Posted inଜାତୀୟ

‘ହିନ୍ଦୁ ମୁସଲମାନ ଗୋଟିଏ ଥାଳିରେ ବସି ଖାଆନ୍ତୁ’, ଏମିତି ପ୍ରାର୍ଥନା କରିଥିବା ଇମାମଙ୍କୁ ହତ୍ୟା

ଗୁରୁଗ୍ରାମ,୩।୮: ହରିୟାଣା ନୁହରେ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାର ପ୍ରଭାବ ଗୁରୁଗ୍ରାମରେ ବି ଦେଖିବାକୁ ମିଳିଛି। ଗୁରୁଗ୍ରାମର ଅଞ୍ଜୁମାନ ମସଜିଦରେ କିଛି ଲୋକ ନିଆଁ ଲଗାଇ ଦେଇଥିଲେ ଯେଉଁଥିରେ ୨୨ ବର୍ଷିୟ ନାଏବ ଇମାମ ସାଦଙ୍କର ମୃତ୍ୟୁ ହୋଇଥିଲା। ଡାକ୍ତରଖାନାରେ ପହଞ୍ଚିବା ବେଳକୁ ତାଙ୍କର ମୃତ୍ୟୁ ଘଟିଥିଲା। ଏବେ ସୋସିଆଲ ମିଡିଆରେ ଇମାମ ସାଦଙ୍କ ଏକ ଭିଡିଓ ଭାଇରାଲ ହେଉଛି।
ଭାଇରାଲ ଭିଡିଓରେ ଇମାମ ଏକ ଗୀତ ଗାଉଛନ୍ତି ଏବଂ କହୁଛନ୍ତି, ହିନ୍ଦୁ ମୁସଲମାନ ଖାଏ ଏକ ଥାଲି ମେନ, ଐସା ହିନ୍ଦୁସ୍ତାନ ବାନା ଦେ ୟା ଆଲ୍ଲା। ଏହି ଭିଡିଓକୁ ଜାକିର ଅଲି ତ୍ୟାଗି ନାମକ ଜଣେ ୟୁଜର ତାଙ୍କ ଟୁଇଟର ଆକାଉଣ୍ଟରେ ସେୟାର କରିଛନ୍ତି। କ୍ୟାପସନରେ ଜାକିର ଅଲି ଲେଖିଛନ୍ତି, ‘ଏହା ହେଉଛି ସେହି ମୌଲାନା ସାଦ ଯାହାକୁ ଆପଣ ଗତକାଲି ରାତିରେ ଗୁରୁଗାଓଁର ଅଞ୍ଜୁମାନ ମସଜିଦରେ ନିଆଁ ଲଗାଇବା ପରେ ହତ୍ୟା କରିଥିଲେ। ସେ ସେହି ମସଜିଦର ଇମାମ ଯିଏ ଦେଶରେ ଶାନ୍ତି ପାଇଁ ଆଲ୍ଲାହାଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି।’!
ଇମାମଙ୍କ ମୃତ୍ୟୁ ପରେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ତାଙ୍କ ପରିବାର ସହ କଥା ହୋଇଥିଲେ। ଏହି ବାର୍ତ୍ତାଳାପର ରେକର୍ଡିଂର ଏକ ଭିଡିଓ ଟୁଇଟ କରାଯାଇଥିଲା, ଯାହା ଓୱାଇସିଙ୍କ ଦ୍ୱାରା ରିଟୁଇଟ କରାଯାଇଥିଲା। ଯେଉଁଥିରେ ଇମାମ ସାଦଙ୍କ ପିତା ମୁସ୍ତାକ କହୁଥିବା ଶୁଣିବାକୁ ମିଳୁଛି, ଆମକୁ ଟାର୍ଗେଟ କରାଯାଉଛି, ଧର୍ମଗୁରୁମାନଙ୍କୁ ଟାର୍ଗେଟ କରାଯାଉଛି, ଦାଢି ଥିବା ଲୋକଙ୍କୁ ଟାର୍ଗେଟ କରାଯାଉଛି। ତେଣୁ ଏହା କେମିତିକା ନ୍ୟାୟ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri