ହୀରାକୁଦରେ ପକ୍ଷୀ ଗଣନା: ୨୧ ଟିମ୍‌ ସାମିଲ

ସମ୍ବଲପୁର, ୭।୧(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ଗଣନା ମଙ୍ଗଳବାର ଆରମ୍ଭ ହୋଇଛି। ହୀରାକୁଦ ୱାଇଲ୍ଡ ଲାଇଫ୍‌ ବିଭାଗ ନେତୃତ୍ୱରେ ବନ ବିଭାଗ ଅଧିକାରୀ ଓ କର୍ମଚାରୀ, ଓୟୁଏଟିର ବିଶେଷଜ୍ଞ, ପକ୍ଷୀ ଗଣନାର ସ୍ବତନ୍ତ୍ର ସ୍କ୍ବାଡ୍‌ ସାମିଲ ହୋଇଛନ୍ତି । ମୋଟ୍‌ ୨୧ଟି ଟିମ୍‌ ଗଠନ କରାଯାଇଛି। ଏହିସବୁ ଟିମ୍‌ ବୋଟ୍‌ରେ ଯାଇ ହୀରାକୁଦ ଜଳଭଣ୍ଡାରକୁ ଆସିଥିବା ପକ୍ଷୀଗୁଡିକୁ ଗଣନା କରି ରିପୋର୍ଟ ପ୍ରଦାନ କରିବେ। ସନ୍ଧ୍ୟା ପର୍ଯ୍ୟନ୍ତ ଗଣନା ଚାଲିବାର ଯୋଜନା ରହିଛି। ପ୍ରତି ବୋଟ୍‌ରେ କ୍ୟାମେରା ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରହିଛି। ଗୋଟିଏ ମୁଖ୍ୟ ବୋଟ୍‌ରେ ସ୍ବତନ୍ତ୍ର ଅଧିକାରୀମାନେ ରହି ରିପୋର୍ଟ ସଂଗ୍ରହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ବଦଳିଲା ନିର୍ଦ୍ଦେଶ: ହେବନାହିଁ ଡିଏଲ୍‌/ଏଲ୍‌ଏଲ୍‌ ଟେଷ୍ଟ; ଆର୍‌ଟିଓ୍‌କୁ ନ ଯିବାକୁ ପରାମର୍ଶ

କଟକ ଅଫିସ,୧୧।୬- କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୧୮ ତାରିଖ ପରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟିଂ ବନ୍ଦ ରହିଛି। ଏହାକୁ ପୁନଃ ଚାଲୁ କରିବା...

ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ବାପାଙ୍କ ଜୀବନ

କବିସୂର୍ଯ୍ୟନଗର,୬ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୋଲସର ଗ୍ରାମ ଖଦାଳ ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। କେତେକ ଦୁର୍ବୃତ୍ତ ଗାଁ ଦାଣ୍ଡରେ ଗୋଟିଏ ପରିବାରର ବାପା...

ଦାରିଙ୍ଗବାଡ଼ି ପରେ କେନ୍ଦୁଝରରେ ତୁଷାରପାତ

କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଦାରିଙ୍ଗବାଡ଼ି ପରେ କେନ୍ଦୁଝର ଜିଲାରେ ମଧ୍ୟ ତୁଷାରପାତ ହେଉଛି। କେନ୍ଦୁଝର ଜିଲାର ତାପମାତ୍ରା ହ୍ରାସ ପାଇ ମଙ୍ଗଳବାର ସକାଳେ ୬.୨ ଡିଗ୍ରୀ...

ପୋକରା ଚାଉଳ ବଣ୍ଟନକୁ ବିରୋଧ: ଧାରଣା ପରେ ବଦଳାଗଲା

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ବ୍ଲକ ଖୁଣ୍ଟୁବନ୍ଧ ପଞ୍ଚାୟତରେ ରବିବାର ପୋକରା ଚାଉଳ ବଣ୍ଟନକୁ ରାଶନ କାର୍ଡ ହିତାଧିକାରୀ ବିରୋଧ କରିଥିଲେ। ପରେ ସେମାନେ ପୋକଡା ଚାଉଳ...

କରୋନା କଟକଣାରେ ଇଦ୍‌- ଉଜ୍‌-ଜୁହା

ଭଦ୍ରକ ଅଫିସ,୨୧।୭: ବଳିଦାନର ପର୍ବ ଇଦ୍‌- ଉଜ୍‌-ଜୁହା। ଆଜି ସମଗ୍ର ଦେଶରେ ମୁସଲମାନ ଭାଇ ଭଉଣୀମାନେ ଏହି ପର୍ବକୁ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳନ କରୁଛନ୍ତି।...

ବେଆଇନ ପଥର ଖଣିରେ ଚଢ଼ାଉ, ୧ ଲକ୍ଷ ୩୬ ହଜାର ଜରିମାନା ଆଦାୟ, ୫ ଗାଡ଼ି ଜବତ

ପୁରୁଷୋତ୍ତମପୁର,୩ା୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବେଆଇନ ଭାବେ ବାଲି, ପଥର ଚାଲାଣ ନେଇ ତହସିଲଦାର ଅରୁଣ କୁମାର ନାୟକ ବିଭିନ୍ନ ସ୍ଥାନରେ ଥିବା...

ଜଳ ବନ୍ଦିରେ ଶକ୍ତିନଗର ବାସିନ୍ଦା : ୨୦ ବର୍ଷ ପରେ ବି ନିର୍ମାଣ ହୋଇନି ଡ୍ରେନ

ବ୍ରହ୍ମପୁର ଅଫିସ୍‌,୮ା୯-ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ହୋଇଥିବା ଲଗାଣ ବର୍ଷାରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି ।...

ଅନ୍ତର୍ଜାତୀୟ ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ: ୪ ଗିରଫ

ସମ୍ବଲପୁର,୨୦।୧୨(ବ୍ୟୁରୋ)-ସମ୍ବଲପୁର ଜିଲା ପୋଲିସ ଶୁକ୍ରବାର ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ କରିଛି। ଏଥିରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବିହାର ନନ୍ଦପୁରର ରାଜେଶ...

Advertisement
Archives

Model This Week