Posted inଜାତୀୟ

ହିମମାନବ ପାଦଚିହ୍ନ ଜାରିକଲା ସେନା

ନୂଆଦିଲ୍ଲୀ,୧।୫: ପିଲାବେଳେ ବହିରେ ପଢିଥିବା ହିମମାନବକୁ ନେଇ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଆଲୋଚନା କରାଯାଏ। ଏବେ କିନ୍ତୁ ଭାରତୀୟ ସେନା ଏହି ହିମମାନବର ଉପସ୍ଥିତି ସମ୍ପର୍କରେ ସୂଚନା ଦେଇଛି। ହିମମାନବ ‘ୟେତି’କୁ ନେଇ ସେନା କିଛି ତଥ୍ୟ ପ୍ରଦାନ କରିଛି। ଏହାକୁ ନେଇ ଟୁଇଟରରେ କିଛି ଫଟୋ ଶେୟାର କରାଯାଇଛି। ଯେଉଁଥିରେ ହିମମାନବର ବଡ ବଡ ପାଦର ଫଟୋ ଦେଖିବାକୁ ମିଳିଛି। ଏହି ପାଦ ହିମମାନବ ‘ୟେତି’ର ପାଦ ହୋଇଥାଇପାରେ ବୋଲି କୁହାଯାଉଛି। ଉକ୍ତ ପାଦଚିହ୍ନର ଲମ୍ବ ୩୨ଇଞ୍ଚ ଏବଂ ଚଉଡା ୧୫ଇଞ୍ଚ। ପ୍ରଥମଥର ଲାଗି ଭାରତୀୟ ସେନାର ଏକ ପର୍ବତାରୋହୀ ଦଳ ନେପାଳର ମକାଲୁ ବେସ୍‌ କ୍ୟାମ୍ପ ନିକଟରେ ଏପ୍ରିଲ ୯ରେ ଏହି ରହସ୍ୟମୟୀ ପାଦର ସନ୍ଧାନ ପାଇଥିଲେ। ଲଦାଖର କେତେଜଣ ବୌଦ୍ଧ ସନ୍ନ୍ୟାସୀ ଦାବି କରିଥିଲେ ଯେ, ‘ହିମମାନବ’ୟେତିକୁ ଏମାନେ ଦେଖିଛନ୍ତି। ଏପଟେ କିନ୍ତୁ ବିଶେଷଜ୍ଞମାନେ କହିଛନ୍ତି ‘ୟେତି’ ମାନବ ନୁହେଁ ବରଂ ଏହା ବରଫ ଭାଲୁର କ୍ରସ୍‌ ବ୍ରିଡିଂ ବା ସଙ୍କର ଜାତୀୟ ଜୀବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri