ହିନ୍ଦୋଳରେ ଭାଜପା ପ୍ରାର୍ଥୀ ଅଶୋକ ନାଏକ ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଅଶୋକ ନାଏକ ଆଗୁଆ ହୋଇଛନ୍ତି। ତାଙ୍କୁ ୧୦୮୯୧ ଖଣ୍ଡ ଭୋଟ ମିଳିଛି। ତାଙ୍କ ପଛକୁ ସୀମାରାଣୀ ନାୟକ ୧୦୩୯୮ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ କଂଗ୍ରେସର ତ୍ରିନାଥ ବେହେରା ୧୪୯୭ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri