର ସମସ୍ତ କାର୍ଯ୍ୟକୁ ତଦାରଖ କରୁଛନ୍ତି। ଏହି ପଞ୍ଚାୟତ ଅଧିନରେ ୧୯ଟି ୱାର୍ଡ ରହିଥିବା ବେଳେ ଏହା ଏକ ଆଦିବାସୀ ପଞ୍ଚାୟତ। କରୋନା ଭାଇରସ୍‌ର ମୁକାବିଲା ଲାଗି ପଞ୍ଚାୟତ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପକୁ ସ୍ବାଗତ କରାଯିବା ସହ ଜିଆରଏସ ଓ ପିଇଓଙ୍କ କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରାଯାଇଛ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri