Posted inଖେଳ

ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ: ଭାରତ ପ୍ରଥମେ ତାଜିକିସ୍ତାନକୁ ଭେଟିବ

ନୂଆଦିଲ୍ଲୀ, ୧୦ା୬ (ପି.ଟି.)- ଜୁଲାଇ ୭ରୁ ୧୮ ତାରିଖ ପର୍ଯ୍ୟନ୍ତ ଅହମ୍ମଦାବାଦଠାରେ ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଭାରତ ଏଥିରେ ତାଜିକିସ୍ତାନ ବିପକ୍ଷରେ ଏହା ଓପନିଂ ମ୍ୟାଚ ନୂଆ କୋଚ୍‌ ଇଗୋର ଷ୍ଟିମାକ୍‌ଙ୍କ ଅଧୀନରେ ଖେଳିବ। ଭାରତ ଏହାର ଦ୍ୱିତୀୟ ମ୍ୟାଚ ଜୁଲାଇ ୧୩ରେ ଉତ୍ତରକୋରିଆ ଏବଂ ତୃତୀୟ ମ୍ୟାଚ ଜୁଲାଇ ୧୬ରେ ସିରିଆ ବିପକ୍ଷରେ ଖେଳିବ। ରାଉଣ୍ଡ ରବିନ ପର୍ଯ୍ୟାୟରୁ ଉନ୍ନୀତ ଶ୍ରେଷ୍ଠ ଦୁଇ ଦଳ ଜୁଲାଇ ୧୮ରେ ଫାଇନାଲ ମ୍ୟାଚ ଖେଳିବା ଲାଗି ଯୋଗ୍ୟତା ଅର୍ଜନ କରିବେ। ଟୁର୍ନାମେଣ୍ଟରେ ଭାଗ ନେଉଥିବା ଦଳଗୁଡ଼ିକ ମଧ୍ୟରେ ସିରିଆ ଫିଫା ର଼୍ୟାଙ୍କିଙ୍ଗରେ ୮୩ତମ ସ୍ଥାନରେ ରହିଥିବା ବେଳେ ତାଜିକିସ୍ତାନ ଓ ଉତ୍ତର କୋରିଆ ଯଥାକ୍ରମେ ୧୨୦ ଏବଂ ୧୨୧ତମ ସ୍ଥାନରେ ଅଛନ୍ତି। ଭାରତ ବର୍ତ୍ତମାନ ଏହି ତାଲିକାରେ ୧୦୧ତମ ସ୍ଥାନରେ ରହିଛି। ବ୍ଲୁ ଟାଇଗର୍ସ (ଭାରତ) ଟୁର୍ନାମେଣ୍ଟର ଗତ ସଂସ୍କରଣରେ ଚାମ୍ପିୟନ ହୋଇଥିଲା। ଦଳ ଫାଇନାଲରେ କେନିଆକୁ ପରାସ୍ତ କରିଥିଲା। ଗତବର୍ଷ ଭାଗ ପ୍ରତିଯୋଗିତାରେ ଭାଗ ନେଇଥିବା ଅନ୍ୟ ଦୁଇ ଦଳ ଥିଲେ ନ୍ୟୁଜିଲାଣ୍ଡ ଓ ଚାଇନିଜ ତାଇପେ। ଭାରତୀୟ ଫୁଟ୍‌ବଲ ଦଳ ନିକଟରେ ଥାଇଲାଣ୍ଡରେ କିଙ୍ଗ୍ସ କପ୍‌ ଖେଲି ଆସିଛି। ଏଥିରେ ଦଳ ତୃତୀୟ ସ୍ଥାନ ଅଧିକାର


Enter your email to get our daily news in your inbox.

All Right Reserved By Dharitri.Com

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri