Posted inଖେଳ

ହିରୋ ଏଲିଟ୍‌ ଲିଗ୍‌: ଫାଇନାଲ ରାଉଣ୍ଡରେ ଓଡ଼ିଶା ଏଫ୍‌ସି

ନୂଆଦିଲ୍ଲୀ, ୧୯।୨- ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌) ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫ୍‌ସିର ୧୮ ବର୍ଷରୁ କମ୍‌ ଦଳ ଏଠାରେ ଚାଲିଥିବା ହିରୋ ଏଲିଟ୍‌ ଲିଗ୍‌ ୨୦୧୯-୨୦ ସିଜନର ଫାଇନାଲ ରାଉଣ୍ଡରେ ପ୍ରବେଶ କରିଛି। ସ୍ଥାନୀୟ ଜବାହରଲାଲ୍‌ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଜୁନିୟର ଓଡ଼ିଶା ଏଫ୍‌ସି ଦଳ ୫-୦ ଗୋଲରେ ରାଜସ୍ଥାନଭିତ୍ତିକ କ୍ଲବ ମାକ୍ସିମସ୍‌ ପ୍ରାଇମ ସ୍ପୋଟର୍‌ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ର ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିଲା। ତେବେ ଦ୍ୱିତୀୟାର୍ଦ୍ଧରେ ଓଡ଼ିଶା ଏଫ୍‌ସି ଖେଳାଳି ପ୍ରଭାବ ବିସ୍ତାର କରି ଖେଳିବା ସହ ମ୍ୟାଚ୍‌କୁ ଏକପାଖିଆ ଭାବେ ଜିତି ନେଇଥିଲେ। ବିଜୟୀ ଦଳ ପକ୍ଷରୁ ରିଷଭ ଡୋବ୍ରିୟାଲ (୫୦ତମ ଓ ୭୬ତମ ମିନିଟ୍‌) ଓ ଅଂଶୁମାନ ତ୍ୟାଗୀ (୫୯ତମ ଓ ୯୦+୧ )୨ଟି ଲେଖାଏ ଗୋଲସ୍କୋର କରିଥିଲେ। ନିଶ୍ଚୟ ଅଧିକାରୀ (୭୦ତମ) ଅନ୍ୟତମ ଗୋଲଟି ଦେଇଥିଲେ। ମ୍ୟାଚ୍‌ର ୫୦ତମ ମିନିଟ୍‌ରେ ରିଷଭ ଡୋବ୍ରିୟାଲ ଦଳ ପାଇଁ ପ୍ରଥମ ଗୋଲ ଦେଇଥିଲେ। ବିଜୟ ସହ ଓଡ଼ିଶା ଏଫ୍‌ସି ଏହାର ଜୋନ୍‌ରେ ୧୪ ମ୍ୟାଚ୍‌ ଖେଳି ୩୧ ପଏଣ୍ଟ ସହ ଟେବୁଲର ୨ୟ ସ୍ଥାନରେ ରହି ପରବର୍ତ୍ତୀ ପର୍ଯ୍ୟାୟକୁ ଯୋଗ୍ୟତା ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?