ହିନ୍ଦୁ ରୀତିନୀତିରେ ମାଙ୍କଡ଼ର ଅନ୍ତିମ ସଂସ୍କାର

ଦଭାନ୍‌ଗିରି: ଅନେକ ସମୟରେ ପଶୁମାନଙ୍କର ବ୍ୟବହାର ସମସ୍ତଙ୍କୁ ପ୍ରଭାବିତ କରିଥାଏ। ଏହାଦ୍ୱାରା ପଶୁ ଓ ଲୋକମାନଙ୍କ ମଧ୍ୟରେ ନିବିଡ଼ତା ବଢିଯାଏ, ଯାହା ଘଟିଛି କର୍ନାଟକର ଛନ୍ନାଗିରି ତହସିଲ ଅନ୍ତର୍ଗତ ଏସ୍‌ଭିଆର୍‌ କଲୋନୀରେ। ଏହି କଲୋନୀକୁ କିଛିଦିନ ତଳେ ଦଳେ ମାଙ୍କଡ଼ ଆସିଥିଲେ। ଏମାନେ କଲୋନୀ ବାସିନ୍ଦାଙ୍କର କୌଣସି କ୍ଷତି କରି ନ ଥିଲେ। ପିଲାମାନଙ୍କ ସହ ଖେଳୁଥିଲେ। ଏମାନଙ୍କ ମଧ୍ୟରୁ ଗୋଟିଏ ମାଙ୍କଡ଼ ହଠାତ୍‌ ମରିଯିବା ପରେ ଲୋକମାନେ ଦୁଃଖରେ ଭାଙ୍ଗି ପଡିଥିଲେ। କଲୋନୀବାସୀ ମାଙ୍କଡ଼ଟିର ଅନ୍ତିମ ସଂସ୍କାର ହିନ୍ଦୁ ରୀତିନୀତିରେ ସମାପନ କରିଥିଲେ। ପରେ ମୃତ ମାଙ୍କଡ ପାଇଁ ଏକ ମନ୍ଦିର ନିର୍ମାଣ କରିବାର ଯୋଜନା କରି ପଞ୍ଚାୟତକୁ ଏଥିଲାଗି ଅର୍ଥ ଯୋଗାଇଦେବାକୁ ଅନୁରୋଧ କରିଥିଲେ। ପଞ୍ଚାୟତ ଏହା ପ୍ରଦାନ କରିବା ପରେ ମନ୍ଦିର ନିର୍ମାଣ ଆରମ୍ଭ ହୋଇଯାଇଛି । ଯେଉଁଠାରେ ମାଙ୍କଡ଼ର ଅନ୍ତିମ ସଂସ୍କାର କରାଯାଇଥିଲା ସେଠାରେ ଏହି ମନ୍ଦିର ନିର୍ମାଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀର ନିଜର ହେବ ଶିକ୍ଷା ବୋର୍ଡ

ନୂଆଦିଲ୍ଲୀ,୬ ।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର କ୍ୟାବିନେଟ ବୈଠକ ପରେ ଡିଜିଟାଲ ପ୍ରେସ କନଫରେନ୍ସ ମାଧ୍ୟମରେ ଏକ ବଡ ଘୋଷଣା କରିଛନ୍ତି ।...

ମୋଦିଙ୍କ କ୍ୟାବିନେଟରେ ୭ ମହିଳା

ନୂଆଦିଲ୍ଲୀ,୭।୭: କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣରେ ୭ ଜଣ ମହିଳା ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ଅନୁପ୍ରିୟା ସିଂ ପଟେଲ ଉତ୍ତରପ୍ରଦେଶ ମିର୍ଜାପୁରରୁ ଦୁଇଥର ନିର୍ବାଚିତ ହୋଇଥିବା...

ମିଶନ ୨୦୨୪କୁ ନେଇ ଚର୍ଚ୍ଚା

ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍‌ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍‌ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍‌ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ...

ଡେମଚୋକ୍‌ରୁ ଧରାପଡ଼ିଲେ ଚାଇନା ସୈନ୍ୟ: ଗୁପ୍ତ କାଗଜପତ୍ର ଜବତ

ଲେହ, ୧୯।୧୦: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା କମିବାର ନା ଧରୁନି। ସୋମବାର ଲଦାଖର ଡେମଚୋକ୍‌ ଅଞ୍ଚଳରୁ ଜଣେ ଚାଇନା ସୈନ୍ୟଙ୍କୁ ଭାରତୀୟ ଯବାନମାନେ...

ଦୀର୍ଘ ବର୍ଷ ପରେ ଆର୍‌ଜେଡି ସ୍ଥାପନା ଦିବସରେ କର୍ମୀଙ୍କୁ ଉଦ୍‌ବୋଧନ ଦେଲେ ଲାଲୁ

ନୂଆଦିଲ୍ଲୀ,୫ ।୭: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୋମବାର ତା’ର ୨୫ ତମ ସ୍ଥାପନା ଦିବସ ପାଳନ କରୁଛି । ଏହି ଅବସରରେ ଦୀର୍ଘ ସମୟ ପରେ...

ବିଷାକ୍ତ ମଦ ପିଇ ୬ ମୃତ: ୩ ଅଧିକାରୀ ନିଲମ୍ବିତ

ଡେରାଡୁନ,୨୧।୯: ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନରେ ଶୁକ୍ରବାର ବିଷାକ୍ତ ମଦ ପିଇବାରୁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିବା ଜଣାପଡ଼ିଛି। ଏନେଇ ରାଜ୍ୟ...

ଇଦ୍‌ରେ ଖୋଲିବନି ମସଜିଦ୍‌: ସରକାରୀ କଟକଣାରେ ହସ୍ତକ୍ଷେପ କରିବାକୁ ମନା କଲେ ଆହ୍ଲାବାଦ୍‌ ହାଇକୋର୍ଟ

ଲକ୍ଷ୍ନୌ,୨୦।୫: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ସାମାଜିକ ଦୂରତା ବଜାୟ ରଖିତ୍ବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି।...

ଅଓ୍ବନ୍ତୀପୁରାରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୮।୧୦: ଜମ୍ମୁ-କଶ୍ମୀର ଅଓ୍ବନ୍ତୀପୁରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଅଓ୍ବନ୍ତୀପୁରା ସହର...

Advertisement


Archives

Model This Week

Why Dharitri