ହିନ୍ଦୁ ଦେବଦେବୀଙ୍କ ଫଟୋ ପୋଡ଼ିବା ଘଟଣା: ରାଷ୍ଟ୍ରୀୟ ସୁରକ୍ଷା ମଞ୍ଚ ପକ୍ଷରୁ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଦାବିପତ୍ର

ରାୟଗଡ଼ା ଅଫିସ, ୯।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ପାଞ୍ଚାଳୀ ଗ୍ରାମରେ ବିଭିନ୍ନ ହିନ୍ଦୁ ଦେବଦେବୀଙ୍କର ଫଟୋ ପୋଡିବା ସହ ଏହାକୁ ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ଯୁବକ ଗିରଫ ହୋଇଥିଲେ । ଅଭିଯୁକ୍ତ ଏହି ଗ୍ରାମର କିଛି ଯୁବକଙ୍କୁ ନେଇ ହିନ୍ଦୁ ଦେବଦେବୀଙ୍କର ଫଟୋ ପୋଡିବା ସହ ଏହାର ଏକ ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଏହାକୁ ନେଇ ସାରା ଜିଲାରେ ଅସନ୍ତୋଷ ଦେଖାଦେଇଥିଲା। ମଙ୍ଗଳବାର ଏହି ଘଟଣାରେ ରାୟଗଡ଼ା ପୋଲିସ ଏକ ମାମଲା (ନଂ ୩୪୫/୧୯) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଘଟଣାରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଖୋଜୁଥିବା ବେଳେ ବୁଧବାର ରାଷ୍ଟ୍ରୀୟ ସୁରକ୍ଷା ମଞ୍ଚ ପକ୍ଷରୁ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଏକ ଦାବିପତ୍ର ଦିଆଯାଇଛି। ମଞ୍ଚର ଆବାହକ ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହି ଦାବିପତ୍ର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଚାଲାଣକୁ ନେଇ ଗ୍ରାମବାସୀ – ପୋଲିସ ମୁହାଁମୁହିଁ

ହିଞ୍ଜିଳିକାଟୁ,୨୩ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁରଠାରେ ବାଲି ଚାଲାଣ ନେଇ ଶନିବାର ରାତିରେ ପୋଡ଼ାଜଳା ହୋଇଥିଲା। ବାଲିଚାଲାଣକୁ ବିରୋଧ କରୁଥିବା ଗୋଷ୍ଠୀ ୩ ଟ୍ରକ,...

ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ

ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ...

ଚାନ୍ଦବାଲିରେ ବୋଇତ ବନ୍ଦାଣ ଉତ୍ସବ

ଚାନ୍ଦବାଲି,୧୨ା୧୧(ଡି.ଏନ୍‌.ଏ.): କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବୋଇତ ବନ୍ଦାଣ ଉତ୍ସବ ପାଳନ ପାଇଁ ଭଦ୍ରକ ଜିଲାର ଉଭୟ ଚାନ୍ଦବାଲି ଓ ଧାମରା ଅଞ୍ଚଳ...

ବିପଦପୂର୍ଣ୍ଣ ଅବସ୍ଥାରେ ନଦୀ ପାର ହେଉଛନ୍ତି ସ୍କୁଲ ପିଲା

ଆର.ଉଦୟଗିରି,୨୮ା୭(ମନୋଜ କୁମାର ପାଢୀ): ଗତ କିଛି ଦିନ ଧରି ଲଗାଣ ବର୍ଷା ଲାଗିରହିଥିବା ବେଳେ ନଦୀ ଗୁଡ଼ିକର ପାଣି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ସ୍କୁଲ...

ବିଦ୍ୟାଳୟ ପରିସର ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ନୂଆଗାଁ,୧୪।୭ (ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଖଣ୍ଡୁଗାଁ ପଞ୍ଚାୟତରେ ଥିବା ଗୋଳଗୋଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି।...

ପୁନରୁଦ୍ଧାର ହେବ ଉତ୍କଳମଣି ଗୋପବନ୍ଧୁଙ୍କ ଭବନ: କ୍ଷେତ୍ର ପରିଦର୍ଶନ କଲେ ଅତିରିକ୍ତ ଶାସନ ସଚିବ

ବାରିପଦା ଅଫିସ,୧୯୪: ମୟୂରଭଞ୍ଜ ଜିଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ସରକାରୀ ବାସଭବନର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ...

ଡାକ୍ତରଙ୍କ ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ବାରିପଦା ମେଡିକାଲ କଲେଜରେ ଉତ୍ତେଜନା, ଥାନାରେ ଅଭିଯୋଗ କଲେ ମହିଳାଙ୍କ ସ୍ବାମୀ

ବାରିପଦା ଅଫିସ,୧।୨- ଡାକ୍ତରଙ୍କ ଅବହେଳାରୁ ମୃତଶିଶୁ ଜନ୍ମ। ପ୍ରସବ ସ୍ବାଭାବିକ ହେବ କହି ଶେଷରେ ମୃତଶିଶୁ ଜନ୍ମ ଦେଇଥିଲେ ଗର୍ଭବତୀ। ଏଥିସହ ପ୍ରସବ କରାଇବାକୁ ସମ୍ପୃକ୍ତ...

ପାନୀୟ ଜଳ ପାଇଁ ଯିବାକୁ ପଡ଼ୁଛି ୧ କି.ମି.

ଚମ୍ପୁଆ, ୧୫ା୫(ଡି.ଏନ.ଏ): ଚମ୍ପୁଆ ବ୍ଲକ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ପଞ୍ଚାୟତ ମଝିସାହି ବାସିନ୍ଦାଙ୍କ ପାଇଁ ବଇରୀ ସାଜିଛି ଗାଁ ନଳକୂପ। ପାନୀୟ ଜଳ ପାଇଁ ପ୍ରାୟ ୧...

Advertisement
Archives

Model This Week