ହିରୋ ଚ୍ୟାଲେଞ୍ଜ-୨୦୧୯ ଘୋଷଣା

ନୂଆଦିଲ୍ଲୀ,୧୮-୪: ଇଂଲଣ୍ଡର ଲିଭରପୁଲ ଓ୍ବାଟର ପ୍ରିନ୍ସ ଡକ୍‌ରେ ଦି ହିରୋ ଚ୍ୟାଲେଞ୍ଜ-୨୦୧୯ ଗଲ୍ଫ ନାଇଟ୍‌ ଅନୁଷ୍ଠିତ ହେବ। ବିଶ୍ୱରଖ୍ୟାତି ସମ୍ପନ୍ନ ଗଲ୍ଫର ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥି ଲାଗି ପ୍ରଶଂସକଙ୍କୁ ମାଗଣାରେ ଟିକେଟ ପ୍ରଦାନ କରାଯିବ। ମେ ୯ରୁ ୧୨ ହିଲ୍‌ ସାଇଡ ଗଲ୍ଫ କ୍ଲବରେ ବେଟଫ୍ରେଡ ବ୍ରିଟିଶ ମାଷ୍ଟର ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ ଏହି ଗଲ୍ଫ ନାଇଟ୍‌ ଅନୁଷ୍ଠିତ ହେବ। ଏଭଳି ପଦକ୍ଷେପ ଦ୍ୱାରା ପେସାଦାରଙ୍କ ସହ ସମ୍ପର୍କ ଯୋଡିବା ସହିତ ଭବିଷ୍ୟତର ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉଥିବା ହିରୋ ମୋଟୋକର୍ପର ସିଇଓ ପଓ୍ବନ ମୁଞ୍ଜାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ଯୋଗୁ ସ୍ବାସ୍ଥ୍ୟ ବୀମା ଗ୍ରହଣ ବଢ଼ିଛି

ଭୁବନେଶ୍ୱର, ୪ା୨: କୋଭିଡ୍‌ ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ସ୍ବାସ୍ଥ୍ୟବୀମା ଗ୍ରହଣ ବଢ଼ିଛି। କୋଭିଡ୍‌ ପୂର୍ବ ସ୍ଥିତି ତୁଳନାରେ ଏଥିରେ ଦ୍ରୁତ ଅଭିବୃଦ୍ଧି ହୋଇଥିବା ମାକ୍ସ...

ବିତ୍ତୀୟ ନିଅଣ୍ଟ ୬୧% ଟପିଲା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାରଙ୍କ ବିତ୍ତୀୟ ନିଅଣ୍ଟ ପରିମାଣ ଜୁନ୍‌ରେ ଶେଷ ହୋଇଥିବା ତ୍ରୈମାସରେ ୪.୩୨ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି, ଯାହା କି ବଜେଟ ଅନୁମାନର...

ପେଟ୍ରୋଲ ୩୬, ଡିଜେଲ ୩୯ ପଇସା ବୃଦ୍ଧି

ଭୁବନେଶ୍ୱର/ନୂଆଦିଲ୍ଲୀ, ୧।୧୧: କ୍ରମାଗତ ୫ମ ଦିନ ଲାଗି ସାରା ଦେଶରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ...

ଗୁଜରାଟରେ ୧.୫୪ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ

ନୂଆଦିଲ୍ଲୀ,୧୫।୯: ସେମିକଣ୍ଡକ୍ଟର ଓ ଡିସ୍‌ପ୍ଲେ କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭର କରାଇବା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତ ଆହ୍ବାନ ଅନୁସାରେ ଗୁଜରାଟର ଅହମଦାବାଦ ଜିଲାରେ...

୯.୫ ଲକ୍ଷ କୋଟି ବଜାର ପୁଞ୍ଜୀକରଣ ହାସଲ କଲା ରିଲାଏନ୍ସ

ନୂଆଦିଲ୍ଲୀ,୨୦-୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ଦେଶର ପ୍ରଥମ କମ୍ପାନୀ ହିସାବରେ ୯.୫୦ ଲକ୍ଷ କୋଟି ଟଙ୍କାର ବଜାର ପୁଞ୍ଜୀକରଣ ହାସଲ କରିବାକୁ ସକ୍ଷମ ହୋଇଛି। କମ୍ପାନୀର...

ଟ୍ରାଫିକ୍‌ ସିଗ୍‌ନାଲରେ ଗାଡ଼ିରଖି ନୀତାଙ୍କୁ ପ୍ରପୋଜ୍‌ କରିଥିଲେ ମୁକେଶ ଅମ୍ବାନୀ: ଜାଣନ୍ତୁ ଏହି ରୋଚକ ପ୍ରେମକାହାଣୀ ବିଷୟରେ

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ଚେୟାରମ୍ୟାନ୍‌ ତଥା ପରିଚଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀ ଇତିମଧ୍ୟରେ ୫୭ ବର୍ଷର ହୋଇସାରିଛନ୍ତି। ୧୯୬୪ ମସିହା ନଭେମ୍ବର...

ପ୍ରମୁଖ ଉଦ୍ୟୋଗ କ୍ଷେତ୍ରରେ ମାନ୍ଦାବସ୍ଥା ଜାରି; କୋର୍‌ ସେକ୍ଟର ଅଭିବୃଦ୍ଧି ୧.୫% କମିଲା

ନୂଆଦିଲ୍ଲୀ,୧-୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଲଗାତାର ଭାବେ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ଖସୁଛି। ନଭେମ୍ବରରେ ୮ କୋର୍‌ ସେକ୍ଟର ଭିତ୍ତିଭୂମି ଶିଳ୍ପଉଦ୍ୟୋଗ ର...

ଆଇଏମ୍‌ଏଫ୍‌ର ଫାଷ୍ଟ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର ହେବେ ଗୀତା ଗୋପିନାଥ

ନୂଆଦିଲ୍ଲୀ,୩ ।୧୨: ଅନ୍ତରାଷ୍ଟ୍ରୀୟ ମୁଦ୍ରା କୋଷ(ଆଇଏମ୍‌ଏଫ୍‌)ର ପ୍ରଥମ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର(ଏଫ୍‌ଡିଏମ୍‌ଡି) ଜିୟୋଫ୍ରୋ ଓକାମୋଟୋ ଆସନ୍ତା ବର୍ଷ ଆରମ୍ଭରେ ନିଜ ପଦରୁ ଇସ୍ତଫା ଦେବାକୁ ଘୋଷଣା...

Advertisement
Archives

Model This Week