ହିନାଙ୍କୁ ଅଫ୍‌ଶାନା କହିଲେ ମୋଟି !

ବମ୍ବେ: ମୋଟି ହୋଇଗଲେଣି ଅଭିନେତ୍ରୀ ହିନା ଖାନ୍‌। ଏକଥା ଆମେ କହୁନାହୁଁ ବରଂ କହିଛନ୍ତି ଅଫସାନା ଖାନ୍‌। ବିଗ୍‌ ବସ୍‌ ଘରେ ପ୍ରତିଯୋଗୀ ଅଛନ୍ତି ଅଫ୍‌ଶାନା। ଶନିବାର ଦେଖାଯାଇଥିବା ଓ୍ବିକେଣ୍ଡ ବାର୍‌ ଏପିସୋଡରେ ହିନା ଅତିଥି ଭାବେ ପହଞ୍ଚିଥିଲେ। ତାଙ୍କୁ ଘରେ ଦେଖି ଅଫ୍‌ଶାନା ମୋଟି ବୋଲି କହିଥିଲେ। ସ୍କ୍ରିନ୍‌ରେ ବେଶ୍‌ ସ୍ଲିମ୍‌ ଏବଂ ଫିଟ୍‌ ଦେଖାଯାଇଥାନ୍ତି ସେ। ହେଲେ କାହିଁକି ମୋଟା ଲାଗୁଛନ୍ତି ବୋଲି ଅଫ୍‌ଶାନା ପଚାରିଥିଲେ ଅଫ୍‌ଶାନା। ଏହାର ହାଲକା ଜବାବ ଦେଇଥିଲେ ହିନା। ସେ ଅନ୍‌ସ୍କ୍ରିନରେ ହିଁ ସେଭଳି ଦେଖାଯାଆନ୍ତି ବୋଲି କହିଥିଲେ।

ତେବେ ଅଫ୍‌ଶାନା ଜଣେ ପଞ୍ଜାବୀ ଗାୟିକା। ସେ ଶୋ’ରେ ନିଜର ଆକ୍ରାମକ ସ୍ବଭାବକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ସେହିଭଳି ହିନା ‘ୟେ ରିସ୍ତା କ୍ୟା କହଲାତା ହୈ’ରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏହାପରଠାରୁ ସେ ଘରେ ଘରେ ପରିଚିତ ହୋଇଥିଲେ। ନିକଟରେ ହିନା ନିଜ ବାପାଙ୍କୁ ହରାଇଛନ୍ତି। ଏହାକୁ ନେଇ ସେ ଶକ୍ତ ଆଘାତ ପାଇଥିଲେ। ପରେ ପରେ ହିନା କରୋନା ପଜିଟିଭ୍‌ ମଧ୍ୟ ଚିହ୍ନଟ ହୋଇଥିଲେ। ଏହାକୁ ନେଇ ତାଙ୍କର ଓଜନ ବଢ଼ିଯାଇଛି। ହେଲେ ଜୀବନର କଠିନ ସମୟରେ ଫିଟ୍‌ନେସ୍‌ ନୁହେଁ ବରଂ ମାନସିକ ସ୍ବାସ୍ଥ୍ୟ ଉପରେ ଗୁରୁତ୍ୱ ଦେଇଥିବା ହିନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri