ହିତାଧିକାରୀ ବଛାନିଛାରେ ଗପଲତି ଅଭିଯୋଗ:ଆବାସ ଯୋଜନାରୁ ବଁଚିତ୍‌ ହକ୍‌ଦାର ହିତାଧିକାରୀ

ଲୋଇସିଂହା,୩।୮(ଡି.ଏନ୍‌.ଏ.):
୨୦୨୨ ତକ୍‌ ଦେଶର ସବୁ ମାଟି ଘର ପକାଘରରେ ପରିନତ କରବାକେ କେନ୍ଦ୍ର ଆର ରାଏଜ୍‌ ସରକାର ଯୋର ଦେଇ କହୁଛନ୍‌। ଇଆଡ଼େ ନିହାତି ଗରିବ୍‌ ଦୁଖି, ହକ୍‌ଦାର ହିତାଧିକାରୀ ବଛାନିଛାରେ ଗପଲତି ଲାଗି ଯୋଜନାର ଲାଭ ନାଇଁପାଏବାର। ସେନ୍‌ତା ଥିଲାବାଲା ଲୋକ୍‌ ଧରାକରା, ଲଁାଚ୍‌ଖୁଁଚ୍‌ ଦେଇ ଯୋଜନାର ଲାଭ ହାତଉଛନ୍‌। ଏନ୍‌ତା ଗୁଟେ ଘଟନା ଦେଖ୍‌ବାକେ ମିଲିଛେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଁଚେତ୍‌ ସଦର ଗଁାରେ।
ସୂଚନା ଅନ୍‌ସାରେ ହୀରାପୁର ଗଁାର ଧନ ସାହୁ। ପରିବାର କହେଲେ ମାଏକିନା ଆର ୨ ପୁଓକେ ନେଇ ତାକର ସଁସାର। ଧନ ଝନେ ନିହାତି ଗରିବ୍‌ ଲୋକ୍‌ ହେଇଥିଲାବେଲେ ନଁା’କେ ଝନେ ଚାଷୀ। ସେ କୁଲି ମଜୁରି କରି ଯାହା କମଉଛନ୍‌ ସେଥ୍‌ରେ ୪ ପରାନୀ କୁଟୁମ ଚଲୁଛନ୍‌। ପଁଚେତ୍‌ରୁ ଘର ଖଁଡ଼େ ମିଲବା ବଲି ସୁନି ପରିବାରର ଖୁସିର ଠିକାନା ନାଇଁଥାଇ। ହେଲେ ତାଲିକାରେ ଥିଲାବାଲା ଲୁକ୍‌କୁ କାର୍ଯ୍ୟାଦେଶ ମିଲିଥିଲାବେଲେ ଧନ ଉପେକ୍ଷିତ ହେଇଥିବାର ଅଭିଯୋଗ କରିଛନ୍‌। ଇ ଘଟନାକେ ନେଇ ଗଁାରେ ଅସନ୍‌ତୋଷ ପରକାଶ ପାଇଛେ। ଘଟନା ବାବ୍‌ଦେ ମତାମତ ନେବାର ଲାଗି ପିଇଓ ଲୋକନାଥ ନାଏକକଁର ମୋବାଇଲ ନଂ.୯୪୮୦୦୧୧୬୧ରେ ଯୋଗାଯୋଗ କରାଯାଇଥିଲା। ହେଲେ ମୋବାଇଲ ସ୍ବିଚ୍‌ଅଫ୍‌ ଥିବାରଲାଗି ତାକର ମତାମତ ନାଇଁ ମିଲିପାରି। ଜିଲା ପରଶାନ ପଁଚେତ୍‌ରେ ହେଉଥିବାର ହିତାଧିକାରୀ ଚୟନ ଉପରେ ତଦଁତ୍‌ କରି ପଦକ୍ଷେପ ନେବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୩ରେ ଜିଏସ୍‌ଟି ସଂଗ୍ରହ ୧୫.୧୪% ବଢ଼ିଛି

ଭୁବନେଶ୍ୱର, ୩ା୪(ବ୍ୟୁରୋ): ୨୦୨୩ ମାର୍ଚ୍ଚରେ ଓଡ଼ିଶା ମୋଟ ଜିଏସ୍‌ଟି ବାବଦକୁ ୪୭୪୯.୦୨ କୋଟି ଟଙ୍କା ସଂଗ୍ରହ କରିଛି। ୨୦୨୨ ମାର୍ଚ୍ଚରେ ଏହି ସଂଗ୍ରହ ପରିମାଣ ୪୧୨୪.୬୬...

୫ ବର୍ଷରେ ଗାଁରେ ୨୬ ଲକ୍ଷ ୮୪ ହଜାର ପକ୍କାଘର

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଗ୍ରାମୀଣ ଗୃହ ନିର୍ମାଣ ଯୋଜନାର ସଫଳ ରୂପାୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟରେ ପରିଣତ ହୋଇଛି। ୨୦୧୪-୧୫ରୁ ୨୦୨୦ ମଧ୍ୟରେ ରାଜ୍ୟରେ ୨୬ ଲକ୍ଷ...

ଉଦ୍‌ବେଗଜନକ ସ୍ଥିତିରେ ସଡ଼କ ଦୁର୍ଘଟଣା: ୨୦୧୮ରେ ୫୩୧୫ଙ୍କର ମୃତ୍ୟୁ

କଟକ ଅଫିସ, ୧ା୬: ରାଜ୍ୟରେ ସଡ଼କ ଦୁର୍ଘଟଣା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ୨୦୧୮ରେ ରାଜ୍ୟରେ ମୋଟ୍‌ ୧୧,୨୬୨ଟି ସଡ଼କ ଦୁର୍ଘଟଣା ଘଟିଥିବାବେଳେ ସେଥିମଧ୍ୟରେ ୫୩୧୫ଜଣଙ୍କର ମୃତ୍ୟୁ...

ଶ୍ରୀମନ୍ଦିର ଭିଡିଓ ଭାଇରାଲ ଘଟଣା: କ୍ଷମା ମାଗିଲେ ଯୁବକ

ପୁରୀ ଅଫିସ,୪ା୧୨: ଶ୍ରୀମନ୍ଦିର ଏବଂ ଏହାର ଏହାର ଆଖପାଖ ଅଞ୍ଚଳର ଭିଡିଓ ରେକର୍ଡିଂ କରିଥିବା ବଙ୍ଗୀୟ ଯୁବକ ଅନିମେଶ ଚକ୍ରବର୍ତ୍ତୀ କ୍ଷମା ମାଗିଛନ୍ତି। ସେ ଏକ...

ଟାର୍ଗେଟ ପୂରୁଛି, ଋଣ ମିଳୁନି

ପୁରୀ ଅଫିସ,୧୭।୬: ପୁରୀ ଜିଲା ଅର୍ଥନୀତି ମୁଖ୍ୟତଃ ପର୍ଯ୍ୟଟନ ଓ କୃଷି ଉପରେ ନିର୍ଭରଶୀଳ। ଉଦ୍ୟୋଗ ଭଳି କ୍ଷେତ୍ରରେ ପୁରୀ ଜିଲା ଅଗ୍ରଣୀ ହୋଇପାରିନାହିଁ। ଉଦ୍ୟୋଗ...

ବାଚସ୍ପତିଙ୍କ ରୁଲିଂକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଗୃହର ମଧ୍ୟଭାଗରେ ବିରୋଧୀ ଦଳ ହଙ୍ଗାମା କଲେ ତାହା ଗଣମାଧ୍ୟମରେ ପ୍ରକାଶ ପାଇବ ନାହିଁ। ଶୁକ୍ରବାର ବାଚସ୍ପତି ଦେଇଥିବା ଏଭଳି ରୁଲିଂକୁ ବିରୋଧୀ ଦଳ...

୭ ଦିନ ରିଲିଫ୍‌ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ପ୍ରଭାବରେ ଜଳଘେରରେ ଥିବା ୧୨୮ଟି ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦିଆଯିବ। ବୁଧବାର ସନ୍ଧ୍ୟାରେ ମୁଖ୍ୟ ଶାସନ...

ଗଞ୍ଜାମ, ଗଜପତିରେ ଧସିଲା ପାହାଡ଼

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି, ୧୩ା୧୦(ସ୍ବ.ପ୍ର.)-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ...

Advertisement
Archives

Model This Week