Posted inଜାତୀୟ

ହିନ୍ଦୁ ନବବର୍ଷ ଅବା ରାମ ନବମୀରେ ପଡ଼ିବ ରାମମନ୍ଦିର ମୂଳଦୁଆ: ସହମତି ପ୍ରକାଶ କଲା ଆର୍‌ଏସ୍‌ଏସ୍‌

ନୂଆଦିଲ୍ଲୀ,୧୧।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କରାଯିବା ପାଇଁ ଯୋଜନା ଆରମ୍ଭ ହୋଇଛି। ମନ୍ଦିରର ମୂଳଦୁଆ ହିନ୍ଦୁ ନବବର୍ଷ ଅବା ରାମ ନବମୀରେ ପଡ଼ିବ ବୋଲି ସନ୍ଥମାନଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଥିରେ ଆର୍‌ଏସ୍‌ଏସ୍‌ ପକ୍ଷରୁ ସହମତି ପ୍ରକାଶ କରାଯାଇଛି। ୨୦୨୦ ମାର୍ଚ୍ଚ ୨୫ ହିନ୍ଦୁ ନବ ବର୍ଷ ପଡୁଥିବାବେଳେ ରାମ ନବମୀ ଏପ୍ରିଲ୍‌ ୨ରେ ପଡୁଛି। ଏହି ଦୁଇ ତାରିଖ ମଧ୍ୟରୁ ଯେ କୌଣସି ଦିନ ମନ୍ଦିରର ମୂଳଦୁଆ ପକାଇବାକୁ ସନ୍ଥମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri