Posted inଜାତୀୟ

ହିମାଚଳରେ ପର୍ଯ୍ୟଟକଙ୍କ ଭିଡ଼: ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ

ଶିମଲା,୧୦।୬: ଗ୍ରୀଷ୍ମ ପ୍ରବାହରେ ସାରା ଦେଶ ସିଝୁଥିବା ବେଳେ ଗରମରୁ ନିସ୍ତାର ପାଇବା ପାଇଁ ଲୋକେ ପାହାଡିଆ ଅଞ୍ଚଳ ମୁହଁା ହେଉଛନ୍ତି। ଏଭଳି ସ୍ଥିତିରେ ଶିମଲା, ମନାଲୀ, ଧର୍ମଶାଳା ଓ ଡଲହୋଜିର ହୋଟେଲ ଗୁଡ଼ିକରେ ପର୍ଯ୍ୟଟକଙ୍କ ଭିଡ଼ ଲାଗିଛି। ପ୍ରବଳ ଭିଡ଼ ଯୋଗୁ ରାସ୍ତାଗୁଡ଼ିକ ଜାମ୍‌ ହୋଇଯାଇଥିବା ଜଣାପଡ଼ିଛି। ଏହି ଜାମ୍‌ ଯୋଗୁ ପର୍ଯ୍ୟଟକଙ୍କ ସହ ସ୍ଥାନୀୟ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଯେଉଁଠାରେ ଚଣ୍ଡିଗଡ଼ରୁ ଶିମଲା ଯିବା ପାଇଁ ୪ ଘଣ୍ଟା ସମୟ ଲାଗୁଥିଲା ଏବେ ସେଠାରେ ୬ରୁ ୮ ଘଣ୍ଟା ସମୟ ଲାଗୁଛି। ଗତ ୧ ସପ୍ତାହ ଭିତରେ ଏନ୍‌ଏଚ୍‌ ଗୁଡ଼ିକରେ ଗାଡ଼ି ସଂଖ୍ୟା ବୃଦ୍ଧି ପାଉଥିବାରୁ ରାସ୍ତା ଜାମ୍‌ ହେଉଥିବା ଦେଖିବାକୁ ମିଳିଛି। ଏଥିସହ ପାର୍କିଂରେ ବହୁ ଅସୁବିଧା ଉପୁଜିଥିବା ବେଳେ ବାଧ୍ୟ ହୋଇ ଗାଡ଼ିଗୁଡ଼ିକୁ ରାସ୍ତାରେ ପାର୍କ କରାଯାଉଛି। ଫଳରେ ସାଧାରଣ ଜୀବନଯାତ୍ରା ବହୁ ପ୍ରଭାବିତ ହୋଉଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଉପବାସରେ ସିଦ୍ଧୁ

ଚଣ୍ଡିଗଡ଼,୮ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରି ହିଂସା ବେଳକୁ ବେଳ ରାଜନୈତିକ ରୂପ ନେବାରେ ଲାଗିଛି । ବୁଧବାର ବିଳମ୍ବିତ ରାତିରେ କଂଗ୍ରେସ ନେତା...

ଭାରତରେ ଅନ୍ଧାର ଘୋଟିବା ଆଶଙ୍କା…

ନୂଆଦିଲ୍ଲୀ,୩।୧୦: ସମ୍ପ୍ରତି ଭାରତ ପଡ଼ୋଶୀ ଚାଇନାରେ ବିଦ୍ୟୁତ୍‌ ସଙ୍କଟ ଦେଖାଦେଇଛି। ଏଭଳି ସ୍ଥିତି ଭାରତରେ ମଧ୍ୟ ସୃଷ୍ଟି ହେବାର ଆଶଙ୍କା ରହିଛି। ଦେଶରେ ବିଦ୍ୟୁତ୍‌ ଚାହିଦା...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ରାଜଧାନୀର ମଦପ୍ରେମୀଙ୍କ ପାଇଁ ଖୁସି ଖବର: ଜାଣନ୍ତୁ…

ନୂଆଦିଲ୍ଲୀ,୭।୮: ମଦ ପ୍ରେମୀଙ୍କ ପାଇଁ ଖୁସିଖବର। ଦିଲ୍ଲୀ ସରକାର ରାଜଧାନୀରେ ୧ ଘଣ୍ଟା ଅଧିକ ମଦ ଦୋକାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ପଦକ୍ଷେପ ସରକାରଙ୍କ...

ବିହାରରେ ବାଘ ଆତଙ୍କ: ଭୟଭୀତ ଅବସ୍ଥାରେ ଲୋକେ

ପାଟନା,୧୩।୧: ବିହାରରେ ପୁଣି ଥରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ସୀତାମାରିରେ ଗତ ୫ ଦିନ ଧରି ଏକ ବାଘ ଆତଙ୍କ ସୃଷ୍ଟି କରିଛି। ପରିସ୍ଥିତି...

ନିର୍ଭୟା ମାମଲା: ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବନି ଫାଶୀ

ନୂଆଦିଲ୍ଲୀ,୩୧।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଦିଲ୍ଲୀର ପଟିଆଲା ହାଉସକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଫେବୃୟାରୀ ୧ରେ ଏହି ମାମଲାର...

ଭାରତକୁ ମିଳିଲା ଚତୁର୍ଥ ଟିକା

ନୂଆଦିଲ୍ଲୀ,୩୦।୭: ଦେଶବାସୀଙ୍କ ପାଇଁ ଖୁସି ଖବର। ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ମଡର୍ନା ଟିକାକୁ ମଙ୍ଗଳବାର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହାକୁ ମିଶାଇ ଭାରତରେ...

ଶାରୀରିକ ସମ୍ପର୍କ ପରେ ବିବାହ ପାଇଁ ମନା କରିବା ଠକାମି ନୁହେଁ, ହାଇକୋର୍ଟଙ୍କ ରାୟ…

ମୁମ୍ବାଇ, ୨୩।୧୨: କୌଣସି ମହିଳାଙ୍କ ସହିତ ଦୀର୍ଘ ଦିନ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ବିବାହ ଲାଗି ମନା କରିବା ଠକାମି ନୁହେଁ। ଏକ...

Advertisement
Archives

Model This Week